banner
Breaking
Browsing Category

ଅପରାଧ

ମନୀଷ ଅନୁରାଗଙ୍କ ମୃତ୍ୟୁ ରହସ୍ୟ ଉପରୁ ହଟିଛି ପରଦା।

ଭୁବନେଶ୍ଵର, ୧୬/୧୦ : ବହୁ ଚର୍ଚ୍ଚିତ ମନିଷ ଅନୁରାଗ ମୃତ୍ୟୁ ରହସ୍ୟ ଉପରୁ ହଟିଛି ପରଦା। ମନିଷ ଅନୁରାଗଙ୍କ ମୃତ୍ୟୁ ସମ୍ପର୍କରେ ପ୍ରେସ୍‌ମିଟ୍ କରି ବିସ୍ତୃତ ସୂଚନା ଦେଇଛନ୍ତି ଭୁବନେଶ୍ଵର ଡିସିପି ଉମାଶଙ୍କର ଦାସ। ସେ କହିଛନ୍ତି ଯେ, ହୋଟେଲରେ ବିଲ୍ ପେମେଣ୍ଟକୁ ନେଇ ମନିଷ ଓ…
Read More...

ଅପରାଧୀକୁ ଏନକାଉଣ୍ଟର ।

କଟକ,୧୬/୧୦(ବ୍ୟୁରୋ) : ଆଜି ସକାଳେ କଟକ କନ୍ଦରପୁର ଥାନା ପୁଲିସ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର କରିଥିବା ନେଇ ଖବର ମିଳିଛି। ଉକ୍ତ ଅପରାଧୀ ଜଣକ ହେଉଛି ରାକା। ଏନକାଉଣ୍ଟର ସମୟରେ ପୁଲିସ ତା’ନିକଟରୁ ଗୋଟିଏ ବନ୍ଧୁକ, ୩ ରାଉଣ୍ଡ ଗୁଳି ସହ ବାଇକ ଜବତ କରିଛି। ରାକା ନାମରେ ଅନେକ…
Read More...

ଜେଲ ପରେ ବିଧାୟକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି।

ଭୁବନେଶ୍ୱର,୮ା୧୦: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଶୁକ୍ରବାର ଜେଲ ଯିବାକୁ ପଡିଛି। ଖୋର୍ଦ୍ଧା ଏଡିଜେ-୧ କୋର୍ଟରେ ଶୁକ୍ରବାର ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଛି। ଫଳରେ ପୋଲିସ ବିଧାୟକ ଜଗଦେବଙ୍କ ଖୋର୍ଦ୍ଧା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲା। ତାଙ୍କର କୋଭିଡ୍‌…
Read More...

ତୃତୀୟ ବିଶ୍ବଯୁଦ୍ଧର ଧମକ୍ ଦେଲା ଚାଇନା।

ବେଜିଂ,୬।୧୦: ତାଇଓ୍ବାନ ଆକାଶ ମାର୍ଗରେ ଆଣବିକ ବୋମାବର୍ଷୀ ଯୁଦ୍ଧ ବିମାନ ଉଡ଼ାଇ ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଏବେ ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଇଛି। ଦକ୍ଷିଣ ଚାଇନା ସାଗରରେ ଆମେରିକା, ବ୍ରିଟେନ, କାନାଡ଼ ଏବଂ ଅଷ୍ଟ୍ରେଲିଆର ଯୁଦ୍ଧପୋତ ଲଗାତାର ପଇଁତରା ମାରୁ ଥିବାରୁ ଚାଇନାର ସରକାରୀ…
Read More...

୨୧୬ ପୋଲିସ ଫାଣ୍ଡି ଦାୟିତ୍ୱ ରେ ରହିବେ ସଵ୍ ଇନ୍ସପେକ୍ଟର ।

ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ । କମିଶନରେଟ୍‌ ପୋଲିସ…
Read More...

ଆର୍ଯ୍ୟାନ ଗିରଫ।

ମୁମ୍ବାଇ,୩।୧୦: ପ୍ରସିଦ୍ଧ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟାନ ଶେଷରେ ଗିରଫ ହୋଇଛନ୍ତି। ତାଙ୍କୁ ଏନ୍‌ସିବି ରବିବାର ଗିରଫ କିରଛି। କ୍ରୁଜ୍‌ ରେଭ ପାର୍ଟିରେ ସାମିଲ ହେବା ଅଭିଯୋଗରେ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଅଟକ ରଖି ପଚରାଉଚରା କରୁଥିଲା। ଆର୍ଯ୍ୟନଙ୍କ ସମେତ ୮…
Read More...

ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଲୁଟେରା।

ଭୁବନେଶ୍ୱର,୧/୧୦(ଓଡ଼ିଆ ନ୍ୟୁଜ): ରାଜଧାନୀରେ ମର୍ଣ୍ଣିଂ ୱାକ୍‌ କରୁଥିବା ବେଳେ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଦିନ ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୮ ଡେଲଟା ସ୍କୋୟାରରେ ମର୍ଣ୍ଣିଂ ୱାକ୍‌ କରୁଥିବା ସମୟରେ ବରିଷ୍ଠ ସାମ୍ବାଦିକ…
Read More...

ସମ୍ଭ୍ରାନ୍ତ ଆନ୍ତରାଜ୍ୟ ଠକ ଗିରଫ।

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଯାଉଥିଲେ। ରାଜ୍ୟରୁ ରାଜ୍ୟ ବୁଲି ଏଭଳି…
Read More...

ହନି ଟ୍ରାପର ବିଭିନ୍ନ ଫାସରେ ଫସିଥିଲେ ୫ ଜଣ।

ଭୁବନେଶ୍ୱର,୨୩ା୯ : ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଜେରା କରୁଛି। ଏହି ଜେରା ଭିତରେ କ୍ରାଇମ୍‌ବ୍ରାଞ୍ଚ ହାତରେ ବହୁ ସାଂଘାତିକ ତଥ୍ୟ ଲାଗିଛି।…
Read More...

ବିରଞ୍ଚିଙ୍କୁ ମିଳିଲା ଜାମିନ।

କଟକ ,୨୧।୯: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ମାମଲାରେ ଗିରଫ ବିରଞ୍ଚି ନାରାୟଣ ସାହୁଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ବିରଞ୍ଚି ତଦନ୍ତରେ ସମସ୍ତ ପ୍ରକାର ସହାୟତା କରିବେ ଏବଂ ତଦନ୍ତକାରୀ ଟିମ୍‌ ଯେତେବେଳେ ଚାହଁିବେ ତାଙ୍କ ନିକଟକୁ ଯାଇପାରିବେ।…
Read More...