Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
ଯୁକ୍ତ ୨ ନାମଲେଖା ଅବଧି ବଢିଲା।
ଭୁବନେଶ୍ବର,୨୨/୯(ଓଡ଼ିଆ ନ୍ୟୁଜ):ପ୍ରଥମ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା ସମୟ ସୀମା ବୃଦ୍ଧି ପାଇଛି। ଯୁକ୍ତ ୨ ନାମଲେଖା ଅବଧି ୪ ଦିନ ଚଳିତ ମାସ ୩୦ ତାରିଖ ଯାଏଁ ବଢାଇ ଦିଆଯାଇଛି। ଏନେଇ ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଏକାଦଶ…
Read More...
Read More...
ଶିକ୍ଷା ବ୍ୟବସ୍ଥାର ଉନ୍ନତି ପାଇଁ ଅଣ୍ଟା ଭିଡିଲେ ୫ ଟି ସଚିବ।
ଭୁବନେଶ୍ୱର,୧୯/୯(ଓଡ଼ିଆ ନ୍ୟୁଜ): ଓଡ଼ିଶାର ସାଢେ ୪ କୋଟି ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା କରିଛନ୍ତି। ଜନ୍ମ ଠାରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନାରେ ଗରିବ ଲୋକମାନଙ୍କ ପାଖରେ ପହଞ୍ଚୁଛି ସରକାରୀ ସହାୟତା। ସମସ୍ତ କାର୍ଯ୍ୟକୁ ତଦାରଖ କରିବା ପାଇଁ…
Read More...
Read More...
ପ୍ରକାଶ ପାଇଲା +୨ ର ପ୍ରଥମ କଟଅପ୍ ମାର୍କ ତାଲିକା।
ଭୁବନେଶ୍ୱର,୧୮।୯(ଓଡ଼ିଆ ନ୍ୟୁଜ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ +୨ ନାମଲେଖା ପାଇଁ ମେଧା ତାଲିକା ବା କଟଅଫ୍ ମାର୍କ ଆଜି ପ୍ରକାଶ ପାଇଛି। ବିଜ୍ଞାନ, ବାଣିଜ୍ୟ ଓ କଳାରେ ପ୍ରଥମ ସ୍ଥାନରେ ରହିଛି ରେଭେନ୍ସା । ବିଜ୍ଞାନରେ ୮୯% ସହ ପ୍ରଥମ ସ୍ଥାନରେ ରହିଛଇ ରେଭେନ୍ସା । ସେହିପରି ୮୮.୬% ସହ…
Read More...
Read More...
ଅକ୍ଟୋବର ୧୧ ରେ ଓୟୁଏଟି ୟୁଜି ଏକକ ପରୀକ୍ଷା ।
ଭୁବନେଶ୍ୱର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ସ୍ନାତକ (ୟୁଜି) ପାଠ୍ୟକ୍ରମର ଏକକ ପ୍ରବେଶିକା ପରୀକ୍ଷା ଆସନ୍ତା ଅକ୍ଟୋବର ୧୧ ତାରିଖରେ ଅନୁଷ୍ଠିତ ହେବ। ଆବେଦନ ଶେଷ ହୋଇଥିଲେ ମଧ୍ୟ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାମୟିକ ଭାବେ ପ୍ରବେଶିକାକୁ ସ୍ଥଗିତ ରଖାଯାଇଥିଲା। ଚଳିତ…
Read More...
Read More...
କାଲି କରୋନା ଆକ୍ରାନ୍ତ ଦେଇ ପାରିବେ ନାହିଁ ନିଟ୍ ପରୀକ୍ଷା।
ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ରବିବାର ଅନୁଷ୍ଠିତ ହେବାକୁ ଥିବା ନିଟ୍ ପରୀକ୍ଷା କରୋନା ଆକ୍ରାନ୍ତ ପରୀକ୍ଷାର୍ଥୀ ଦେଇପାରିବେନି। ଏ ନେଇ ଏନଟିଏ ପକ୍ଷରୁ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। କାଲିର ପରୀକ୍ଷା ପରେ ଆକ୍ରାନ୍ତଙ୍କ ପାଇଁ ନୂଆ ତାରିଖ ଧାର୍ଯ୍ୟ ହେବ। ଧାର୍ଯ୍ୟ ହେବାକୁ ଥିବା…
Read More...
Read More...
ଆସନ୍ତାକାଲି ଏନଇଇଟି ପରୀକ୍ଷା। କରୋନା ଆକ୍ରାନ୍ତ ବି ଦେଇପାରିବେ।
ଭୁବନେଶ୍ୱର,୧୨।୯(ଓଡ଼ିଆ ନ୍ୟୁଜ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ ହେବ। ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଅନୁଗୋଳର…
Read More...
Read More...
+୨ କଳା ଖାତା ରିଚେକି° ପାଇଁ ଆବେଦନ ଆରମ୍ଭ।
ଭୁବନେଶ୍ୱର, ୧୨। ୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଖାତା ରିଚେକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ସିଏଚ୍ଏସ୍ଇ ୱେବ୍ସାଇଟ୍ରେ ଅନ୍ଲାଇନ୍ରେ…
Read More...
Read More...
ପ୍ରକାଶ ପାଇଲା ଜେଇଇ ମେନ୍ ପରୀକ୍ଷା ଫଳ।
ନୂଆଦିଲ୍ଲୀ,୧୨/୯(ବ୍ୟୁରୋ): ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଦ୍ବାରା ପରିଚାଳିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ)ମେନ୍ ୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ପ୍ରକାଶିତ ଫଳ ଅନୁଯାୟୀ ୨୪ଜଣ ଛାତ୍ରଛାତ୍ରୀ ୧୦୦ ପର୍ସେଣ୍ଟାଇଲ ନମ୍ବର ରଖିଛନ୍ତି। ୨୪ଜଣ ଟପ୍ପରଙ୍କ ମଧ୍ୟରେ ତେଲଙ୍ଗାନାରୁ…
Read More...
Read More...
ରମାଦେବୀ ବିଶ୍ବବିଦ୍ୟାଳୟର ୟୁଜି,ପିଜି ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ।
ଭୁବନେଶ୍ୱର,୧୦।୯(ବୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ୟୁଜି, ପିଜି ଓ ବିଏଡ୍ ପରୀକ୍ଷା ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ୟୁଜି ଶେଷ ସେମିଷ୍ଟର ପାଇଁ ୨୧ରେ ପ୍ରାକ୍ଟିକାଲ ଏବଂ ୨୩ ଓ ୨୪ ତାରିଖରେ ଥିଓରୀ ପରୀକ୍ଷା ହେବ। ସେହିପରି ପିଜି ଶେଷ ସେମିଷ୍ଟର ପାଇଁ ୨୧ରେ…
Read More...
Read More...
ସେପ୍ଟେମ୍ବର ୨୧ରୁ ଖୋଲିବ ସ୍କୁଲ। ଆସିଲା କେନ୍ଦ୍ର ଗାଇଡଲାଇନ୍।
ନୂଆଦିଲ୍ଲୀ,୮/୯(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୨୧ ତାରିଖରୁ ଖୋଲିବ ସ୍କୁଲ । ଏଥିପାଇଁ କେନ୍ଦ୍ର ସରକାର ଜାରି କରିଛନ୍ତି ମାର୍ଗଦର୍ଶିକା । କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ୯ମରୁ ଦ୍ବାଦଶ ଶ୍ରେଣୀ ପିଲାଙ୍କ ନିମନ୍ତେ ଆଂଶିକ ଭାବରେ ସ୍କୁଲ ଆରମ୍ଭ କରିବା ନିମନ୍ତେ ଏସଓପି ଜାରି…
Read More...
Read More...