Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
କିଟ୍ର ରୌପ୍ୟ ଜୟନ୍ତୀ ଉଦ୍ଘାଟିତ
ଭୁବନେଶ୍ୱର, : କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜିର ୨୫ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟ ଜୟନ୍ତୀ ସମାରୋହ (ସଏଲ୍ ଟୁ ସିଲ୍ଭର) ବୁଧବାର ଉଦ୍ଘାଟିତ ହୋଇଯାଇଛି । କିଟ୍ ପ୍ରତିଷ୍ଠାର ୨୫ବର୍ଷ ପୂର୍ତ୍ତି ଉପଲକ୍ଷେ ଚଳିତବର୍ଷ କିଟ୍ ତାର ରୌପ୍ୟ ଜୟନ୍ତୀ ପାଳନ…
Read More...
Read More...
ନୀଳାଦ୍ରି ବିହାର ଶିଶୁ ମନ୍ଦିରରେ ଶିଶୁ ଦିବସ ପାଳିତ
ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରତିଷ୍ଠାତା ଦୀନବନ୍ଧୁ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦୂରଦର୍ଶନ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ…
Read More...
Read More...
ବିକାଶ ଏଜୁକେଶନାଲ୍ ଟ୍ରଷ୍ଟ ପକ୍ଷରୁ ଗରିବ ମେଧାବୀ ଛାତ୍ରଛାତ୍ରୀଙ୍କୁ ଅର୍ଥରାଶି ପ୍ରଦାନ
ଭୁବନେଶ୍ୱର - ବିକାଶ ଏଜୁକେଶନାଲ ଟ୍ରଷ୍ଟ ପକ୍ଷରୁ ବିଭିନ୍ନ ସରକାରୀ ଓ ବେସରକାରୀ କଲେଜରେ ଅଧ୍ୟୟନରତ ୧୫୪ ଜଣ ନର୍ସିଂ ଛାତ୍ରଛାତ୍ରୀଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ୯୩ ଜଣ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ନର୍ସିଂ କଲେଜ, ବ୍ରହ୍ମପୁର…
Read More...
Read More...
୨୨ ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ
ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ ପିଲା ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମ…
Read More...
Read More...
ପିଜି ନାମଲେଖା ପ୍ରକିୟା ଆରମ୍ଭ
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩…
Read More...
Read More...
ଡ଼ ଅଚ୍ୟୁତ ସାମନ୍ତଙ୍କୁ ନାଗରିକ ସମ୍ବର୍ଦ୍ଧନା ସମ୍ମାନ
ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟକୁ ନିକଟରେ ବିଶ୍ୱର ସର୍ବଶ୍ରେଷ୍ଠ ୟୁନେସ୍କୋ ସାକ୍ଷରତା ପୁରସ୍କାର ମିଳିଛି। ଏ ନେଇ କିସ୍ ଓ କିଟ୍ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଶା ସଚେତନ ନାଗରିକ ଫୋରମ୍ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି।…
Read More...
Read More...
ପିଜି ନାମଲେଖା ପାଇଁ ପ୍ରକାଶ ପାଇବ ପ୍ରଥମ ଆବଣ୍ଟନ ତାଲିକା
ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପିଜି ନାମଲେଖା ନିମନ୍ତେ ଗୁରୁବାର ଅପରାହ୍ନ ୪ଟାରେ ପ୍ରଥମ ପର୍ଯ୍ୟାୟ ସିଟ୍ ଆବଣ୍ଟନ ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ରଙ୍କର ୧୬ ଓ ୧୭ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ…
Read More...
Read More...
ଶ୍ରୀ ଚୈତନ୍ୟ ଇନ୍ଷ୍ଟିଚ୍ୟୁଟ ଅଫ୍ ବୈଷ୍ଣବିକ କଲଚର ଦ୍ୱାରା ରକ୍ତଦାନ ଶିବିର
ଭୁବନେଶ୍ୱର : ରକ୍ତଦାନ ମହତ୍ ପୂଣ୍ୟ । ରକ୍ତର ଅଭାବରୁ ଆମ ରାଜ୍ୟରେ ବହୁତ ଲୋକ ଅକାଳରେ ମୃତ୍ୟୁବରଣ କରିଥାନ୍ତି । ନିୟମିତ ରକ୍ତ ଆବଶ୍ୟକ କରୁଥିବା, ରକ୍ତଶୂନ୍ୟତା ଭୋଗୁଥିବା ଶିଶୁ, ପୋଡ଼ାଜଳା ରୋଗୀ, ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ଏବଂ ଥାଲାମେସିଆ, ଅସହାୟ ଓ ନିରାଶ୍ରୟ ରୋଗୀମାନଙ୍କୁ ବଞ୍ଚାଇ…
Read More...
Read More...
କିସ୍କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ
ଭୁବନେଶ୍ୱର : ସର୍ବବୃହତ୍ ଜନଜାତି ଶିକ୍ଷାନୁଷ୍ଠାନ କିସ୍କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ…
Read More...
Read More...
ମୋ କଲେଜ’ ଅଭିଯାନ ଅଧୀନରେ ୧୩ଟି ମହାବିଦ୍ୟାଳୟ ପାଇଁ ୮୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର : ‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହି କ୍ରମରେ ଶୁକ୍ରବାର ଦିନ ରାଜ୍ୟ ସରକାର ୧୩ଟି ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ୮୫ ଲକ୍ଷ ୮୪ ହଜାର…
Read More...
Read More...