banner
Breaking
Browsing Category

ସାହିତ୍ୟ ଓ ସଂସ୍କୃତି

ଆଜି ପବିତ୍ର ଅକ୍ଷୟ ତୃତୀୟା , ରଥକାଠ ଅନୁକୂଳ

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ରଥଖଳାକୁ ଆଜ୍ଞାମାଳ ବିଜେ କରିବା ପରେ ୩ ଖଣ୍ଡ ଧଉରା କାଠରେ ରଥ ନିର୍ମାଣ ଅନୁକୂଳ କରାଯିବ । ଏହି ଅବସରରେ ତିନି ରଥର ମୁଖ୍ୟ ମହାରଣା, ଭୋଇ ସର୍ଦାରଙ୍କ ସମେତ, ମୁଖ୍ୟ କମାର, କରତୀ ଓ ରୂପକାର…
Read More...

ଜୟ ଜଗନ୍ନାଥ ପରିବାର ପକ୍ଷରୁ ତୁଳସୀ ଚାରା ଓ ପଣା ବଣ୍ଟନ

ଭୁବନେଶ୍ୱର ଜୟ ଜଗନ୍ନାଥ ପରିବାର ପକ୍ଷରୁ ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡିଆ ନବବର୍ଷ ଚନ୍ଦ୍ରଶେଖରପୁର ସ୍ଥିତ ହାଉସିଂବୋର୍ଡ ଛକ ଠାରେ ପାଳିତ ହୋଇଯାଇଛି । ପରିବାରର ପ୍ରତିଷ୍ଠାତା ଭଗବାନ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର…
Read More...

ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର : ଜଟଣୀ ଅନ୍ତର୍ଗତ କନ୍ତିଆ ଗ୍ରାମ ସ୍ଥିତ ଜଗନ୍ନାଥ ମନ୍ଦିରର ଷଷ୍ଠ ବାର୍ଷିକ ପ୍ରତିଷ୍ଠା ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ମନ୍ଦିର ପରିଚାଳନା ସମିତି ଦ୍ୱାରା ଆୟୋଜିତ ଏହି ବର୍ଣ୍ଣାଢ୍ୟ ଉତ୍ସବରେ ବିଶିଷ୍ଟ ଅତିଥି ମାନଙ୍କ ମଧ୍ୟରେ ହୃଦୟ କୃଷ୍ଣ ସାମନ୍ତରାୟ, ହେମନ୍ତ…
Read More...

ମହାପ୍ରଭୁଙ୍କ ପଖାଳ ଭୋଗ

ପୁରୀ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ ମହାପ୍ରଭୁଙ୍କ ଶୟନ ପୂର୍ବରୁ ବଡ଼ସିଂହାର ବେଶରେ…
Read More...

ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍‌ ହେବ – ମୁଖ୍ୟମନ୍ତ୍ରୀ

ପୁରୀ : ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ…
Read More...

ତିନି ଘଣ୍ଟା ବିଳମ୍ବରେ ଉଠିଲା ମହାଦୀପ

ଭୁବନେଶ୍ୱର: ପ୍ରାୟ ୩ ଘଣ୍ଟା ବିଳମ୍ବରେ ରାତି ୧ ଟା ୦୮ ମିନିଟରେ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିଛି। ମହାଦୀପ ଦର୍ଶନ ପରେ ବ୍ରତାଧାରୀମାନେ ନିଜ ବ୍ରତ ସମାପନ କରିଛନ୍ତି। ଆଜି ମହାଦୀପ ଉଠିବା ବେଳେ ଭକ୍ତଙ୍କ ହୁଳହୁଳି ଏବଂ ହର ହର ମହାଦେବ ଧ୍ୱନରି ପ୍ରକମ୍ପିତ ହୋଇ ଉଠିଥିଲା ଗଗନ-ପବନ।…
Read More...

ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ…
Read More...

ଆଜି ପବିତ୍ର ମାଘ ପୁର୍ଣିମା

ଭୁବନେଶ୍ବର: ଆଜି ପବିତ୍ର ମାଘ ମାସ ପୂର୍ଣ୍ଣିମା ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜ ଉଦ୍ଧାରଣ ବେଶ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବ।…
Read More...

ବିଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ,୨୮ା୧: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଅସୁସ୍ଥ ଥିବାରୁ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ତେବେ ଆଜି ମଧ୍ୟାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ଶେଷ ଦର୍ଶନ ଲାଗି…
Read More...

ପାଲା ବଞ୍ଚିଲେ ହିଁ ଭାଷା ବଞ୍ଚିବ – ପ୍ରଦ୍ୟୁମ୍ନ ଶତପଥୀ

ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦର ୪୫ ତମ ବାର୍ଷିକୋତ୍ସବ ପଦ୍ମଶ୍ରୀ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ, ଅରିଲୋ, ଜଗତସିଂହପୁର ପରିସରରେ ବାବା ବଳିଆଙ୍କ ଦ୍ଵାରା ଗତକାଲି ସନ୍ଧ୍ୟାରେ ଶୁଭ ଉଦଘାଟିତ ହୋଇଥିଲା । ସଭାପତି ଶ୍ରୀଯୁକ୍ତ ମଦନମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...