Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଅପରାଧ
ଭିଜିଲାନ୍ସ ଜାଲରେ କୋଟିପତି ପୁଲିସ ବାବୁ
ଭୁବନେଶ୍ୱର,୧୫।୨(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ପୋଲିସ ବାବୁ। ମଙ୍ଗଳବାର ଏକକାଳୀନ ୧୧ଟି ସ୍ଥାନରେ ଚଢ଼ାଉ କରାଯିବା ପରେ ଫିଟିବାରେ ଲାଗିଛି ସମ୍ପତ୍ତି ତାଲିକା। ଘରୁ ନଗଦ ଟଙ୍କା ସହ ଜବତ ହୋଇଛି ଅନେକ ଦାମୀ କାର୍, ବାଇକ୍। ସରକାରୀ ଚାକିରିରେ ଥାଇ ସେ ତିନୋଟି ଅନ୍ୟ…
Read More...
Read More...
ଦୁର୍ନୀତିଗ୍ରସ୍ତ ୫ ଅଧିକାରୀଙ୍କ ବିଦା ହେଲେ
ଭୁବନେଶ୍ୱର,୮।୨(ବ୍ୟୁରୋ): ଜନପ୍ରିୟ ମୁଖ୍ୟମନ୍ତ୍ରୀ ସବୁବେଳେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇ ଆସିଛନ୍ତି।
ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା…
Read More...
Read More...
ଭିଜିଲାନ୍ସ ଜାଲରେ ନରସିଂହପୁର ଆଇଆଇସି
ନରସିଂହପୁର,୭ା୨(ବ୍ୟୁରୋ): ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି କଟକ ଜିଲା ନରସିଂହପୁର ଥାନା ଆଇଆଇସି ଅଲେଖ ଗରଡିଆ। ସେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡ଼ିଥିଲେ। ତେବେ ଆଇଆଇସିଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଅଧିକ ଖୋଳତାଡ଼ ଚାଲିଛି। ଏଥିରେ…
Read More...
Read More...
ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ସାମ୍ବାଦିକଙ୍କ ମୃତ୍ୟୁ
କଳାହାଣ୍ଡି,୫/୨(ବ୍ୟୁରୋ) କଳାହାଣ୍ଡି ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ମାଓବାଦୀ ବିଛାଇ ଥିବା ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ମୃତ ସାମ୍ବାଦିକ ହେଲେ ରୋହିତ ବିଶ୍ବାଳ । ତାଙ୍କ ଘର ମଦନପୁର ରାମପୁର ଥାନା ଅନ୍ତର୍ଗତ ମୋହନଗିରିରେ।
ସୂଚନାଯୋଗ୍ୟ…
Read More...
Read More...
ଅଜଣା ଲୋକଙ୍କୁ ଲିପ୍ଟ ନ ମାଗିବା ପାଇଁ ଡିସିପିଙ୍କ ଅପିଲ
ଭୁବନେଶ୍ୱର,୪।୨(ବ୍ୟୁରୋ):ରାଜଧାନୀ ଭୁବନେଶ୍ବରରୁ ଲିଫ୍ଟ ବାହାନାରେ ନିଶା ଦେଇ ଲୁଟ୍ ମାମଲାରେ ଡିସିପି ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି। ମମାଲାକୁ ଗମ୍ଭୀରତାର ଶହ ତଦନ୍ତ ଆରମ୍ଭ କରାଯାଇଛି ବୋଲି ସେ କହିଛନ୍ତି । ଭୁବନେଶ୍ବର ଡିସିପି ଉମାଶଙ୍କର ଦାସ କହିଛନ୍ତି, ସହୀଦ ନଗର ଥାନା…
Read More...
Read More...
ଖୋର୍ଦ୍ଧା ନୟାଗଡ଼ ରାସ୍ତାରେ ବ୍ଲାକ ପଲସର ଆତଙ୍କ
ଖୋର୍ଦ୍ଧା ,୩/୨: ଖୋର୍ଦ୍ଧା-ନୟାଗଡ଼ ୫୭ନମ୍ବର ଜାତୀୟ ରାଜପଥରେ ବ୍ଲାକ୍ ପଲସର ଆତଙ୍କ। ବୁଧବାର ଅପରାହ୍ନରେ ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ବାମଡିହ ଛକରେ ୪ଜଣ ଦୁର୍ବୃତ୍ତ ୨ରାଉଣ୍ଡ ଫାଙ୍କା ଗୁଳି ଚଳାଇ ଦୁଇଜଣ କମ୍ପାନୀ କର୍ମଚାରୀଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟି ଫେରାର…
Read More...
Read More...
ପ୍ରେମ, ପ୍ରତାରଣା ପାଇଁ ତାଲିଗଲା ଜୀବନ
ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ ନେଇଗଲା। ସୋମବାର ଇନ୍ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମୃତ ମଡେଲ ହେଲେ ସୌମ୍ୟରଞ୍ଜନ ପାଣିଗ୍ରାହୀ(୩୧)। ସେ ରହୁଥିବା ଘରୁ ତାଙ୍କର ଝୁଲନ୍ତା ମୃତଦେହକୁ ପୋଲିସ…
Read More...
Read More...
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଅନୁଗୁଳ ୩୧।୧ : କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଳଚେର ବ୍ଲକର କନିଷ୍ଠ ଯନ୍ତ୍ରୀ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ୪ ଟି ଟିମ ଏକକାଳୀନ ୪ଟି ସ୍ଥାନରେ ଚଢାଉ କରିଛନ୍ତି ବୋଲି…
Read More...
Read More...
ସରପଞ୍ଚ ପ୍ରାର୍ଥୀଙ୍କ ବାଡିପଟେ ଫୁଟିଲା ବୋମା
ପୁରୀ ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ ମନ୍ଦିର ନିକଟସ୍ଥ ସରପଞ୍ଚ…
Read More...
Read More...
ଲୁଟେରା ଗ୍ୟାଙ୍ଗ ଗିରଫ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜଧାନୀର ବିଭିନ୍ନ ଔଷଧ ଦୋକାନରୁ ଅଭିନବ ଉପାୟରେ ଟଙ୍କା ଲୁଟ୍ କରୁଥିବା ପଶ୍ଚିମବଙ୍ଗର ଲୁଟେରା ଗ୍ୟାଙ୍ଗକୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଗୁରୁବାର କଟକରୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଶ୍ଚିମବଙ୍ଗ ନଦିଆ ଜିଲା ରାଣାଘାଟ ଥାନା ଅଞ୍ଚଳର…
Read More...
Read More...