Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଅପରାଧ
ବନ୍ଧୁକ ଦେଖାଇ ଟଙ୍କା ଲୁଟ
ବାରିପଦା,୧୧ା୧୧(ବ୍ୟୁରୋ): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ ଅଭିଯୋଗ…
Read More...
Read More...
ପୋଲିସ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର : ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ ଟିମ୍…
Read More...
Read More...
ପାଟଣା ସିରିଏଲ ବିସ୍ଫୋରଣ ଘଟଣାରେ ୪ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ।
ପାଟନା,୧।୧୧: ୨୦୧୩ ପାଟଣାର ଗାନ୍ଧୀ ମୈଦାନ ସିରିଏଲ ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର ଏନଆଇଏ କୋର୍ଟ ଦୋଷୀଙ୍କୁ ଦଣ୍ଡ ଘୋଷଣା କରିଛନ୍ତି। ୯ ଜଣ ଦୋଷୀଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। କୋର୍ଟ ହାଇଦର ଅଲୀ, ନୋମାନ ଅନସାରୀ, ମିଜିବୁଲ୍ଲା ଅନସାରୀ ଓ ଇମତିଆଜ ଆଲମକୁ ଫାଶୀ ଦଣ୍ଡରେ…
Read More...
Read More...
ଲେଡିସ୍ ଡ୍ରେସରେ ଘରେ ପଶି ମା , ଝିଅକୁ ଆକ୍ରମଣ।
ଭୁବନେଶ୍ବର'୧/୧୧(ବ୍ୟୁରୋ) ରାଜଧାନୀରେ ଅଭିନବ ଢଙ୍ଗରେ ଛୁରା ମାଡ। ଲେଡିସ ଡ୍ରେସରେ ଘରେ ପଶିଲେ ପଡୋଶୀ ଯୁବକ । ଶୈଳଶ୍ରୀ ବିହାରରେ ମା’ ଓ ଝିଅଙ୍କୁ ଛୁରୀରେ ଆକ୍ରମଣ କରିଛନ୍ତି ଜଣେ ଲେଡିସ ଡ୍ରେସ ପିନ୍ଧା ଯୁବକ। ସମ୍ପୃକ୍ତ ଯୁବକ ରୁପେଶ ପଣ୍ଡା ବିବାହିତ । ତେବେ ସେ କାହିଁକି ଏପରି ଲେଡିସ…
Read More...
Read More...
ରାଜ୍ୟରେ ଖୋଲିବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ।
ଭୁବନେଶ୍ବର : ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା…
Read More...
Read More...
ରାଜଧାନୀରୁ ସେକ୍ସ ରାକେଟ ଠାବ।
ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବାହାରେ ଲାଗିଥିଲା କନସଲଟାନ୍ସି ସେଣ୍ଟରର ବୋର୍ଡ। ହେଲେ ଭିତରେ ଚାଲିଥିଲା ସେକ୍ସ ରାକେଟ । ଏଭଳି ଏକ ଘଟଣା ଘଟିଛି ରାଜଧାନୀର ଜନଗହଳିପୂର୍ଣ୍ଣ ମଞ୍ଚେଶ୍ୱର ସତ୍ୟ ବିହାର ଅଞ୍ଚଳରେ । ଜଣେ ଯୁବତୀଙ୍କ ଅଭିଯୋଗ ପରେ ପୋଲିସ ଉକ୍ତ ସେଣ୍ଟରର ମାଲିକ ଲକ୍ଷ୍ମୀନାରାୟଣ…
Read More...
Read More...
ପ୍ରସନ୍ନ ବେହେରା ନିଲମ୍ବିତ।
ଭୁବନେଶ୍ୱ,୨୪।୧୦(ବ୍ୟୁରୋ): ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରବିବାର କନେଷ୍ଟବଳ ପ୍ରସନ୍ନ ବେହେରାଙ୍କୁ ଚାକିରିରୁ ବରଖାସ୍ତ କରିଛନ୍ତି। ପ୍ରସନ୍ନଙ୍କ ନାମରେ ୫ଟି ଫୌଜଦାରୀ ମାମଲା ରହିଛି। ଏପରି କି କୋଭିଡ୍ ନିମୟ ଉଲ୍ଲଂଘନ କରି ପାତ୍ରପଡ଼ାସ୍ଥିତ ସାଉଥ ସିଟି ବାରକୁ ବିଳମ୍ବିତ ରାତି…
Read More...
Read More...
ମମିତା ହତ୍ୟାକାଣ୍ଡ ମାମଲାରେ ଥାନା ଆଇଆଇସି ନିଲମ୍ବିତ
କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ ପୁଲିସ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କର୍ତ୍ତବ୍ୟରେ ଅବହେଳା ପାଇଁ କଳାହାଣ୍ଡି କେଗାଁ ଥାନା ଆଇଆଇସି ଡମୁ ପରଜାଙ୍କୁ ନିଲମ୍ବିତ କରାଯାଇଛି ।ସୂଚନା ଯୋଗ୍ୟ ଆଇଆଇସି ମମିତାଙ୍କ ପରିବାର ଲୋକଙ୍କ ଅଭିଯୋଗ ରଖି ନ ଥିଲେ।
Read More...
Read More...
ହାଇକୋର୍ଟରେ ମହାଲିଙ୍ଗ ମମିତା ହତ୍ୟାକାଣ୍ଡ ମାମଲା
କଟକ : ମହାଲିଙ୍ଗ ସନ୍ସାଇନ୍ ଇଂଲିଶ ମିଡ଼ିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଓ ହତ୍ୟା ବିରୋଧରେ ଏକ ଜନସ୍ୱାର୍ଥ ମାମଲା ହାଇକୋର୍ଟରେ ରୁଜୁ କରାଯାଇଛି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଜି ଉଚ୍ଚ ନ୍ୟାୟାଳୟଠାରେ ଦାଖଲ ହୋଇଥିବା ମାମଲାରେ ଦର୍ଶାଯାଇଛି ଯେ ମମିତା ନିଖୋଜ ହେବାର ୩ ଦିନ…
Read More...
Read More...
ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜିମିନ।
କଟକ ,୨୧।୧୦: ଖୋର୍ଦ୍ଧା ବାଲୁଗାଁ ଭାଜପା ମଣ୍ଡଳ ସଭାପତିଙ୍କୁ ମାଡ଼ ମାରିବା ଘଟଣାରେ ଜେଲ ଯାଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଶେଷରେ ମିଳିଛି ଜାମିନ। ହାଇକୋର୍ଟଙ୍କ ପକ୍ଷରୁ ଗୁରୁବାର ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ଏଥିସହ ସାକ୍ଷୀଙ୍କୁ ପ୍ରଭାବିତ ନ…
Read More...
Read More...