Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
ଅଫଲାଇନ୍ ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବିପଦ ଆଣିପାରେ।
ଭୁବନେଶ୍ବର,୬/୯(ଓଡ଼ିଆ ନ୍ୟୁଜ):କରୋନା ସଂକ୍ରମଣ ପାଇଁ ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି) ଶେଷ ସେମିଷ୍ଟର ପରୀକ୍ଷା ହେବକି ନାହିଁ ଛାତ୍ରାଛାତ୍ରୀମାନେ ଦ୍ବନ୍ଦରେ ରହିଥିଲେ। ପରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷା ହେବ ବୋଲି ପରୀକ୍ଷାର୍ଥୀମାନେ ଜଣିବାପରେ ପୁଣି ନିଜକୁ…
Read More...
Read More...
ଗୁରୁ ଦିବସରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ଜାତୀୟ ପୁରସ୍କାର।
ନୂଆଦିଲ୍ଲୀ,୫/୯(ଓଡ଼ିଆ ନ୍ୟୁଜ): ଗୁରୁଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ସାରା ଦେଶର ୪୭ ଜଣ ଶିକ୍ଷକଙ୍କୁ ପ୍ରଥମଥର ପାଇଁ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ପୁରସ୍କାର ସମାରୋହରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତି ପୁରସ୍କାର ବିଜେତାମାନଙ୍କୁ…
Read More...
Read More...
ଆସନ୍ତା ୮ ତାରିଖରୁ +୩ ନାମଲେଖା ପାଇଁ ଆବେଦନ।
ଭୁବନେଶ୍ୱର,୫/୯(ଓଡ଼ିଆ ନ୍ୟୁଜ):ଆସନ୍ତା ୮ ତାରିଖରୁ ଆରମ୍ଭ ହେବ ଯୁକ୍ତ ୩ ଇ-ନାମଲେଖା ନିମନ୍ତେ ଆବେଦନ ପ୍ରକ୍ରିୟା । ଏହା ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏ ସଂକ୍ରାନ୍ତରେ ପ୍ରକାଶିତ ହୋଇଛି ବିଜ୍ଞପ୍ତି । ସୂଚନା ଅନୁସାରେ ପ୍ରଥମ ମେରିଟ ଲିଷ୍ଟ ଆସନ୍ତା…
Read More...
Read More...
୫ ତାରିଖରେ ପ୍ରକାଶ ପାଇବ +୨ କଳା ପରୀକ୍ଷା ଫଳ।
ଭୁବନେଶ୍ୱର,୩ା୯(ଓଡ଼ିଆ ନ୍ୟୁଜ): ଆସନ୍ତା ସେପ୍ଟେମ୍ବର ୫ ଶନିବାର ଦିନ ଅପରାହ୍ନ ୪ଟାରେ +୨ କଳା ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । ଚଳିତଥର +୨ କଳାରେ ୨ଲକ୍ଷ ୨୦ ହଜାର ୪୩୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ୧୨…
Read More...
Read More...
ଯୁକ୍ତ-୨ ନାମଲେଖା ତାରିଖ ବଢିଲା।
ଭୁବନେଶ୍ୱର, ୨/୯(ଓଡ଼ିଆ ନ୍ୟୁଜ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିବାର ଅବଧି ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଆବେଦନର ଅବଧିକୁ ରାଜ୍ୟ ସରକାର ଘୁଞ୍ଚାଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ ବୋଲି କୁହାଯାଇଥିଲା। ଏବେ ଆଉ ୭…
Read More...
Read More...
ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ।
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଏହା ସହ ଯୁକ୍ତ ଦୁଇ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିଦିନ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ପୂର୍ବରୂ ବିଜ୍ଞାନ ଓ…
Read More...
Read More...
ARIIA ରାଙ୍କିଙ୍ଗ ୨୦୨୦: ଦେଶରେ ପ୍ରଥମ ସ୍ଥାନରେ କିଟ୍ ବିଶ୍ୱବିଦ୍ୟାଳୟ।
ଭୁବନେଶ୍ଵର, ୧୮।୮(ଓଡ଼ିଆ ନ୍ୟୁଜ): ସୃଜନ କ୍ଷେତ୍ରରେ କିଟକୁ ମିଳିଛି ଭାରତ ସରକାରଙ୍କ ସ୍ଵୀକୃତି। ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଅଟଳ ରାଙ୍କିଙ୍ଗ ଅଫ୍ ଇନଷ୍ଟିଚ୍ୟୁଟସ ଅନ୍ ଇନୋଭେସନ୍ ଆଚିଭମେଣ୍ଟ (ଏଆରଆଇଆଇଏ)ରେ ସମଗ୍ର ଭାରତର ଘରୋଇ ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କିଟ୍ ବିଶ୍ୱବିଦ୍ୟାଳୟ…
Read More...
Read More...
ମାଟ୍ରିକ ଟପରଙ୍କୁ ଶୁଭେଚ୍ଛା ଜଣାଇଲେ ଉତ୍ତର ବିଧାୟକ।
ଭୁବନେଶ୍ୱର,୧୩/୮(ଓଡ଼ିଆ ନ୍ୟୁଜ):ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଭୁକ୍ତ ଆଇ ଆର ସି ଭିଲେଜ ହାଇସ୍କୁଲର ଦୁଇଜଣ ଛାତ୍ରଛାତ୍ରୀ ଅପର୍ଣ୍ଣା ମହାରଣା(୯୦%) ଓ ଜଗବନ୍ଧୁ ମହାରଣା ୯୨% ରୁ ଉର୍ଦ୍ଧ୍ବ ନମ୍ବର ରଖି ଟପର ହୋଇଛନ୍ତି। ସୁବିଧା ଅସୁବିଧାରେ ଓ…
Read More...
Read More...
ସେପ୍ଟେମ୍ବର ୯ ରୁ ୧୫ ଓଜେଇଇ ପରୀକ୍ଷା।
ଭୁବନେଶ୍ବର,୧୧/୮(ଓଡ଼ିଆ ନ୍ୟୁଜ): ଆସନ୍ତା ସେପ୍ଟେମ୍ବର ୯ ରୁ ୧୫ ଯାଏ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହେବ। ଏ ନେଇ ମଙ୍ଗଳବାର ୧୬ଟି ଜିଲାର ସରକାରୀ ପଲିଟେକନିକ ଓ ଆଇଟିଆଇ କଲେଜର ଅଧ୍ୟକ୍ଷମାନଙ୍କୁ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟ ପତ୍ର ଲେଖି ଜଣାଇଛି। ଓଜେଇଇ ଓ ଟିସିଏର ଅଧିକାରୀ ଏ…
Read More...
Read More...