Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
ଇଂ ମାୟାଧର ସ୍ବାଇଁ ପାଇବେ ବିଜ୍ଞାନ ପୁରସ୍କାର
ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…
Read More...
Read More...
୧୦ ରୁ ମାଟ୍ରିକ ପରୀକ୍ଷା
କଟକ : ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ ତତ୍ପର ହୋଇପଡିଛନ୍ତି।…
Read More...
Read More...
ସୈନିକ ସ୍କୁଲରେ ଷଷ୍ଠ ବିଜୁ ମାରାଥନ୍
ଭୁବନେଶ୍ୱର,୫ା୨ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ମନେ ପକାଇବା ଉଦ୍ଦେଶ୍ୟରେ ସୈନିକ ସ୍କୁଲରେ ଷଷ୍ଠ ବିଜୁ ମାରାଥନ୍ ଅନୁଷ୍ଠିତ ହୋଇଯାଇଛି । ଓଏମସିଏଲ ଓ ସୈନିକ ସ୍କୁଲ ପୂର୍ବତନ ଛାତ୍ର ସଂଗଠନ ପକ୍ଷରୁ ଆୟୋଜିତ ଏହି ଗଣ ଦୈ।ଡରେ ସୈନିକ ସ୍କୁଲର…
Read More...
Read More...
ସିପିଆଇ ଟ୍ରେନିଂ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :ଶ୍ରୀ ସତ୍ୟ ସାଇ ସେବା ଅର୍ଗାନାଇଜେଶନ ଓ ଶ୍ରୀ ଜଗନ୍ନାଥ ସର୍ଭିସ ଫାଉଣ୍ଡେସନ ପକ୍ଷରୁ ଗୁରୁବାର କଳିଙ୍ଗ ଷ୍ଟାଡିୟମ୍ରେ ସିପିଆର୍ ଟ୍ରେନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରି ଏହି ତାଲିମ କାର୍ଯ୍ୟକ୍ରମକୁ ଉଚ୍ଚ ପ୍ରଶଂସା…
Read More...
Read More...
ଆଜିଠାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ୱର,୧।୨ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ସକାଳ ୯ଟା ୩୦ରୁ ଛାତ୍ରୀଛାତ୍ରମାନେ ଲାବ୍ ମଧ୍ୟକୁ ପ୍ରବେଶ କରିବେ। ପ୍ରଥମ ସିଟିଂ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ।…
Read More...
Read More...
ପ୍ରାଇଭେଟ୍ ସ୍କୁଲରେ ଗରିବ ପିଲାଙ୍କ ନାମଲେଖା ପାଇଁ ନୂଆ ନିୟମ
ଭୁବନେଶ୍ୱର : ଶିକ୍ଷା ଅଧିକାର ଆଇନ(ଆର୍ଟିଇ) ଅନୁସାରେ ଗରିବ ତଥା ଆର୍ଥତ୍କ ଅନଗ୍ରସର ପିଲାଙ୍କ ନାମଲେଖା ପାଇଁ ୨୫% ସଂରକ୍ଷଣ ରହିବା ଉଚିତ। ଏହାକୁ ରାଜ୍ୟରେ ଅଧିକାଂଶ ସ୍କୁଲ ପାଳନ କରୁ ନ ଥିବା ଦେଖାଯାଉଛି। ତେଣୁ ଏହାକୁ କଡ଼ାକଡ଼ି ପାଳନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।…
Read More...
Read More...
ଅଗ୍ରୟୋଧୀ ଲୋଗୋ, ୱେବ୍ସାଇଟ୍ ଉନ୍ମୋଚିତ ଉପକୃତ ହେବେ ଦଶମ ଓ ଦ୍ୱାଦଶ ଶ୍ରେଣୀର ସି.ବି.ଏସ୍.ଇ ଛାତ୍ରଛାତ୍ରୀ
ଭୁବନେଶ୍ୱର : ସମ୍ବାଦ ଡ଼ିଜିଟାଲ୍ ଦ୍ୱାରା ଆରମ୍ଭ ହୋଇଥିବା ଅଗ୍ରୟୋଧୀ ଲୋଗୋ ଏବଂ ୱେବ୍ସାଇଟ୍ ଉନ୍ମୋଚିତ କରାଯାଇଛି । ସି.ବି.ଏସ୍.ଇ ଅନୁବନ୍ଧିତ ବିଦ୍ୟାଳୟରେ ଦଶମ ଏବଂ ଦ୍ୱାଦଶ ବୋର୍ଡ଼ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ସାହାଯ୍ୟ କରିବା ଉଦ୍ଦେଶ୍ୟରେ ସମ୍ବାଦ…
Read More...
Read More...
କିସ୍ରେ ମହାଅଭିଭାବକ ସମ୍ମିଳନୀ ଏକଜୁଟ ହେଲେ୧ଲକ୍ଷ ଜନଜାତି ଅଭିଭାବକ
ଭୁବନେଶ୍ୱର, ୨୨ ।୧: ଚଳିତବର୍ଷ କିସ୍ ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡି଼ଶାର ୩୦ଜିଲ୍ଲାରୁ ୬୦ହଜାର ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ଓ ୩୦ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ କିସରେ ୧ଲକ୍ଷ ଜନସମାଗମ ହୋଇଥିଲା।…
Read More...
Read More...
ବିଆଇଟିଏମରେ ପୁସ୍ତକ ପ୍ରଦର୍ଶନୀ, ପୁସ୍ତକ ହେଉଛି ଜ୍ଞାନର ଭଣ୍ଡାର
ଭୁବନେଶ୍ୱର : ପୁସ୍ତକ ହେଉଛି ଜ୍ଞାନର ଭଣ୍ଡାର । ପୁସ୍ତକକୁ ଭଲ ସାଥୀ ଟିଏ କଲେ ଛାତ୍ରଛାତ୍ରୀ ଜ୍ଞାନୀ, ଗୁଣୀ ଓ ବିଜ୍ଞ ହୋଇ ପାରିବେ । ବର୍ତ୍ତମାନର ଦୃତ ପ୍ରଗତି ଡିଜିଟାଲ ଯୁଗରେ ବିଦ୍ୟାର୍ଥୀମାନେ ଡିଜିଟାଲ ଅଧ୍ୟୟନରେ ଲିପ୍ତ ରହୁଛନ୍ତି । ଏହି କ୍ଷଣସ୍ଥାୟୀ ପ୍ରକ୍ରିୟାରେ କମ୍ ସଂଖ୍ୟକ ସଫଳତା…
Read More...
Read More...
ଆରଡିଏମ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଉଡାନ
ଭୁବନେଶ୍ୱର,୧୧ା୧(ଓଡ଼ିଆ ନ୍ୟୁଜ): ଆରଡିଏମ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ଉଡାନ କଳାରାହାଙ୍ଗ ସ୍ଥିତ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଅଧ୍ୟାପକ ତଥା ଓଡିଆ ଚଳଚିତ୍ରର ବରିଷ୍ଠ ଅଭିନେତା ଓ ପ୍ରଯୋଜକ ପ୍ରଦୁମ୍ନ ଲେଙ୍କା ଯୋଗଦେଇ କହିଥିଲେ ପିଲା…
Read More...
Read More...