banner
Breaking
Browsing Category

ସାହିତ୍ୟ ଓ ସଂସ୍କୃତି

ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ…
Read More...

ନିଲାମ ହେଲା ମରୀଚ କୁଣ୍ଡ ପାଣି

ଭୁବନେଶ୍ୱର,୯।୪(ବ୍ୟୁରୋ) : ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରା ପାଣିକୁ ଭୁବନେଶ୍ୱର ୟୁନିଟ-୫…
Read More...

୯ରେ ଶ୍ରୀଲିଙ୍ଗରାଜଙ୍କ ରଥଯାତ୍ରା

ଭୁବନେଶ୍ୱର,୬ା୪ (ଡି.ଏନ୍‌.ଏ.): ଆସନ୍ତା ୯ତାରିଖ ଶନିବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସଂଗ୍ରାମ କେଶରୀ…
Read More...

ସ୍ବାଭିମାନ ଓ ସାର୍ବଭୌମତ୍ବକୁ ନେଇ ସାହିତ୍ୟିକମାନେ ଲେଖନୀ ଚାଳନା କରିବା ଆବଶ୍ୟକ

ଭୁବନେଶ୍ବର,୩/୧- କୋଣାର୍କ ଓଡିଶା ପରିବାରର ୭ମ ବାର୍ଷିକ ସାହିତ୍ୟ ଉତ୍ସବ ଓ କବିତା ଆସର ଗୀତଗୋବିନ୍ଦ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ପରିବାରର ସଭାପତି କପିଳେଶ୍ବର ଖମାରୀଙ୍କ ଅଧ୍ୟକ୍ଷତା ଓ ସମ୍ପାଦକ ବିଚିତ୍ର ମହାପାତ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ…
Read More...

ଆଜି ମହା ଶିବରାତ୍ରି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର ଖୋଲିଛି। ୩.୩୦ରେ ମଙ୍ଗଳା ଆଳତି ପରେ ଆରମ୍ଭ ହୋଇଛି ଅବକାଶ ନୀତି । ୫ଟାରୁ ସାହଣ ମେଳା ଦର୍ଶନ ବା ସାଧାରଣ…
Read More...

୧ରେ ମହାଶିବରାତ୍ରି, ରାତି ୧୦ ଟାରେ ଉଠିବ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି ଅନୁଯାୟୀ, ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ଏଥିସହିତ…
Read More...

୧୨ ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଡବଲ୍‌ ଡୋଜ୍‌ ଟିକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିରରେ…
Read More...

ଆଜି କରୋନା କଟକଣାରେ ବିରାଜିବେ ମା ସରସ୍ଵତୀ

ଭୁବନେଶ୍ୱର,୫/୨(ବ୍ୟୁରୋ): ଆଜି ମାଘମାସ ଶୁକ୍ଳ ପକ୍ଷ ବସନ୍ତ ପଞ୍ଚମୀ । ଏହି ଅବସରରେ ଧରାବତରଣ କରିଛନ୍ତି ବାଗଦେବୀ ମା’ ସରସ୍ବତୀ । ମା’ ସରସ୍ବତୀଙ୍କୁ ବିଦ୍ୟାଦାୟିନୀ ବୋଲି କୁହାଯାଏ । ଏଥିଲାଗି ମା’ଙ୍କ ଆରାଧନା କରିଥାନ୍ତି ଶିକ୍ଷାର୍ଥି । ଖାଲି ବିଦ୍ୟାଦାୟିନୀ ନୁହେଁ ମା’ଙ୍କୁ ଶାରଦା,…
Read More...

ଆଜି ପୌଷ ପୂର୍ଣ୍ଣିମା

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ପାଳିତ ହେବ । ରୀତିନୀତି ଅନୁଯାୟୀ ମହାପ୍ରଭୁଙ୍କ ସମସ୍ତ ନୀତି ସମ୍ପନ୍ନ କରାଯିବ । ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ନୀତି ସମ୍ପନ୍ନ କରାଯିବ । ଏହି ଅବସରରେ ପୁରୀ ବେଳାଭୂମିରେ ସମୁଦ୍ର ଆଳତୀ ମହୋତ୍ସବ ଅନୁଷ୍ଠିତ ହେବ…
Read More...

ଏଥର ଫିକା ପଡିଲା ମକର

ଭୁବନେଶ୍ୱର,୧୪ା୧(ବ୍ୟୁରୋ): ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ପାଇଁ ଏଥର ଫିକା ପଡ଼ିଛି ମକର ଉତ୍ସବ। କରୋନା ସଂକ୍ରମଣ ବଢ଼ି ଚାଲିଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ପର୍ବପର୍ବାଣି ପାଳନ ଉପରେ କଟକଣା ଜାରି କରାଯାଇଛି। ଏଥିରେ ମେଳାକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି ।…
Read More...