banner
Breaking
Browsing Category

ଶିକ୍ଷା

୫ ରେ କସ୍ତୁରୀର ୨୪ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୩ା୧ : ଓଡ଼ିଶାର ଅଗ୍ରଣୀ ସ୍ୱେଚ୍ଛାସେବୀ, ସାଂସ୍କୃତିକ ଓ ଶିକ୍ଷାଭିିତ୍ତିକ ଅନୁଷ୍ଠାନ ‘କସ୍ତୁରୀ’ର ୨୪ତମ ବାର୍ଷିକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସଭାପତି ବିଶ୍ୱନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ନିଷ୍ପତି ଅନୁଯାୟୀ କସ୍ତୁରୀ ପକ୍ଷରୁ ପୂର୍ବରୁ ଆୟୋଜିତ…
Read More...

୧୭ ତାରିଖ ପର୍ଯ୍ୟନ୍ତ ୟୁଜିସି ପରୀକ୍ଷା ପଞ୍ଜିକରଣ

ଭୁବନେଶ୍ୱର : ଜାତୀୟ ପରୀକ୍ଷଣ ସଂସ୍ଥାନ(ଏନଟିଏ) ଦ୍ବାରା ପରିଚାଳିତ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)-ନେଟ ଡିସେମ୍ବର- ୨୦୨୨ ସେସନ ପରୀକ୍ଷା ଫେବୃଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୦ ପର୍ଯ୍ୟନ୍ତ ଚାଲିବ। ଏ ସଂକ୍ରାନ୍ତରେ ଏନଟିଏ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ…
Read More...

ଫେବୃଆରୀ ୧୫ରୁ ସବିଏସଇ ପରୀକ୍ଷା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍‌ଇ ପକ୍ଷରୁ ଏକ ସର୍କୁଲାର ଜାରି ହେବା ସହିତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା ଫେବୃୟାାରୀ ୧୫ରୁ ଆରମ୍ଭ ହେବ ଏବଂ…
Read More...

ଶେଷ ହେଲା ଇଟିକିଲି ମିଟିକିଲି ରୌପ୍ୟଜୟନ୍ତୀ ପ୍ରତିଯୋଗିତା

ଭୁବନେଶ୍ୱର, ୨୬ା୧୨- ପିଲାଙ୍କ ଅନୁଷ୍ଠାନ ଇଟିକିଲି ମିଟିକିଲିର ରୌପ୍ୟଜୟନ୍ତୀ ପାଳନ ଅବସରରେ ତିନିଦିନିଆ ବିଭିନ୍ନ ପ୍ରତିଯୋଗିତା ଭିତ୍ତିକ ପ୍ରତିଭା ପ୍ରର୍ଦଶନ କାର୍ଯ୍ୟକ୍ରମ ଆଜି ଶେଷ ହୋଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ମଧ୍ୟରେ ପଢୁଥିବା ରାଜ୍ୟର ବିଭିନ୍ନ ବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ…
Read More...

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଗାଡକଣ ଆଦିମାତା କଲୋନୀ ସରସ୍ୱତୀ ଶିଶୁ ଦିଦ୍ୟା ମନ୍ଦିରର ବିଂଶତମ ବାର୍ଷିକ ଉତ୍ସବ ମଞ୍ଚେଶ୍ବର ରେଲୱେ ଅଡିଟୋରିୟମ୍ ହଲରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତୀୟ ଷ୍ଟେଟ ବ୍ୟାଙ୍କର ଜିଏମ ପୋନାମ୍ ବଲାମ୍ . ଏମ୍ ଏବଂ ସ୍ୱତନ୍ତ୍ର ଅତିଥି…
Read More...

ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲର ୧୨ତମ ବାର୍ଷିକ ଉତ୍ସବ ସୂରଜ ଅନୁଷ୍ଠିତ

ଭୁବନେଶ୍ୱର : ଶ୍ରୀ କ୍ରିଷ୍ଣା ଇଣ୍ଟରନ୍ୟାସନାଲ ସ୍କୁଲର ୧୨ ତମ ବାର୍ଷିକ ଉତ୍ସବ ସୂରଜ ଭୁବନେଶ୍ୱର ମଳିପଡା ସ୍ଥିତ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଜଙ୍ଗଲ, ପରିବେଶ, ପଞ୍ଚାୟତରାଜ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ମନ୍ତ୍ରୀ…
Read More...

ଅଚ୍ୟୁତଙ୍କ ୫୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍ ଡିଗ୍ରୀ

ଭୁବନେଶ୍ୱର,୨୩ ।୧୨: ବିଶିଷ୍ଟ ଶିକ୍ଷାବିତ୍‍, ସମାଜସେବୀ, କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡି.ଲିଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଆଜି ଅନୁଷ୍ଠିତ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବରେ…
Read More...

ବ୍ଲୋସମ୍ ସ୍କୁଲର ୩୯ତମ ବାର୍ଷିକ ଉତ୍ସବ ସ୍ୱାବଲମ୍ବନ ଅନୁଷ୍ଠିତ

ଭୁବନେଶ୍ୱର : ବ୍ଲୋସମ୍ ସ୍କୁଲର ୩୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ ସ୍ୱାବଲମ୍ବନ ଭରତପୁର ସ୍ଥିତ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ବର୍ତ୍ତମାନର…
Read More...

ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ନୃତ୍ୟ ଭିିତ୍ତିକ ଅନୁଷ୍ଠାନ ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ କାଭିୟର ଛକ ସ୍ଥିତ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ…
Read More...

ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୨ କିଟ୍‍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍‍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ ।…
Read More...