Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଅପରାଧ
ରାଜଧାନୀରେ ପୁଣି ହତ୍ଯା।
ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ ଘଟଣା…
Read More...
Read More...
ଟ୍ରେନ ଧକ୍କାରେ ୨ ହାତୀ ମୃତ।
ରାଉରକେଲା,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ ରେଳପଥର ଭାଲୁଲତା ଓ ଜରେଇକେଲା ରେଳଷ୍ଟେଶନ ମଝି ମହିପାଣି ନିକଟରେ ହାତୀପଲ ରେଳଧାରଣା ପାରି ହେଉଥିବା ବେଳେ ଏହି…
Read More...
Read More...
୩୦୧ ଇନ୍ସପେକ୍ଟରଙ୍କ ପଦୋନ୍ନତି।
ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ପୋଲିସ ଇନ୍ସପେକ୍ଟର ର଼୍ୟାଙ୍କ୍ରେ ବଡ଼ଧରଣର ପଦୋନ୍ନତି କରାଯାଇଛି। ବିଭିନ୍ନ ଥାନାରେ କାର୍ଯ୍ୟରତ ୩୦୧ ଇନ୍ସପେକ୍ଟରଙ୍କୁ ଡିଏସ୍ପି ପାହ୍ୟାକୁ ପଦୋନ୍ନତି ମିଳିଛି। ଏ ନେଇ ଶନିବାର କଟକସ୍ଥିତ ପୋଲିସ ମୁଖ୍ୟାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…
Read More...
Read More...
ସ୍ତ୍ରୀ କୁ ହତ୍ୟା କରି ନାଟକ ରଚିଲା ସ୍ବାମୀ। ଶେଷରେ ବନ୍ଧା ହେଲା।
ରାୟଗଡ଼ା,୩୦ା୧: ରାୟଗଡ଼ା ଜିଲା କୁମ୍ବିକଟା ପଞ୍ଚାୟତ ହୁଲୁକାତୁଣ୍ଡା ଗ୍ରାମରେ ଗତ ୨୨ ତାରିଖରେ ମହିଳାଙ୍କୁ ଗଳାକାଟି ହତ୍ୟା ଏବଂ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବାମୀ ହିଁ ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପୋଲିସ ପକ୍ଷରୁ କୁହାଯାଇଛି।…
Read More...
Read More...
ଝରାଫୁଲ ମୃତ୍ୟୁ ଘଟଣାର ଆଉଏକ ଫୁଟେଜ ମିଳିଛି।
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ଘଟଣା ବର୍ତ୍ତମାନ ସୁଦ୍ଧା ରହସ୍ୟଘେରରେ ରହିଛି । ଏହାରି ମଧ୍ୟରେ ‘ଝରାଫୁଲ’ର ଆଉ ଏକ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି, ଯେଉଁଥିରେ ଭୁବନେଶ୍ୱରର ଏକ ରେଷ୍ଟୁରାଣ୍ଟରେ ଝରାଫୁଲ ଓ ରାକେଶ…
Read More...
Read More...
କଟକରେ ପୁଣି ନକଲି ଘିଅ କାରଖାନା ଠାବ।
କଟକ, ୩୦ା୧ (ଓଡ଼ିଆ ନ୍ୟୁଜ): ନକଲି ଘିଅର ଭୂସ୍ୱର୍ଗ ପାଲଟିଛି କଟକ। କିଛିଦିନ ପୂର୍ବରୁ କଟକର ଏକାଧିକ ସ୍ଥାନରୁ ନକଲି ଘିଅ କାରଖାନା ଠାବ କରାଯାଇଥିଲା । ଆଜି ପୁଣି ମର୍କତନଗର ଅଞ୍ଚଳରେ ଏକ ଘିଅ କାରଖାନା ଉପରେ ଚଢ଼ାଉ କରାଯାଇଛି ।
କଟକର ସିଡିଏ ସେକ୍ଟର-୯ ଅଞ୍ଚଳରେ ଏହି ନକଲି ଘିଅ କାରଖାନାକୁ…
Read More...
Read More...
ଛାତ୍ରୀ ମୃତ୍ୟୁ ଘଟଣାର ଦୁଇ ଅଭିଯୁକ୍ତ ଚିହ୍ନଟ।
ଭୁବନେଶ୍ବର,୨୮/୧:-ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି କୁଆଖିଆ ପୁଲିସ। ଏନେଇ ଯାଜପୁର ଏସ୍ପି ସୂଚନା ଦେଇଛନ୍ତି। ହେଲ ସେମାନଙ୍କ ପରିଚୟ ପୁଲିସ ପକ୍ଷରୁ ଦିଆଯାଇ ନାହିଁ ।
ସୂଚନା ମୁତାବକ, ରସୁଲପୁର ବ୍ଲକ୍…
Read More...
Read More...
ନକଲି ଜର୍ଦ୍ଦା କାରଖାନା ଠାବ।
ଭଦ୍ରକ ,୨୩।୧: ଭଦ୍ରକ ଜିଲା ପୁରୁଣାବଜାର ଥାନା ଅଞ୍ଚଳରୁ ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ତେବେ ପୋଲିସ ଆଖିରେ ଧୂଳି ଦେଇ ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।
ସୂଚନାନୁଯାୟୀ, ପୁରୁଣାବଜାର ଥାନା ଅନ୍ତର୍ଗତ ଛଡ଼ାକମହଲା ଅଞ୍ଚଳରେ ଏକ ଘରେ ନକଲି ଜର୍ଦ୍ଦା କାରଖାନା ଚାଲୁଥିବା…
Read More...
Read More...
ସାଇବର ଠକଙ୍କ ନୂଆ ତରିକା। ସୁନ୍ଦର ତରୁଣୀ ଫଟୋ ଦେଖାଇ ଲୁଟୁଛନ୍ତି।
ଭୁବନେଶ୍ୱର,୯।୧(ବ୍ୟୁରେ) : ସୁନ୍ଦରୀ ତରୁଣୀଙ୍କ ମୋହ ଦେଖାଇ ଫସାଇବା ପରେ ଟଙ୍କା ଲୁଟୁଛନ୍ତି ସାଇବର ଠକ। ରାଜଧାନୀର ଜଣେ ଯୁବକଙ୍କୁ ଏଭଳି ମୋହରା ବନାଇ ତାଙ୍କ ଆକାଉଣ୍ଟକୁ ଖାଲି କରିଦେଇଛନ୍ତି ସାଇବର ଠକ। ମାତ୍ର ୨୦ ମିନିଟ୍ ଫୋନରେ କଥା ହେବା ଭିତରେ ସାଇବର ଠକ ଜଣକ ଗୁଗଲ୍ ପେ’ ମାଧ୍ୟମରେ…
Read More...
Read More...
ପରୀ ହତ୍ୟାକାଣ୍ଡର ନୂଆ ମୋଡ।
ନୟାଗଡ଼ ,୬ା୧: ବହୁ ଚର୍ଚ୍ଚିତ ନୟାଗଡ଼ ସଦର ଥାନା ପରୀ ହତ୍ୟା ଓ ବଳାତ୍କାର ଘଟଣା ନୂଆ ମୋଡ଼ ନେଇଛି। ଅଭିଯୁକ୍ତ କଲେଜ ଛାତ୍ର ଜଣେ ନାବାଳକ ବୋଲି ମଙ୍ଗଳବାର ନୟାଗଡ଼ ସ୍ବତନ୍ତ୍ର ପୋକ୍ସୋ କୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତଙ୍କ ନାର୍କୋ ଆନାଲିସିସ୍ ଟେଷ୍ଟ କରିବା ପାଇଁ ଏସ୍ଆଇଟି କରିଥିବା…
Read More...
Read More...