banner
Breaking
Browsing Category

ଅପରାଧ

ଭୁବନେଶ୍ୱରରେ ବଡ ଧରଣର ଡକାୟତି, ଲୁଟିନେଲେ କୋଟିଏ

ଭୁବନେଶ୍ୱର : ଭୁବନେଶ୍ୱର ଡ଼େଲଟା ଛକରେ ଥିବା ସୁନା ଦୋକାନରୁ ବଡ଼ ଧରଣର ଲୁଟ୍ । ଲକ୍ଷ୍ମୀ ନାରାୟଣ ନାମକ ଗହଣା ଦୋକାନରୁ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । କୋଟିଏରୁ ଅଧିକ ଟଙ୍କାର ସୁନା ଓ ରୁପା ଗହଣା ଲୁଟ୍ ହୋଇଛି । ଚୋରୀ ସାମଗ୍ରୀ ମଧ୍ୟରେ ରହିଛି ୧ କେଜି ସୁନା, ୧୦କେଜି ରୁପା…
Read More...

ଭୁବନେଶ୍ବରୀ ମନ୍ଦିରରୁ ଚୋରି

ସମ୍ବଲପୁର,୫/୧୨(ବ୍ୟୁରୋ): ସମ୍ବଲପୁରରେ ଆଇନ ଶୃଙ୍ଖଳା ସମ୍ପୁର୍ଣ୍ଣ ଭୂଷୁଡି ପଡିଥିବାରୁ ନିୟମିତ ଚୋରି, ରାହାଜାନି, ଗୋଷ୍ଠୀ ସଂଘର୍ଷ, ଲୁଟ ଆଦି ଅପରାଧିକ ଘଟଣା ଅହେତୁକ ଭାବରେ ବୃଦ୍ଧି ପାଇଛି। ଅତ୍ୟନ୍ତ ସୁରକ୍ଷିତ ମଣା ଯାଉଥିବା ତଥା ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଡିଆଇଜି ଙ୍କ କାର୍ଯ୍ୟାଳୟ…
Read More...

ମମିତା ମେହେର ହତ୍ୟା ଘଟଣାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି। ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ…
Read More...

ବାଇକ୍ ଗ୍ୟାଙ୍ଗ ଠାବ, ୩୫ ବାଇକ୍ ଜବତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରାଜଧାନୀ ଓ ଉପକଣ୍ଠ ଅଞ୍ଚଳରେ ବାଇକ୍‌ ଚୋରି କରୁଥିବା ଏକ ଗ୍ୟାଙ୍ଗକୁ କମିଶନରେଟ ପୋଲିସ କାବୁ କରିଛି। ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଦା ଜିଲା ସଦର ଥାନା…
Read More...

ପୁଣି ହନି ଟ୍ରାପରେ ଯବାନ

ପାଟନା : ପାଟନାରେ ଜଣେ ଭାରତୀୟ ସେନା ଯବାନଙ୍କୁ ହନିଟ୍ରାପ୍‌ ଅଭିଯୋଗରେ ଗିରଫ କରାଯାଇଛି। ତାଙ୍କୁ ରାଜଧାନୀର ଖାଗଲ ପୋଲିସ ଷ୍ଟେଶନ ଅଞ୍ଚଳରୁ ଗିରଫ କରାଯାଇଛି। ଗିରଫ ସେନା ଯବାନ ଜଣେ ପାକିସ୍ତାନୀ ମହିଳାଙ୍କ ସହ ଯୋଗାଯୋଗରେ ରହି ଦେଶର ଗୁପ୍ତ ସୁରକ୍ଷା ତଥ୍ୟ ଲିକ୍‌ କରାଉଥିବା ଅଭିଯୋଗ…
Read More...

ପୁଣି ନାବାଳିକା ବଳତ୍କାର

ମୁମ୍ବାଇ,: ମହାରାଷ୍ଟର ବିଡ ଅଞ୍ଚଳରେ ଏକ ଅଭାବନୀୟ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନାବାଳିକା ବିବାହିତା ଯୁବତୀଙ୍କୁ ଦୀର୍ଘ ୬ମାସ ଧରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କୁ ୪୦୦ ଜଣ ଗଣବଳାତ୍କାର କରିଥିବା ଘଟଣା ସାମ୍ନାକୁ ଆସିଛି । ଏବେ ନାବାଳିକା ଜଣଙ୍କ ୨ ମାସର…
Read More...

ବିରଳ ପ୍ରଜାତିର ଶାଙ୍କୁଚ ଜବତ

ରାଜନଗର, ୧୩।୧୧(ବ୍ୟୁରୋ): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ ଆସୁଥିଲା। ଶୁକ୍ରବାର ବନ ବିଭାଗ ପକ୍ଷରୁ…
Read More...

ଡକାୟତ ଗ୍ୟାଙ୍ଗ ଗିରଫ

କଟକ ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ ଓରଫ କ୍ଷୀରୋଦ ଚନ୍ଦ୍ର ସେଠୀ(୨୦), ଚିକୁ ଓରଫ ଖଗେଶ୍ୱର…
Read More...

ଚାକିରୀ ଦେବା ଆଳରେ କୋଟି କୋଟି ଠକେଇ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ବୈକୁଣ୍ଠନାଥ ନାୟକ ଓ…
Read More...

ବନ୍ଧୁକ ଦେଖାଇ ଟଙ୍କା ଲୁଟ

ବାରିପଦା,୧୧ା୧୧(ବ୍ୟୁରୋ): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍‌ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ…
Read More...