Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଶିକ୍ଷା
ନୀଳାଦ୍ରିବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଜ୍ଞାନ ବିଜ୍ଞାନ ମେଳା
ଭୁବନେଶ୍ବର - ନାଳାଦ୍ରିବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ବିଜ୍ଞାନ ଓ ଜ୍ଞାନ କୌଶଳ ବିଭାଗର ବରିଷ୍ଠ ବୈଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢୀ ମୁଖ୍ୟ ଅତିଥିଭାବେ ଯୋଗଦେଇ…
Read More...
Read More...
ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା
ନୂଆଦିଲ୍ଲୀ,୧୩ା୮: ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା ପ୍ରସ୍ତାବ ଉପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କାର୍ଯ୍ୟ କରୁଛି। ଏନ୍ଇଇଟି ଏବଂ ଜେଇଇ ବଦଳରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ଅଣ୍ଡରଗ୍ରାଜୁଏଟ୍…
Read More...
Read More...
ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ, ଜ୍ଞାନର ଅଭିବୃଦ୍ଧି ହେଲେ ସମାଜର ଉନ୍ନତି ଘଟିବ
ଭୁବନେଶ୍ୱର, - ପଣ୍ଡିତ ନୀଳକଣ୍ଠ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଏଲ କେ ଭୋଳାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ…
Read More...
Read More...
+୩ ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ବର : ରାଜ୍ୟର ଯୁକ୍ତ ୩ ଡିଗ୍ରୀ ମହାବିଦ୍ୟାଳୟ ଗୁଡିକରେ ୨୦୨୨-୨୦୨୩ ଶିକ୍ଷାବର୍ଷ ପାଇଁ ୟୁଜି ପାଠ୍ୟକ୍ରମରେ ନାମଲେଖା ଲାଗି ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ ଡିଗ୍ରୀ ପାଠ୍ୟକ୍ରମ ସମେତ ସମସ୍ତ ସେଲ୍ଫ ଫାଇନାନ୍ସିଂ(ଡିଗ୍ରୀ) ଓ ସଂସ୍କୃତ ଶାସ୍ତ୍ରୀ…
Read More...
Read More...
+୨ କଳା ପରୀକ୍ଷା ଫଳ ପ୍ରକାଶିତ
ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଯୁକ୍ତ ୨ କଳାରେ ଏଥର ପାସ୍ ହାର ୮୨.୧୦ ପ୍ରତିଶତ ରହିଛି । ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା ଦେଇଥିଲେ ।…
Read More...
Read More...
୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ
ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ । କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ସୋମବାର ଅପରାହ୍ଣ ୪ଟାରେ ପରୀକ୍ଷାଫଳ ପ୍ରକାଶ ପାଇବା ସହ ପରୀକ୍ଷାର୍ଥୀ ମାନେ ନିଜର ରେଜଲ୍ଟ ଦେଖିପାରିବେ । www.odisharesults.nic.inରେ…
Read More...
Read More...
ଡିଏଭି ଚନ୍ଦ୍ରଶେଖରପୁରର ୩୪ତମ ପ୍ରତିଷ୍ଠା ଦିବସ ସମାରୋହ
ଭୁବନେଶ୍ୱର, ୪/୮ କୌଣସି ସଫଳତା ସଂଯୋଗବଶତଃ ମିଳେ ନାହିଁ । ଆକସ୍ମିକ ଭାବରେ ଲବ୍ଧ ସାଫଲ୍ୟ କ୍ଷଣସ୍ଥାୟୀ । କଠିନ ପରିଶ୍ରମ ଓ ସାଧନା ଜରିଆରେ ମିଳିଥିବା ସଫଳତା ଦୀର୍ଘସ୍ଥାୟୀ ଓ ଫଳପ୍ରଦ
ହୋଇଥାଏ ବୋଲି ଡିଏଭି ପବ୍ଲିକ୍ ସ୍କୁଲ୍, ଚନ୍ଦ୍ରଶେଖରପୁରର ୩୪ତମ ପ୍ରତିଷ୍ଠା ଦିବସ ସମାରୋହରେ…
Read More...
Read More...
୧୦୦ଟି ସ୍କୁଲକୁ ଉନ୍ନତିକରଣ କରାଯିବ
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଶିକ୍ଷା ବର୍ଷରୁ ୧୦୦ଟି ହାଇସ୍କୁଲକୁ +୨କୁ ଉନ୍ନୀତ କରାଯିବ। ବିଶେଷ କରି ରାଜ୍ୟର ଯେଉଁ ସବୁ ବ୍ଲକରେ ଯୁକ୍ତ ଦୁଇ କଲେଜ୍ ନାହିଁ ସେହି ସବୁ ବ୍ଲକରେ ହାଇସ୍କୁଲ ଗୁଡ଼ିକୁ ଉନ୍ନୀତ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ…
Read More...
Read More...
ସିବିଏସଇ ପରୀକ୍ଷାରେ ଡୁନ୍ ଇଣ୍ଟରନ୍ୟାସନାଲ୍ ସ୍କୁଲର ସଫଳତା
ଭୁବନେଶ୍ୱର,- ସିବିଏସଇ ଦଶମ, ଦ୍ୱାଦଶ ଫଳ ପ୍ରକାଶ ପାଇଛି । ଏଥିରେ ଡୁନ ଇଣ୍ଟରନ୍ୟାସନାଲ ସ୍କୁଲ ଶତପ୍ରତିଶତ ସଫଳତା ହାସଲ କରିଛି । ଦ୍ୱାଦଶ ଓ ଦଶମ ଶ୍ରେଣୀରେ ସର୍ବମୋଟ ୪୮୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ସମସ୍ତେ କୃତକାର୍ଯ୍ୟ ହୋଇଛନ୍ତି । ଦ୍ୱାଦଶ ଶ୍ରେଣୀରେ ଅନୁଧ ମିଶ୍ର ଓ ଶ୍ରୀୟାସ…
Read More...
Read More...
ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ପରୀକ୍ଷା ଫଳ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.inଓ୍ବେବ୍ସାଇଟ ମାଧ୍ୟମରେ ଦେଖିପାରିବେ।
Read More...
Read More...