banner
Breaking
Browsing Category

ସାହିତ୍ୟ ଓ ସଂସ୍କୃତି

ପୁରୀ ବଡ଼ଦାଣ୍ଡରେ ଦୋକାନ ଦୁଇଦିନ ବନ୍ଦ ରହିବ

ପୁରୀ,୩୦।୧୨: ଶନିବାର ଓ ନୂଆବର୍ଷ ରବିବାର ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଏ ନେଇ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରାଯାଇଛି। ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ…
Read More...

ଡ଼ ଗୀତାଞ୍ଜଳୀ ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ…
Read More...

ଶିଶୁ ପ୍ରତିଭା ବିକଶିତ ହେଲେ ଓଡିଶାର କଳା ସଂସ୍କୃତି ଆହୁରି ଆଗକୁ ବଢିବ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ନିଗ୍ଧା ଏକାଡେମୀର ବିଂଶତମ ବାର୍ଷିକ ଉତ୍ସବ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଉମାବଲ୍ଲବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବର୍ଣ୍ଣାଢ୍ୟ ଉତ୍ସବରେ ଉଦଘାଟକ…
Read More...

ସଫଳ କଳାକାର ପାଇଁ ଗୁରୁଭକ୍ତି ଓ ନିଷ୍ଠା ଆବଶ୍ୟକ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ନୃତ୍ୟ ଭିିତ୍ତିକ ଅନୁଷ୍ଠାନ ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ ଜାଭିୟର ଛକ ସ୍ଥିତ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ…
Read More...

ବଳରାମ ତରାଇଙ୍କୁ ସାହିତ୍ୟରତ୍ନ ସମ୍ମାନ

ଭୁବନେଶ୍ୱର ; ବ୍ୟାସକବି ସାହିତ୍ୟ ସଂସଦ ଆନୁକୂଲ୍ୟରେ ଘଡାଇ ଆବାସିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ସାରସତ୍ୱ ଯୁବ ମହୋତ୍ସବ, ଶିଶୁ ପତ୍ରିକା ବ୍ୟାସକଳିକା, ଯୁବ କବି ଯତିନ୍ଦ୍ର ସ୍ୱାଇଁଙ୍କ କବିତା ସଙ୍କଳନ ବିଶ୍ୱବିଜୟିନୀ ଲୋକାର୍ପଣ, ସମ୍ବର୍ଦ୍ଧନା ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ…
Read More...

ଭୁବନେଶ୍ୱର ବାଲିଯାତ୍ରାରେ ମାଗଣାରେ ମିଳୁଛି ବିଭିନ୍ନ ବସ୍ତ୍ର

ଭୁବନେଶ୍ୱର : ଭୁନନେଶ୍ୱର ବାଲିଯାତ୍ରାରେ ଏକ ଷ୍ଟଲ ଲାଗିଛି ଯେଉଁ ଠାରେ ଶିଶୁ ମାନଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ନୂତନ ଓ ପୂରାତନ ପୋଷାକ ଓ ଶାଢି ମାଗଣାରେ ମିଳୁଛି । ଷ୍ଟଲ ଟିରେ ଲେଖା ଯାଇଛି ବଳକା ଥିଲେ ଦେଇ ଯାଆନ୍ତୁ, ଆବଶ୍ୟକ ଥିଲେ ନେଇ ଯାଆନ୍ତୁ । ପସଖା…
Read More...

ଚନ୍ଦ୍ରଶେଖରପୁର ବୋଇତ ବନ୍ଦାଣ ଉତ୍ସବ, ୧୦ ଜଣଙ୍କୁ ସୁରକ୍ଷା ଗୈାରବ ସମ୍ମାନ’

ଭୁବନେଶ୍ୱର : ରାଜଧାନୀର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ସୁରକ୍ଷା ପକ୍ଷରୁ ଗତକାଲି ସନ୍ଧ୍ୟାରେ ଚନ୍ଦ୍ରଶେଖରପୁର ବୋଇତ ବନ୍ଦାଣ ଉତ୍ସବ’ ଆନୁଷ୍ଠାନିକ ଭାବେ ସ୍ଥାନୀୟ ଲୁମ୍ବିନୀ ବିହାରସ୍ଥିତ ପ୍ରୋଜେକ୍ଟ ୱାଟର ପରିସରରେ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉତ୍ତର…
Read More...

ମା ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ

ଭୁବନେଶ୍ୱର : ନୀଳାଦ୍ରି ବିହାର ସେକ୍ଟର ଏକ ସ୍ଥିତ ମା ତାରିଣୀ ମନ୍ଦିରର ୧୩ ତମ ବାର୍ଷିକ ଉତ୍ସବ ମୋହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଏକ ଦିନାତ୍ମକ ଧାର୍ମିକ ଉତ୍ସବରେ ସକାଳ ସମୟରେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ପରେ ଯଥା ବିଧି ଓ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପୂର୍ବକ…
Read More...

ମା ଦକ୍ଷିଣ କାଳୀ ମନ୍ଦିରରେ କାଳୀ ପୂଜା ଓ ଦୀପାବଳି ଉତ୍ସବ

ଭୁବନେଶ୍ୱର ; ଚନ୍ଦ୍ରଶେଖରପୁର ପ୍ରେସ୍ କଲୋନୀ ସ୍ଥିତ ମା ଦକ୍ଷିଣ କାଳୀ ମନ୍ଦିରରେ ମା କାଳୀଙ୍କ ପୂଜା ଆରମ୍ଭ ହେବା ସହ ଦୀପାବଳି ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ରବିବାର ରାତିରେ ଅଙ୍କୁରାରୋପଣ ହୋଇ ସୋମବାର ସକାଳେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ମନ୍ଦିରର ସମ୍ପାଦକ ଜନକର ସାହୁଙ୍କ…
Read More...

ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଦ୍ୟାଳୟର ୨୮ ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର ; ମଞ୍ଚେଶ୍ବର ଆଦିମାତା କଲୋନୀ ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ୨୮ ତମ ବାର୍ଷିକ ଉତ୍ସବ ଆଶ୍ରମ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ କହିଥିଲେ ସତ୍ କର୍ମ ବଳରେ ମଣିଷ…
Read More...