Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
କିଟ୍ ରେ ପଢିବେ ଆନନ୍ଦପୁରର ଗରିବ ମେଧାବୀ ଛାତ୍ର ରାହୁଳ।
ଭୁବନେଶ୍ୱର,୩/୧୦(ଓଡ଼ିଆ ନ୍ୟୁଜ):ଏଣିକି ଆଉ ଗୁପଚୁପ ବିକିବା ପାଇଁ ପଡିବ ନାହିଁ ଆନନ୍ଦପୁରର ମେଧାବୀ ଛାତ୍ର ରାହୁଳ ମହତଙ୍କୁ। କିଟ୍ ବିଶ୍ୱବିଦ୍ୟାଳୟରେ ଉଚ୍ଚ ବୈଷୟିକ ଶିକ୍ଷା ପାଇବା ପାଇଁ ସହାୟତାର ହାତ ବଢାଇଛି କିସ ଫାଉଣ୍ଡେସନ। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌର ପରିଷଦର ଗରିବ ମେଧାବୀ…
Read More...
Read More...
ତିନି ସିପ୍ଟରେ ହେବ ଓଜେଇଇ ପରୀକ୍ଷା।
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏଥର ୩ଟି ଶିଫ୍ଟରେ ୨ ଘଣ୍ଟିଆ ଅବଧି ବିଶିଷ୍ଟ ପରୀକ୍ଷା କରାଯିବ। ସକାଳ ୯ରୁ ପୂର୍ବାହ୍ନ ୧୧, ଅପରାହ୍ନ…
Read More...
Read More...
+୩ ନାମଲେଖା ଅବଧି ବୃଦ୍ଧି।
ଭୁବନେଶ୍ୱର,୧।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟର ବିଭିନ୍ନ କଲେଜରେ ଯୁକ୍ତ ତିନିରେ ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ସୂଚନା ଦିଆଯାଇଛି। ଯୁକ୍ତ ତିନି ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ଫାଷ୍ଟ…
Read More...
Read More...
୨୫% ସ୍କୁଲ ଫି ଛାଡହେଲା।
ଅହମଦାବାଦ,୩୦।୯-ଏଣିକି ଗୁଜୁରାଟରେ ସ୍କୁଲ ଫି ବାବଦରେ ୨୫% ଛାଡ କରାଯିବ। ‘ସିବିଏସଇ’ ସ୍କୁଲ ସମେତ ଗୁଜରାଟର ସମସ୍ତ ସ୍କୁଲରେ ଏହା ଲାଗୁ ହେବ। ଏ ନେଇ ବୁଧବାର ଗୁଜରାଟ ଶିକ୍ଷାମନ୍ତ୍ରୀ ଭୂପେନ୍ଦ୍ର ସିଂହ ଚୌଦାସାମା କହିଛନ୍ତି, ୨୦୨୦ ଜୁନରୁ ୨୦୨୧ ମାର୍ଚ୍ଚ ପର୍ଯ୍ୟନ୍ତ ୨୫% ସ୍କୁଲ ଫି’ ଛାଡ…
Read More...
Read More...
ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ପାଇବେ ଶାନ୍ତି ସ୍ବରୂପ ଭଟ୍ଟନାଗର ସମ୍ମାନ।
ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍ସିଲ ଫର୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍) ତା’ର ପ୍ରତିଷ୍ଠା ଦିବସ…
Read More...
Read More...
+୩ର କଟ୍ଅଫ ମାର୍କ ପ୍ରକାଶିତ। ବିଜେବି ଆଗରେ
ଭୁବନେଶ୍ୱର,୨୮ା୯(ଓଡ଼ିଆ ନ୍ୟୁଜ): ରାଜ୍ୟର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନିରେ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ସୋମବାର ପ୍ରକାଶ ପାଇଛି। ଏକ୍ଷେତ୍ରରେ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛି।
ଏହି ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ…
Read More...
Read More...
ଅକ୍ଟୋବର ୫ରେ ପ୍ରକାଶ ପାଇବ ଜେଇଇ ରେଜଲ୍ଟ।
ଭୁବନେଶ୍ୱର, ୨୮।୯(ଓଡ଼ିଆ ନ୍ୟୁଜ): ଜେଇଇ ଆଡ଼ଭାନ୍ସଡ୍ ପରୀକ୍ଷା ରବିବାର ଅନୁଷ୍ଠିତ ହୋଇଯାଇଛି। ଦେଶର ୨୨୨ଟି ସହରର ୧୧୫୦ କେନ୍ଦ୍ରରେ ପରୀକ୍ଷା ହୋଇଥିବାବେଳେ ମୋଟ ୧,୬୦,୮୬୪ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ଓଡ଼ିଶାର ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଆଦି ସହରରେ…
Read More...
Read More...
ଆଜି ପ୍ରକାଶ ପାଇବ +୩ ମେଧା ତାଲିକା।
ଭୁବନେଶ୍ବର ,୨୮/୯: ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ(ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ(+୩) ନାମଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ।
ସାମ୍ସ ଇ-ଆଡମିସନ୍ ଜରିଆରେ ନାମଲେଖା ପ୍ରକ୍ରିୟା ଚାଲିଛି।…
Read More...
Read More...
୨୮ରୁ ଆକାଶବାଣୀରେ ରେଡ଼ିଓ ପାଠଶାଳା କାର୍ଯ୍ୟକ୍ରମ।
ଭୁବନେଶ୍ୱର,୨୬।୯(ଓଡ଼ିଆ ନ୍ୟୁଜ): ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ ଏକ ଅଭିନବ ପ୍ରୟାସ…
Read More...
Read More...
ଡାକ୍ତରୀ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ନିୟମ।
ନୂଆଦିଲ୍ଲୀ : ଭାରତୀୟ ଭେଷଜ ପରିଷଦ (ମେଡିକାଲ୍ କାଉନସିଲ୍ ଅଫ୍ ଇଣ୍ଡିଆ)ର ଏକ ସ୍ୱତନ୍ତ୍ର ଅଧିବେଶନରେ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କ ପାଇଁ ନୂତନ ନିୟମ ପ୍ରସ୍ତୁତ କରିଛନ୍ତି ଫଳରେ ଏଣିକି ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ସେମାନଙ୍କ ପାଠ୍ୟକ୍ରମର ଏକ ଅଂଶ ଭାବରେ ଜିଲ୍ଲା ଡାକ୍ତରଖାନାରେ…
Read More...
Read More...