
Breaking
Browsing Category
ଅପରାଧ
ପୁଣି ଜଣେ ତାନ୍ତ୍ରିକ ଗିରଫ
କଟକ : ତାନ୍ତ୍ରିକ ସାଜି ମହିଳାଙ୍କଠାରୁ ୬୨ ଲକ୍ଷ ଟଙ୍କା ଠକି ନେଇଥିବା ଜଣେ ଯୁବକଙ୍କୁ ମଙ୍ଗଳାବାଗ ପୋଲିସ ଶୁକ୍ରବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେଶରପୁର ଅଞ୍ଚଳର ମୌଲାନା କୈଫି ଖାନ୍(୨୭)। ତାଙ୍କ ନିକଟରୁ ନଗଦ ୨,୭୬,୪୧୦ ଟଙ୍କା, ୨ଟି ଦାମୀ କାର୍, ୭୦ ଦାମୀ ମୋବାଇଲ…
Read More...
Read More...
କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିପାରିବ ନାହିଁ
ନୂଆଦିଲ୍ଲୀ,୨୭ା୪: ଏକ ତଦନ୍ତକାରୀ ସଂସ୍ଥା କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସିଆର୍ପିସି ଧାରା ୧୬୭ ଅନୁସାରେ ତଦନ୍ତକାରୀ ସଂସ୍ଥା ରିମାଣ୍ଡର ୬୦ ଦିନ ମଧ୍ୟରେ ଚାର୍ଜଶିଟ୍…
Read More...
Read More...
ଭୂତ ବାବା ଗିରଫ
ଖୋର୍ଦ୍ଧା : ନିଜକୁ ଭୂତ ସଂଘର ସଭାପତି କହୁଥିବା ବିପିନ କୁମାର ରାଉତରାୟ ବୁଧବାର ଗିରଫ ହୋଇଛନ୍ତି। ଏକ ଓ୍ବାରେଣ୍ଟ ବଳରେ ଖୋର୍ଦ୍ଧା ସଦର ଥାନା ପୋଲିସ ନନ୍ଦପୁରରୁ ତାଙ୍କୁ ଗିରଫ କରିଛି। ଜାମିନ ନାମଞ୍ଜୁର ପରେ ତାଙ୍କୁ ଜେଲକୁ ପଠାଇ ଦିଆଯାଇଛି। ୨୦୧୩ ମସିହାର ଏକ କେସ୍ରେ ତାଙ୍କ ନଁାରେ…
Read More...
Read More...
ଗୋଲ୍ଡେନ ବାବା କାର ଜବତ କଲା ଇଡି
ଭୁବନେଶ୍ୱର : ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ଏକ ଦାମୀ କାର୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ବୁଧବାର ଜବତ କରିଛି। ଓଡି୦୫ଏଲ୍୧୦୦୦ ନମ୍ବର ବିଶିଷ୍ଟ ଏହି କାର୍ଟି ଭୁବନେଶ୍ୱର ସିଆର୍ପି ଛକ ନିକଟରେ ପାର୍କିଂ ହୋଇଥିବା ବେଳେ ସାରେ…
Read More...
Read More...
ନକଲି ପୋଲିସ ଗିରଫ
ଭୁବନେଶ୍ୱର :କମିଶନରେଟ ପୋଲିସ ଏକ ୯ ଜଣିଆ ନକଲି ପୋଲିସ ଗ୍ୟାଙ୍ଗକୁ ଧରିଛି। ତେଲ ଟ୍ୟାଙ୍କର ସହ ଡ୍ରାଇଭର ଓ ହେଲ୍ପରଙ୍କୁ ଅପହରଣ କରି ନିସ୍ତୁକ ମାଡ଼ ମାରିବା ଏବଂ ମୁଣ୍ଡ ଜାମିନ ରଖି ମାଲିକଙ୍କଠାରୁ ୪ ଲକ୍ଷ ଟଙ୍କା ନେବା ମାମଲାରେ ଗିରଫ ହୋଇଛନ୍ତି। ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା…
Read More...
Read More...
ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ
ସୁରଟ,୨୩।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚୋର କହିବା ଅଭିଯୋଗରେ ସୁରଟ କୋର୍ଟ ଗୁରୁବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ୨୦୧୯ର ଅଟେ। ସାଧାରଣ ନିର୍ବାଚନ ପୂର୍ବରୁ କର୍ନାଟକର କୋଲାର ଠାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ରାହୁଲ ଗାନ୍ଧୀ…
Read More...
Read More...
ରାଜ୍ୟରେ ବଢୁଛି ଅପରାଧ
ଭୁବନେଶ୍ୱର,୨୧ା୩(ବ୍ୟୁରୋ):ରାଜ୍ୟରେ ଅପରାଧ ବଢ଼ି ଚାଲିଛି। ଏକଥା ଖୋଦ୍ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସୋମବାର ୨୦୨୨ ବର୍ଷ ପାଇଁ ପ୍ରକାଶିତ ଶ୍ୱେତପତ୍ରରେ ଉଲ୍ଲେଖ ରହିଛି। ୨୦୨୧ରେ ରାଜ୍ୟରେ ୧,୫୫, ୪୨୦ ଆପରାଧିକ ମାମଲା ରୁଜୁ ହୋଇଥିବାବେଳେ ୨୦୨୨ରେ ୧ଲକ୍ଷ ୭୮ ହଜାର ୧୯୦ଟି ଧର୍ତ୍ତବ୍ୟ ଅପରାଧ…
Read More...
Read More...
ସଲମାନ୍ ଖାନଙ୍କୁ ଧମକ
ମୁମ୍ବାଇ : ବଲିଉଡର ଦବଙ୍ଗ ଷ୍ଟାର ସଲମାନ ଖାନଙ୍କୁ ଏକ ଧମକପୂର୍ଣ୍ଣ ଇମେଲ ମିଳିଛି। ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରଙ୍କ ସହ କଥା ହେବାକୁ ଇମେଲରେ ଜରିଆରେ ସଲମାନଙ୍କୁ କୁହାଯାଇଛି। ଏହି ଇମେଲଟି ୧୮ ମାର୍ଚ୍ଚରେ ଆସିଥିଲା। ସଲମାନଙ୍କ ମ୍ୟାନେଜର ପ୍ରଶାନ୍ତ ଗୁଞ୍ଜଲକରଙ୍କ ଅଭିଯୋଗ କ୍ରମେ ମୁମ୍ବାଇ…
Read More...
Read More...
ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି: ଏସ୍ ପି
ଭୁବନେଶ୍ୱର, ୭।୩(ବ୍ୟୁରୋ): ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଏସ୍ପି ବି. ଗଙ୍ଗାଧର। ସେ କହିଛନ୍ତି, ଚିନ୍ମୟୀଙ୍କୁ ହତ୍ୟା କରାଯାଇନାହିଁ, ପାଣିରେ ବୁଡି ଚିନ୍ମୟୀଙ୍କ ମୃତ୍ୟୁ ଘଟିଛି। ହେଲେ କେମିତି ଓ କେଉଁ ପରିସ୍ଥିତିରେ…
Read More...
Read More...
ଭୁବନେଶ୍ବରରୁ଼ ଜବତ ହେଲା ହାତୀ ଦାନ୍ତ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱରରେ ହାତୀଦାନ୍ତ ର଼୍ୟାକେଟ ଧରାପଡିଛି। ସୈନିକ ସ୍କୁଲ ଛକ ନିକଟରେ ଡିଲ୍ବେଳେ ମୈତ୍ରୀବିହାର ଥାନା ପୋଲିସ ରବିବାର ସାରେ ଚଢ଼ାଉ କରି ୨ ବନ୍ୟଜନ୍ତୁ ଚାଲାଣକାରୀଙ୍କୁ ଧରିଛି। ସେମାନଙ୍କଠୁ ପ୍ରାୟ ୩ କେଜି ଓଜନର ଏକ ହାତୀ ଦାନ୍ତ ଜବତ କରାଯାଇଛି।…
Read More...
Read More...