banner
Breaking
Browsing Category

ଶିକ୍ଷା

ମୃତ ମଣିଷ ଜୀବିତ ହେବେ: ବିଜ୍ଞାନ

ବିଜ୍ଞାନର ଦ୍ରୁତ ବିକାଶ ମନୁଷ୍ୟକୁ ବୋଧହୁଏ ଅତ୍ୟଧିକ ଆତ୍ମବିଶ୍ୱାସୀ କରିଦେଇଛି । ଏଥିପାଇଁ ପ୍ରକୃତିକୁ ଚ୍ୟାଲେଞ୍ଜ ଦେବାରେ ମଧ୍ୟ ସେମାନେ ପଛଘୁଂଚା ଦେଉ ନାହାନ୍ତି । ଏବେ ମୃତ୍ୟୁ ମଣିଷକୁ ଜୀବିତ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ପ୍ରିୟଜନଙ୍କ ମୃତ୍ୟୁ ପରେ ଶବର ଅନ୍ତ୍ୟେଷ୍ଟି…
Read More...

୨୦୩ ସହକାରୀ ପ୍ରଫେସର ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…
Read More...

ଆରମ୍ଭ ହେଲା ଦଶମ ସମ୍ମେଟିଭ-୧ ପରୀକ୍ଷା

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍‌ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା ଦେବାକୁ ଫର୍ମପୂରଣ…
Read More...

କିଟ୍ ରେ ହେବ ବାୟୋ-ଟେକ୍ନୋଲଜି ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର -‘କିଟ୍‌’ର ସ୍କୁଲ ଅଫ୍‌ ବାୟୋ-ଟେକ୍ନୋଲୋଜିକୁ ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଅଫ୍‌ ଏକ୍ସିଲେନ୍ସ)ରେ ପରିଣତ କରାଯିବ। ଏଥିପାଇଁ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ୨ କୋଟି ଟଙ୍କା ଯୋଗାଇଦେବ। ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସହିତ ଇନ୍‌କ୍ୟୁବେଶନ ସେଣ୍ଟରର ଅଭିବୃଦ୍ଧି ଉପରେ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା

ଭୁବନେଶ୍ୱର, : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା ଓ ବିଜ୍ଞାନାଗାର ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ୧୪ ନମ୍ବର କର୍ପୋରେଟର ମୋନାଲିସା ସାହୁ ଓ ୬ ନମ୍ବର କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି…
Read More...

କିଟ୍‍ର ରୌପ୍ୟ ଜୟନ୍ତୀ ଉଦ୍‍ଘାଟିତ

ଭୁବନେଶ୍ୱର, : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ଇଣ୍ଡଷ୍ଟ୍ରିଆଲ୍‍ ଟେକ୍ନୋଲୋଜିର ୨୫ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ (ସଏଲ୍‍ ଟୁ ସିଲ୍‍ଭର) ବୁଧବାର ଉଦ୍‍ଘାଟିତ ହୋଇଯାଇଛି । କିଟ୍‍ ପ୍ରତିଷ୍ଠାର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ଚଳିତବର୍ଷ କିଟ୍‍ ତାର ରୌପ୍ୟ ଜୟନ୍ତୀ ପାଳନ…
Read More...

ନୀଳାଦ୍ରି ବିହାର ଶିଶୁ ମନ୍ଦିରରେ ଶିଶୁ ଦିବସ ପାଳିତ

ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦୂରଦର୍ଶନ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ…
Read More...

ବିକାଶ ଏଜୁକେଶନାଲ୍ ଟ୍ରଷ୍ଟ ପକ୍ଷରୁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ପ୍ରଦାନ

ଭୁବନେଶ୍ୱର - ବିକାଶ ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ କଲେଜରେ ଅଧ୍ୟୟନରତ ୧୫୪ ଜଣ ନର୍ସିଂ ଛାତ୍ରଛାତ୍ରୀଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ୯୩ ଜଣ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ନର୍ସିଂ କଲେଜ, ବ୍ରହ୍ମପୁର…
Read More...

୨୨ ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ ପିଲା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ…
Read More...

ପିଜି ନାମଲେଖା ପ୍ରକିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩…
Read More...