banner
Breaking
Browsing Category

ସାହିତ୍ୟ ଓ ସଂସ୍କୃତି

ମହାପ୍ରଭୁଙ୍କ ପଖାଳ ଭୋଗ

ପୁରୀ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ ମହାପ୍ରଭୁଙ୍କ ଶୟନ ପୂର୍ବରୁ ବଡ଼ସିଂହାର ବେଶରେ…
Read More...

ଗୋପବନ୍ଧୁ ଥିଲେ ଯୁଗପୁରୁଷ, ତାଙ୍କ ସ୍ମୃତି ରକ୍ଷା ପାଇଁ ଯେତେ ଯାହା କଲେ ବି କମ୍‌ ହେବ – ମୁଖ୍ୟମନ୍ତ୍ରୀ

ପୁରୀ : ଉତ୍କଳମଣିଙ୍କ ଜନ୍ମପୀଠ ସୁଆଣ୍ଡୋର ହୋଇଛି କାୟାକଳ୍ପ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁଆଣ୍ଡୋରେ ପଣ୍ଡିତ ଗୋପବନ୍ଧୁଙ୍କ ରୂପାନ୍ତରିତ ଜନ୍ମପୀଠକୁ ଲୋକାର୍ପିତ କରିଛନ୍ତି । ଗୋପବନ୍ଧୁଙ୍କ ଏକ ୧୫ ଫୁଟ ଉଚ୍ଚ ପୂର୍ଣ୍ଣ ଅବୟେବ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବା ସହିତ ବିକଶିତ…
Read More...

ତିନି ଘଣ୍ଟା ବିଳମ୍ବରେ ଉଠିଲା ମହାଦୀପ

ଭୁବନେଶ୍ୱର: ପ୍ରାୟ ୩ ଘଣ୍ଟା ବିଳମ୍ବରେ ରାତି ୧ ଟା ୦୮ ମିନିଟରେ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ ଉଠିଛି। ମହାଦୀପ ଦର୍ଶନ ପରେ ବ୍ରତାଧାରୀମାନେ ନିଜ ବ୍ରତ ସମାପନ କରିଛନ୍ତି। ଆଜି ମହାଦୀପ ଉଠିବା ବେଳେ ଭକ୍ତଙ୍କ ହୁଳହୁଳି ଏବଂ ହର ହର ମହାଦେବ ଧ୍ୱନରି ପ୍ରକମ୍ପିତ ହୋଇ ଉଠିଥିଲା ଗଗନ-ପବନ।…
Read More...

ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ…
Read More...

ଆଜି ପବିତ୍ର ମାଘ ପୁର୍ଣିମା

ଭୁବନେଶ୍ବର: ଆଜି ପବିତ୍ର ମାଘ ମାସ ପୂର୍ଣ୍ଣିମା ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜ ଉଦ୍ଧାରଣ ବେଶ ହେବ। ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ଏହି ବେଶ ଅନୁଷ୍ଠିତ ହେବ। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ସମ୍ପନ୍ନ ହେବ।…
Read More...

ବିଶିଷ୍ଟ ସାହିତ୍ୟିକ ହୁସେନ ରବି ଗାନ୍ଧୀଙ୍କ ପରଲୋକ

କଟକ,୨୮ା୧: ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଶନିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଅସୁସ୍ଥ ଥିବାରୁ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଥିଲେ। ତେବେ ଆଜି ମଧ୍ୟାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ତାଙ୍କର ଶେଷ ଦର୍ଶନ ଲାଗି…
Read More...

ପାଲା ବଞ୍ଚିଲେ ହିଁ ଭାଷା ବଞ୍ଚିବ – ପ୍ରଦ୍ୟୁମ୍ନ ଶତପଥୀ

ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦର ୪୫ ତମ ବାର୍ଷିକୋତ୍ସବ ପଦ୍ମଶ୍ରୀ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ, ଅରିଲୋ, ଜଗତସିଂହପୁର ପରିସରରେ ବାବା ବଳିଆଙ୍କ ଦ୍ଵାରା ଗତକାଲି ସନ୍ଧ୍ୟାରେ ଶୁଭ ଉଦଘାଟିତ ହୋଇଥିଲା । ସଭାପତି ଶ୍ରୀଯୁକ୍ତ ମଦନମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ମହାବୀର ମନ୍ଦିରର ଉନବିଂଶତମ ପ୍ରତିଷ୍ଠା ଉତ୍ସବ

ଭୁବନେଶ୍ୱର ; ନୀଳାଦ୍ରି ବିହାର ସେକ୍ଟର ଦୁଇ ସ୍ଥିତ ମହାବୀର ମନ୍ଦିରର ଉନବିଂଶତମ ପ୍ରତିଷ୍ଠା ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଦୁଇ ଦିନ ଧରି ଚାଲିଥିବା ଏହି ଧାର୍ମିକ ଉତ୍ସବରେ ଶୁକ୍ରବାର ସନ୍ଧ୍ୟାରେ କଳସ ଯାତ୍ରା ଅନୁଷ୍ଠିତ ହୋଇ ଘଟ ସ୍ଥାପନ କରାଯାଇଥିଲା । ଶନିବାର…
Read More...

ଆଜି ପବିତ୍ର ମକର ସଂକ୍ରାନ୍ତି

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଛି । ବଡଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି କରାଯାଇଛି । ମହାପ୍ରଭୁଙ୍କ ମକର ଚୌରାଶି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ସକାଳୁ ସକାଳୁ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଏଥି ନେଇ…
Read More...

ବଟକୃଷ୍ଣ ପଣ୍ଡାଙ୍କ ଆଧ୍ୟାତ୍ମିକ କବିତା ସଂକଳନ ନିର୍ମାଲ୍ୟ କଣିକା ଉନ୍ମୋଚିତ

ଭୁବନେଶ୍ୱର - ନୀଳାଦ୍ରି ବିହାର ଠାରେ ପ୍ରତିବର୍ଷ ଭଳି ଶ୍ରୀମଦ୍ ଭାଗବତ ପାରାୟଣ କମିଟି ଦ୍ଵାରା ସ୍ଥାନୀୟ ଦୂର୍ଗାପୂଜା ମଣ୍ଡପ ଠାରେ ଏକାଦଶ ବର୍ଷର ପ୍ରବଚନ କାର୍ଯ୍ୟକ୍ରମ ଅବସରରେ କବି, ଲେଖକ, ସଂଗଠକ ତଥା ସମାଜସେବୀ ବଟକୃଷ୍ଣ ପଣ୍ଡାଙ୍କ ଦ୍ଵାରା ରଚିତ ଆଧ୍ୟାତ୍ମିକ କବିତା ସଂକଳନ ନିର୍ମାଲ୍ୟ…
Read More...