Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଅପରାଧ
ଲାଞ୍ଚନେଇ ଭିଜିଲାନ୍ସ ହାତରେ ଧରାହେଲେ ବିଡିଏ ଅଧିକାରୀ।
ଭୁବନେଶ୍ୱର : ଦିନ ଦ୍ୱିପ୍ରହରରେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଏନ୍ଫୋର୍ସମେଣ୍ଟ ଇନ୍ସପେକ୍ଟର ପୁରୁଷୋତ୍ତମ ଜେନାଙ୍କୁ ଭିଜିଲାନ୍ସ କାବୁ କରିଛି। ଜୟଦେବବିହାର ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ସମ୍ବିତ ପାଣିଗ୍ରାହୀଙ୍କ ଫ୍ଲାଟ୍କୁ ଅଧା…
Read More...
Read More...
ଭୁବନେଶ୍ୱରରେ ପୁଣି ଫୁଟିଲା ଗୁଳି।
ଭୁବନେଶ୍ୱର, ୭ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କହିବାକୁ ଗଲେ ଅପରାଧର ପେଣ୍ଠସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ୱର । ଏହାରି ମଧ୍ୟରେ ଆଜି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରି ସରକନ୍ତରାରେ ଗୁଳିମାଡ ହୋଇଛି । ବାପ-ପୁଅଙ୍କ ଉପରରେ ଗୁଳିମାଡ଼ କରି…
Read More...
Read More...
ଖୁଚୁରା ପଇସା ନନେଲେ ୭ ବର୍ଷ ଜେଲ।
ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ଖୁଚୁରା ପାଇଁ ଦୋକାନୀଙ୍କ ସହିତ ଗ୍ରାହକ ମାନଙ୍କର ଯୁକ୍ତିତର୍କ ହେଉଥିଲା । ଅଧିକାଂଶ ଦୋକାନୀ ଖୁଚୁରା ନେଉନଥିବା ଅଭିଯୋଗ ଆସିବା ପରେ ରିଜର୍ଭ ବ୍ୟାଙ୍କ ଘଟଣାକୁ ଗମ୍ଭିରତାର ନେଇଛି । ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି, ବଜାରରେ ପ୍ରଚଳିତ ଥିବା ସବୁ ପ୍ରକାର…
Read More...
Read More...
ଦାଦାବଟି ପାଇଁ ଫୁଟିଲା ଗୁଳି। ଲୋକେ ଧରି ବହେ ଛେଚିଲେ
ପୁରୀ,୬।୧୧(ବ୍ୟୁରୋ): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ ଘରୋଇ…
Read More...
Read More...
ଦିନ ଦିପହରେ ରାଜଧାନୀରେ ଛୁରା ମାଡ।
ଭୁବନେଶ୍ୱର,୬/୧୧(ବ୍ୟୁରୋ) : ରାଜଧାନୀରେ ବୁଧବାର ଜଣେ ଯୁବକଙ୍କୁ ୨ ଦୁର୍ବୃତ୍ତ ଛୁରାମାଡ଼ କରିଛନ୍ତି। ନୟାପଲ୍ଲୀ ପାସପୋର୍ଟ ଅଫିସ ସାମ୍ନାରେ ଏହି ଘଟଣା ଘଟିଛି। ଛୁରାମାଡ଼ କରିଥିବା ୨ ଦୁର୍ବୃତ୍ତଙ୍କ ମଧ୍ୟରୁ ଜଣଙ୍କୁ ପୁଲିସ ଗିରଫ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ…
Read More...
Read More...
ଭିଜିଲାନ୍ସ ହାତରେ ଟେଷ୍ଟବୁକ ସହକାରୀ ନିର୍ଦ୍ଦେଶକ
କଟକ , ୬।୧୧(ଓଡ଼ିଆ ନ୍ୟୁଜ):ଓଡ଼ିଶା ଟେକ୍ସଟ୍ ବୁକ ପ୍ରଡକ୍ସନ ଆଣ୍ଡ ମାର୍କେଟିଂର ସହକାରୀ ନିର୍ଦ୍ଦେଶକ ପ୍ରସନ୍ନ କୁମାର ସେନାପତିଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ କରିଛି। ୨୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେନାପତି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ଏହି ଲାଞ୍ଚ କଟକର ନିର୍ମଳ…
Read More...
Read More...
ବିଧାନସଭା ବନ୍ଦ କରିବ ବିଜେପି। ସ୍ମିତାରାଣୀ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି।
ଭୁବନେଶ୍ୱର,୨।୧୧(ଓଡ଼ିଆ ନ୍ୟୁଜ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାର ସୁପାରିଶ କରନ୍ତୁ। ନଚେତ ବିଧାନସଭା ଅଚଳ କରିଦିଆଯିବ। ଏଭଳି ଚେତାବନୀ…
Read More...
Read More...
ସେବା ଆଳରେ ୪ ଲକ୍ଷରୁ ଉର୍ଦ୍ଧ୍ବ ଲୁଟି ଫାର୍ମାସିଷ୍ଟ ଗିରଫ।
ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଶ୍ୱାସରେ ବିଷ ଦେଇ ଜଣେ ବୃଦ୍ଧାଙ୍କ ଏଟିଏମ୍ରୁ ଲକ୍ଷାଧିକ ଟଙ୍କା ଚୋରି ଅଭିଯୋଗରେ ନୟାଗଡ ଜିଲାର ମାନସ ରଞ୍ଜନ ମିଶ୍ରଙ୍କୁ ପୋଲିସ ଗିରଫ କରିଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ…
Read More...
Read More...
ସ୍ମିତାରାଣୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ହେଉ-କ°ଗ୍ରେସ
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ…
Read More...
Read More...
ତଦନ୍ତରେ ଅବହେଳା କରିବାରୁ ନିଳମ୍ବିତ।
ଅନୁଗୁଳ,୨୮/୧୦: ତଦନ୍ତରେ ଅବହେଳା କରିଥିବା ନେଇ ଜଣେ ମହିଳା ଏସ୍ଆଇଙ୍କୁ ସୋମବାର ନିଲମ୍ବିତ କରାଯାଇଛି। ସେ ହେଲେ କୋଲିଆରି ଥାନାର ସବଇନସ୍ପେକ୍ଟର ସୁମିତ୍ରା ପାତ୍ର।
ସୂଚନା ଅନୁସାରେ ଜଣେ ମହିଳା କୋଲିଆରି ଥାନାର ସବଇନ୍ସପେକ୍ଟର ସୁମିତ୍ରା ପାତ୍ରଙ୍କ ନିକଟରେ ଯୌତୁକ ନିର୍ଯାତନା ନେଇ…
Read More...
Read More...