banner
Breaking
Browsing Category

ଅପରାଧ

ଇଡିର ବ୍ୟବସାୟୀଙ୍କୁ ଜେରା, ଅର୍ଚ୍ଚନା ନାଗ ଘଟଣା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ଏବଂ…
Read More...

ବଳାତ୍କାର ପୀଡ଼ିତାଙ୍କ ତଥ୍ୟ ଓ ବୟାନ ଗୁପ୍ତ ରହିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବଳାତ୍କାର ପୀଡିତାଙ୍କ ପରିଚୟ ତଥା ବୟାନକୁ ଗୁପ୍ତ ରଖିବା ପାଇଁ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବଳାତ୍କାର ମାମଲାରେ ଚାର୍ଜଶିଟ କିମ୍ବା ଚୂଡ଼ାନ୍ତ ରିପୋର୍ଟ ଦାଖଲ ନ ହେବା ପର୍ଯ୍ୟନ୍ତ ସିଆରପିସିର ଧାରା ୧୬୪ ଅନୁଯାୟୀ ବଳାତ୍କାର ପୀଡିତାଙ୍କ ବୟାନ ବାହାରେ…
Read More...

ଅନୁପ ସାଏଙ୍କୁ ମିଳିଲା ଜାମିନ

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ବିଳାସପୁର ଉଚ୍ଚ ନ୍ୟାୟାଳୟରୁ ଜାମିନ ମିଳିଛି । କଳ୍ପନା-ବବ୍‌ଲି ହତ୍ୟା ମାମଲାରେ ଛତିଶଗଡ଼ ଉଚ୍ଚନ୍ୟାୟାଳୟ ଅନୁପଙ୍କୁ ସର୍ତ୍ତମୂଳକ ଜାମିନ ଦେଇଥିବା ଜଣାଯାଇଛି । ଗୁରୁବାର ଜଷ୍ଟିସ ସଞ୍ଜୟ କେ. ଅଗ୍ରୱାଲ ଓ…
Read More...

ଅୟସ କରିବା ପାଇଁ ଚୋରି, ଧରାହେଲେ ଏମବିଏ ଛାତ୍ରୀ

ଭୁବନେଶ୍ୱର : ଏକ ପ୍ରତିଷ୍ଠିତ ଘରୋଇ ବିଶ୍ୱବିଦ୍ୟାଳୟରେ ଏମ୍‌ବିଏ ପଢ଼ୁଥିଲେ ମଧ୍ୟ ଅୟସ ଜୀବନ ବିତାଇବା ଲାଗି ଚୋରି ପେସାକୁ ଆପଣାଇଥିଲେ। ହଷ୍ଟେଲରେ ରହି ଅନ୍ୟମାନଙ୍କ ଲାପ୍‌ଟପ୍‌, ମୋବାଇଲ୍‌ ଫୋନ୍‌ ଆଦି ଚୋରି କରୁଥିଲେ। ଶେଷରେ ପୋଲିସ ହାତରେ ଧରାପଡିଛନ୍ତି ସମ୍ପୃକ୍ତ ଏମ୍‌ବିଏ ଛାତ୍ରୀ।…
Read More...

ଦଣ୍ଡାଦେଶ ପରେ ମୋକିମଙ୍କୁ ମିଳିଲା ଜାମିନ

କଟକ : ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ (ଓଆରଏଚଡିସି)ରେ ହୋଇଥିବା ଦୁର୍ନୀତି ମାମଲାର ବିଚାରକରି ଦୀର୍ଘ ୨୧ ବର୍ଷ ପରେ ଭୁବନେଶ୍ବର ଦୁର୍ନୀତି ନିବାରଣ(ଭିଜିଲାନ୍ସ) କୋର୍ଟ ରାୟ ଶୁଣାଇଛନ୍ତି। କୋର୍ଟ ତାଙ୍କ ରାୟରେ କଟକ-ବାରବାଟୀ ବିଧାୟକ ତଥା ମେଟ୍ରୋ ବିଲଡର୍ସର ପରିଚାଳନା…
Read More...

ଗିରଫ ହେଲା ଟୁଙ୍ଗୁରୁ ଭୋଳ

ଭୁବନେଶ୍ୱର : ଜଣେ ମହିଳାଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ପରେ ଉକ୍ତ ଭିଡିଓ ଭାଇରାଲ୍ କରିବା ଅଭିଯୋଗରେ ଭରତପୁର ଥାନା ପୁଲିସ ଗୁରୁବାର ସମ୍ପୃକ୍ତ ପ୍ରେମିକ ଫୁଲେଶ୍ବରୀ ବସ୍ତିରେ ରହୁଥିବା ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଆଲୋକ ଭୋଳ ଓରଫ ଟୁଙ୍ଗୁରୁକୁ…
Read More...

ନକଲି କାଗଜ ପତ୍ରରେ ହିମ୍ କିଣିବେ ମିଳିବ କଠୋର ଦଣ୍ଡ

ନୂଆଦିଲ୍ଲୀ: ନକଲି ପ୍ରମାଣପତ୍ର ଦେଇ ଯେଉଁମାନେ ସିମକାର୍ଡ କିଣୁଛନ୍ତି ସେମାନଙ୍କ ଉପରେ ୧ ବର୍ଷ ଜେଲ ଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରାଯିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଉଛି । ଟେଲିକମ ମନ୍ତ୍ରଣାଳୟ ପକ୍ଷରୁ ଏହାର ନିର୍ଦ୍ଦେଶନାମା ଜାରୀ କରାଯାଇଛି । ଏହା…
Read More...

ପିଲା ଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ

କଟକ : କଟକ ବଡ଼ ମେଡିକାଲରୁ ପିଲାଚୋରି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ଜଣେ ସୁରକ୍ଷାକର୍ମୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଅବହେଳା ଦର୍ଶାଇ ମେଡିକାଲ କର୍ତ୍ତୃପକ୍ଷ ତାଙ୍କୁ ବହିଷ୍କାର କରିଥିବା ଜଣାପଡ଼ିଛି। ଏହା ସହିତ ଆଇସିୟୁରେ ଥିବା ୪…
Read More...

ସାଲିଆ ସାହିରୁ ଦେଶୀ ମଦ ଜବତ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ। ଅନ୍ୟପଟେ ଦେଶୀ…
Read More...

କଟକରୁ ପୁଣି ଜବତ ହେଲା ନକଲି ମେଡିସିନ

କଟକ : କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା ପୋଲିସ ପକ୍ଷରୁ ଦୋଳମୁଣ୍ଡାଇ ମହତାବ ରୋଡସ୍ଥିତ ଏକ ଟ୍ରାନ୍ସପୋର୍ଟ କମ୍ପାନୀରୁ ଚଢ଼ାଉ କରାଯାଇ ଏହି ଔଷଧ ଜବତ ହୋଇଛି । ମିଳିଥିବା ଖବର ଅନୁସାରେ, ୧୩୫୦ ଷ୍ଟ୍ରିପ୍‌ ନକଲି ଔଷଧ ଜବତ…
Read More...