banner
Breaking
Browsing Category

ଅପରାଧ

ଗଣମାଧ୍ୟମ ପ୍ରତିନିଧିଙ୍କ ଘରେ ପଶି ଆକ୍ରମଣ

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ଗୁଳୁଦିଟଶି ଗ୍ରାମର ବାସିନ୍ଦା ଗଣମାଧ୍ୟମ ପ୍ରତିନିଧି ଦଶରଥ ବାରିକଙ୍କୁ ଗୁରୁବାର ରାତିରେ ତାଙ୍କ ଘରେ ପଶି ଆକ୍ରମଣ କରାଯାଇଥିବା ପାଟଣା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ ଗୁରୁବାର ରାତି ୮ ଟା ସମୟରେ ତୁରୁମୁଙ୍ଗା ଥାନା…
Read More...

ବିଜେବି କଲେଜ ରାଗି° ଘଟଣାରେ ୪ ଗିରଫ

ଭୁବନେଶ୍ୱର,୫।୧(ବ୍ୟୁରୋ): ବିଜେବି କଲେଜରେ ରାଗିଂ ଘଟଣାରେ ଗୁରୁବାର କଲେଜ କର୍ତ୍ତୃପକ୍ଷ ୪ ଛାତ୍ରଙ୍କୁ ସସ୍‌ପେଣ୍ଡ କରିଛନ୍ତି। ଅନ୍ୟପକ୍ଷେ, ପୋଲିସ ସମ୍ପୃକ୍ତ ୪ ଛାତ୍ରଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ୪ ଛାତ୍ର ହେଲେ ସାଇ ପ୍ରିୟ ରଞ୍ଜନ ଭୋଇ, ସୂର୍ଯ୍ୟକାନ୍ତ ସେଠୀ, ଚିନ୍ମୟ ବେହେରା ଓ…
Read More...

ମହିଳା ଏସଆଇ ଆକ୍ରମଣ ଘଟଣାରେ ୩ ଅଟକ

ଭୁବନେଶ୍ୱର,୫ା୧(ବ୍ୟୁରୋ): ମହିଳା ଏସ୍‌ଆଇ ଶୁଭଶ୍ରୀ ନାୟକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଶହୀଦନଗର ଥାନାରେ ଅଟକ ରଖି ପଚରାଉଚରା କରିଛି ପୋଲିସ। ଏଥିସହ ଉକ୍ତ ରାତିରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା ଏକ କାର୍‌କୁ ମଧ୍ୟ ପୋଲିସ ଜବତ କରିଛି। ନୂଆବର୍ଷରେ ଅତ୍ୟଧିକ ମଦ୍ୟପାନ…
Read More...

ପୁଣି ଜେରା ହେବେ ଅର୍ଚ୍ଚନା ଦମ୍ପତି

ଭୁବନେଶ୍ୱର : ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ତେବେ ଡିଜିଟାଲ ଏଭିଡେନ୍ସ ପାଇବା ବୁଧବାର ଇଡି ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ। ଏଥିପାଇଁ ମଙ୍ଗଳବାର କୋର୍ଟ ଇଡିକୁ ଅନୁମତି ଦେଇଥିଲେ। ସେହିପରି ଗୁରୁବାର ଅର୍ଚ୍ଚନାଙ୍କ ବିଜନେସ…
Read More...

୩ ଜଣ ଡକାୟତଙ୍କୁ ମାଡ଼ି ବସିଲା ମଞ୍ଚେଶ୍ବର ଥାନା ପୁଲିସ

ଭୁବନେଶ୍ୱର: ରାଜଧାନୀରେ ଡକାୟତି ପାଇଁ ସମେଇଗଡିଆ ଅଞ୍ଚଳରେ ଯୋଜନା କରୁଥିବା ବେଳେ ମାଡ଼ି ବସିଲା ମଞ୍ଚେଶ୍ଵର ଥାନା ପୁଲିସ। ସେମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଜବତ କରିବା ସହିତ ଉକ୍ତ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ମାମଲାର ଅଧିକ ତଦନ୍ତ ଚାଲୁ ରହିଛି ।…
Read More...

ଗୋବିନ୍ଦ ସାହୁଙ୍କ ପତ୍ନୀ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗିର : ସେ ବହୁତ ଷ୍ଟ୍ରଙ୍ଗ ଲୋକଥିଲେ । ସେ କେବେ ବି ଆତ୍ମହତ୍ୟା କରିପାରିବେ ନାହିଁ । ତାଙ୍କୁ ହତ୍ୟା କରାଯାଇଛି । ଏମିତି ଅଭିଯୋଗ ଆଣିଛନ୍ତି ମୃତ ଗୋବିନ୍ଦ ସାହୁଙ୍କ ପତ୍ନୀ । ଗୋବିନ୍ଦ ସାହୁ ଗତକାଲି ରାତି ୧୧ଟାରେ ଘରକୁ ଫୋନ କରିଥିଲେ । ଭଲମନ୍ଦ ପଚାରି ବୁଝିଥିଲେ । ହେଲେ…
Read More...

ଧରା ପଡିଲେ ମୋ ବସ୍ ର ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର : କମିଶନରେଟ ପୋଲିସକୁ ମିଳିଛି ବଡ଼ ସଫଳତା। ଦୀର୍ଘ ଦିନ ଧରି ମୋ ବସ୍ ର ଯାତ୍ରୀ ମାନଙ୍କୁ ଲୁଟପାଟ୍ କରୁଥିବା ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ। ନୟାପଲ୍ଲୀ ଥାନାରେ ହୋଇଥିବା ଅଭିଯୋଗକୁ ଭିତ୍ତି କରି ଥାନାର ଏକ ଟିମ୍ ଓ ସ୍ପେଶାଲ ସ୍କ୍ୱାର୍ଡର ମିଳିତ ଉଦ୍ୟମରେ ବିଭିନ୍ନ ସ୍ଥାନରେ…
Read More...

ଅର୍ଚ୍ଚନା ନାଗ ମାମଲା, ଆସିଲା ଫରେନ୍ସିକ ରିପୋର୍ଟ

ଭୁବନେଶ୍ୱର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଜବତ ଡିଜିଟାଲ୍ ଡିଭାଇସର ଫରେନ୍ସିକ ରିପୋର୍ଟ ଆସିଛି । ଆଜି ରାଜ୍ୟ ଅପରାଧି ବିଧି ବିଜ୍ଞାନ ପକ୍ଷରୁ ଜବତ ଡିଜିଟାଲ୍ ଡିଭାଇସର ଆନାଲିସିସ୍ ରିପୋର୍ଟ କପି କୋର୍ଟ ସହ ପୋଲିସକୁ ପ୍ରଦାନ କରାଯାଇଛି । ଅର୍ଚ୍ଚନାଙ୍କ ଘରୁ ଜବତ ହାର୍ଡଡିସ୍କର…
Read More...

ଗୋବିନ୍ଦ ସାହୁ ଆତ୍ମହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ୍ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ। ଡିଏସ୍‌ପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ୧୦ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଗଠନ କରାଯିବ। ଏହି…
Read More...

ରାଜଧାନୀ ଉପକଣ୍ଠରୁ ମୃତ ଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପଞ୍ଚପଲ୍ଲୀ ପଞ୍ଚାୟତ ବ୍ରହ୍ମକୁଣ୍ଡଳ ଗଁାର ବଂଶୀଧର ଜେନା। କିନ୍ତୁ ସେ ଚନ୍ଦକା…
Read More...