Breaking
ଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟିଭୁବନେଶ୍ୱରରେ ହେବ ବଡ଼ ଡାଣ୍ଡିଆ ଉତ୍ସବ — ଜଶ୍ନେ ଡାଣ୍ଡିଆ
Browsing Category
ଅପରାଧ
ଅମାନିଆଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ।
ଭୁବନେଶ୍ୱର,୮।୫(ବ୍ୟୁରୋ): ଶନିବାରଠାରୁ ଭୁବନେଶ୍ୱର-କଟକରେ ଚେକିଂକୁ କଡ଼ାକଡ଼ି କରାଯାଇଛି। ପରିଚୟପତ୍ର ଦେଖାଇ ବାହାନା ମାରି ଚାରିଆଡ଼େ ବୁଲୁଥିବା ଅମାନିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଏନେଇ ଟୁଇନ୍ ସିଟି ପୋଲିସ…
Read More...
Read More...
ଯୁବତୀଙ୍କୁ ଗଣବଳତ୍କାର।
ଝାରସୁଗୁଡ଼ା ,୭।୫: ଝାରସୁଗୁଡ଼ାରେ ପୁଣି ଲଜ୍ଜା । ଏକ ପରିତ୍ୟକ୍ତ କୋଠାରେ ଜଣେ ଯୁବତୀଙ୍କୁ ଗଣବଳତ୍କାର କରାଯାଇଛି। ବର୍ତ୍ତମାନ ଏହାର ଏକ ଭିଡିଓ ସୋସିଆଲ ମେଡିଆରେ ଭାଇରାଲ୍ ହୋଇଛି। ଲକ୍ଡାଉନ୍ ସମୟରେ ପୋଲିସ୍ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ହେଲେ ଅପରାଧିମାନେ ଗତ…
Read More...
Read More...
ଘରକୁ ଯାଇ ଏତଲା ଗ୍ରହଣ କରିବା ସହିତ ତଦନ୍ତ ଆରମ୍ଭ କଲା ପୁଲିସ।
ଭୁବନେଶ୍ବର,୬/୫(ବ୍ୟୁରୋ): ଲକଡାଉନ୍ ସମୟରେ ଲୋକ ଯେମିତି ଅତି ଜରୁରି କାମ ନ ଥିଲେ ଘରୁ ବାହାରିବେନି, ତା’ଉପରେ କମିସନରେଟ ପୁଲିସ ଗୁରୁତ୍ବ ଦେଇଛି। ଏକାଧିକ ମାମଲାରେ ପୁଲିସ ଅଧିକାରୀ ଅଭିଯୋଗକାରୀଙ୍କ ପାଖରେ ପହଞ୍ଚି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ତାଲା ବନ୍ଦ…
Read More...
Read More...
ମହିଳାଙ୍କ ବେକରୁ ଚେନ ଝାମ୍ପି ଛେଚା ଖାଇଲା ଲୁଟେରା।
ଭୁବନେଶ୍ୱର,୩।୫(ବ୍ୟୁରୋ): ମହିଳାଙ୍କ ବେକରୁ ସୁନାଚେନ୍ ଝାମ୍ପିନେଇ ଖସି ପଳାଉଥିବାବେଳେ ବାଇକ୍ ଷ୍ଟାର୍ଟ ବନ୍ଦ ହୋଇଗଲା। ଫଳରେ ଜଣେ ଲୁଟେରା ଧରାପଡିଥିବାବେଳେ ଆଉଜଣେ ଖସି ଯାଇଛନ୍ତି। ତେବେ ଧରାପଡିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ପରେ ପୋଲିସକୁ…
Read More...
Read More...
ନାବାଳିକାକୁ ଗଣବଳତ୍କାର।
ଫୁଲବାଣୀ ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଯୁବକଙ୍କୁ ଗିରଫ କରିଛି। ଅନ୍ୟଜଣେ ଫେରାର ଅଛନ୍ତି। ଏ ନେଇ ପୋଲିସ ଏକ ମାମଲା (ନଂ.୫୩/୨୧) ରୁଜୁ କରି ତଦନ୍ତ…
Read More...
Read More...
ନାବାଳିକାକୁ ୫ ଦିନ ଧରି ବଳତ୍କାର।
ବାରିପଦା , ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା(ନଂ. ୪୮/୨୧) ରୁଜୁ କରି ଅଭିଯକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
ପୋଲିସ ସୂଚନା…
Read More...
Read More...
ଡିକି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ।
ଜଗତପୁର ୩୦/୦୪: ଜଗତପୁର ଥାନା ପାଗା ଛକ ସ୍ଥିତ ଏକ ଏଟିଏମ୍ କାଉଣ୍ଟର ଆଗରୁ ଦୁର୍ବୃତ୍ତମାନେ ଏକ ଗାଡି ଡିକି ଭାଙ୍ଗି ଟଙ୍କା ଲୁଟି ନେଇଛନ୍ତି । ଏ ନେଇ ପାଗା ଫାଣ୍ଡିରେ ଅଭିଯୋଗ ପରେ ପୁଲିସ ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତରୁ ଲୁଟ୍ ସ୍ଥାନ ନିକଟରେ…
Read More...
Read More...
ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବାବୁ ଆହତ
କଟକ,୨୯/୪ : ପୁଲିସ୍ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଶେଖ୍ ବାବୁ ଆହତ ହୋଇଛି। କମିଶନରେଟ୍ ପୁଲିସର ସ୍ପେଶାଲ ସ୍କ୍ୱାର୍ଡ ପକ୍ଷରୁ ଏହି ଏନକାଉଣ୍ଟର ହୋଇଛି। ତେବେ ଏନକାଉଣ୍ଟରରେ ବାବୁର ବାମ ଗୋଡ଼ରେ ଗୁଳି ବାଜିଛି। ଆହତ ବାବୁକୁ କଟକ ବଡ଼ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି। ବାବୁ…
Read More...
Read More...
ଖାକିରେ ଲାଗିଲା ଦାଗ। ଜବତ ହେଲା ପୁଳାପୁଳା ଟଙ୍କା।
ଭୁବନେଶ୍ବର,୨୯/୪ : ଭୁବନେଶ୍ୱର ଓୟୋ ହୋଟେଲରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣାରେ ଗିରଫ ୨ ପୁଲିସ କର୍ମଚାରୀଙ୍କୁ ଗୁରୁବାର ନିଲମ୍ବନ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣେ ହାବିଲଦାର ଓ ଜଣେ କନଷ୍ଟେବଳ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ଅନ୍ୟ ଜଣେ ଉପ ନୀରିକ୍ଷକ(ଏସ୍ଆଇ) ମଧ୍ୟ ତଦନ୍ତ…
Read More...
Read More...
ଶିକ୍ଷୟିତ୍ରୀଙ୍କୁ ବଳତ୍କାର ଉଦ୍ୟମ।
ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ ଜୀବନରେ ମାରିଦେବାର ପ୍ରୟାସ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଦେବଗଡ଼ ଥାନା…
Read More...
Read More...