Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଶିକ୍ଷା
ମାର୍ଚ୍ଚ ୧୨ ଜେଇଇ ମେନ ଆବେଦନ ଶେଷ ତାଊ
ଭୁବନେଶ୍ୱର : ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍ ୨୦୨୩ର ଦ୍ୱିତୀୟ ସେସନ ବା ସେସନ-୨ ଏପ୍ରିଲ ୬ରୁ ୧୨ ମଧ୍ୟରେ ଅନୁଷ୍ଠିତ ହେବ। ଭାରତ ସମେତ ଦେଶ ବାହାରର ୧୭ ସହରରେ ପରୀକ୍ଷା କେନ୍ଦ୍ର ରହିବ। ଏଥିପାଇଁ ପଞ୍ଜୀକରଣ ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୧୨ରେ ଏହି…
Read More...
Read More...
ମାଗଣା ଆଇଏଏସ କୋଚିଂ ଦେବେ ରାଜ୍ୟ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର ମାଗଣା ଆଇଏଏସ କୋଚିଂ ଦେବେ। ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏହି କୋଚିଂ ଦେବ। ଏହାପୂର୍ବରୁ ମାଗଣା କୋଚିଂ ନେବାକୁ ଏକ ପରୀକ୍ଷା କରିବେ ରାଜ୍ୟ ସରକାର। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ମୋଟ୍ ୨୦୦ ଜଣଙ୍କୁ…
Read More...
Read More...
ସରକାରୀ ସ୍କୁଲ ପିଲାମାନଙ୍କୁ ଶୃଙ୍ଖଳିତ ଓ ସ°ଯମ କରିବାକୁ ପଦକ୍ଷେପ
ଭୁବନେଶ୍ୱର :ଏବେ ସରକାରୀ ସ୍କୁଲରେ ପିଲାମାନଙ୍କୁ ଅଧିକ ଶୃଙ୍ଖଳିତ ତଥା ସଂଯମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଅଯାଇଛି ।
ଏଣିକି ସରକାରୀ ସ୍କଲକୁ ପିଲା ଆଉ ବିଶୃଙ୍ଖଳିତ ହୋଇ ସ୍କଲକୁ ଆସିବେ ନାହିଁ । ଝିଅପିଲାମାନେ ଚୁଟି ଖୋଲା କରିବେନି । ମୁଣ୍ଡରେ ରିବନ ଫିତା ବାନ୍ଧିବେ ନଚେତ ହେୟାର…
Read More...
Read More...
ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ନୂଆ ଗାଇଡ ଲାଇନ
ଭୁବନେଶ୍ୱର:ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ଗାଇଡ ଲାଇନ । କେବେ ଆସିବ ପ୍ରଶ୍ନପତ୍ର, କେମିତି ରହିବ ଉତ୍ତରଖାତା ଏ ସମସ୍ତ ତଥ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ସ୍କୁଲକୁ ଜଣାଇ ଦିଆଯାଇଛି । ମାର୍ଚ୍ଚ ୧ତାରିଖରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଏଥର ଯୁକ୍ତ ଦୁଇ…
Read More...
Read More...
ଆଜିଠାରୁ ଓଜେଇଇ ଆବେଦନ ଆରମ୍ଭ
ଭୁବନେଶ୍ୱର :ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍ଲାଇନ୍ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ ପରୀକ୍ଷା ଲାଗି ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ’ ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ…
Read More...
Read More...
ଇଂ ମାୟାଧର ସ୍ବାଇଁ ପାଇବେ ବିଜ୍ଞାନ ପୁରସ୍କାର
ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…
Read More...
Read More...
୧୦ ରୁ ମାଟ୍ରିକ ପରୀକ୍ଷା
କଟକ : ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ ତତ୍ପର ହୋଇପଡିଛନ୍ତି।…
Read More...
Read More...
ସୈନିକ ସ୍କୁଲରେ ଷଷ୍ଠ ବିଜୁ ମାରାଥନ୍
ଭୁବନେଶ୍ୱର,୫ା୨ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ଉଦ୍ଦେଶ୍ୟରେ ସୈନିକ ସ୍କୁଲରେ ଷଷ୍ଠ ବିଜୁ ମାରାଥନ୍ ଅନୁଷ୍ଠିତ ହୋଇଯାଇଛି । ଓଏମସିଏଲ ଓ ସୈନିକ ସ୍କୁଲ ପୂର୍ବତନ ଛାତ୍ର ସଂଗଠନ ପକ୍ଷରୁ ଆୟୋଜିତ ଏହି ଗଣ ଦୈ।ଡରେ ସୈନିକ ସ୍କୁଲର…
Read More...
Read More...
ସିପିଆଇ ଟ୍ରେନିଂ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେସନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍ରେ ସିପିଆର୍ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା…
Read More...
Read More...
ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ୱର,୧।୨ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।…
Read More...
Read More...