banner
Breaking
Browsing Category

ଅପରାଧ

ବିଏମସି ପକ୍ଷରୁ କିଶୋର ମଟନ ଦୋକାନ ଉଚ୍ଛେଦ

ଭୁବନେଶ୍ୱର : ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍‌ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍‌ସି ପକ୍ଷରୁ ବୁଧବାର ଦୋକାନ ସିଲ୍‌ କରାଯାଇଥିବା ବେଳେ ଗୁରୁବାର ପୁଣି ଦୋକାନ…
Read More...

ବିଏମସି ପକ୍ଷରୁ କିଟ୍ ଛକରେ ଚଢ଼ାଉ

ଭୁବନେଶ୍ୱର : ରାଜଧାନୀରେ ବିଏମ୍‌ସି ପକ୍ଷରୁ ଗୁରୁବାର କିଟ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଦୋକାନରେ ଚଢାଉ କରାଯାଇଛି। ଏହି ଚଢାଉରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସାମିଲ ଥିଲେ। ଦୋକାନଗୁଡିକରେ ଖାଦ୍ୟର ମାନ ପରୀକ୍ଷା କରିବା ସହ ଲାଇସେନ୍ସ ଯାଞ୍ଚ କରାଯାଇଛି।…
Read More...

ଚନ୍ଦୁ ହତ୍ୟା ମାମଲାରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଭୁବନେଶ୍ୱର କ୍ୟାପିଟାଲ ଥାନା ଅନ୍ତର୍ଗତ ନାରାୟଣ ବସ୍ତିର ପି. ସୁବ୍ରତ ରାଓ ଓରଫ ଚନ୍ଦୁ ହତ୍ୟା ମାମଲାରେ କମିଶନରେଟ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତା ରଞ୍ଜୁ ନାୟକ (୨୯) ଓ ତାଙ୍କ ଦ୍ୱିତୀୟ ସ୍ବାମୀ କାହ୍ନା ନାୟକ(୨୮)ଙ୍କୁ ଗଞ୍ଜାମରୁ…
Read More...

ଛାତ୍ର ନିଖୋଜ ଘଟଣାର ନୂଆ ମୋଡ଼, କାର୍ଯ୍ୟାନୁଷ୍ଠାନ ହେବ : ଡିସିପି

ଭୁବନେଶ୍ୱର : ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳର ଏକ ଘରୋଇ କଲେଜରୁ ଯୁକ୍ତ୨ ଛାତ୍ର ବାଲେଶ୍ୱରର ହୃଦୟେଶ ପଣ୍ଡା ନିଖୋଜ ହେବା ଘଟଣା ରବିବାର ନୂଆ ମୋଡ଼ ନେଇଛି। ପରିବାର ପକ୍ଷରୁ ମିଛ ଅଭିଯୋଗ କରାଯାଇଥିବା ପୋଲିସ କହିଛି। ହୃଦୟେଶ ନିଖୋଜ ହୋଇ ନ ଥିଲେ, ବରଂ କଲେଜ ପକ୍ଷରୁ ବକେୟା…
Read More...

ଭୁବନେଶ୍ୱରରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜଧାନୀରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବତୀ ଜଣକ ହେଲେ ଶ୍ୱେତା ଉତ୍କଳ କୁମାରୀ। ଏକ ଆପାର୍ଟମେଣ୍ଟରୁ ତାଙ୍କର ଡାଏରୀ ଏବଂ ମୋବାଇଲ ଜବତ ହୋଇଛି। ଶୁକ୍ରବାର ରାତିରେ ଶୈଳଶ୍ରୀବିହାରର ଏକ…
Read More...

ବାବୁସାନଙ୍କ ଜାମିନରେ ପୂର୍ଣ୍ଣଛେଦ

କଟକ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ ଜାମିନ ଆବଶ୍ୟକ ନ…
Read More...

ମହିମା ମିଶ୍ରଙ୍କ ଘରେ ସିବିଆଇ

ଭୁବନେଶ୍ୱର : ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ ବଜାରସ୍ଥିତ ମହିମାଙ୍କ ଘର ଓ ଲିଙ୍କ୍‌…
Read More...

କମିଶନରେଟ ପୋଲିସରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି, ୨୧ ଇନ୍ସପେକ୍ଟର ଓ ତିନି ଏସ୍‌ଆଇଙ୍କୁ ବଦଳି କରାଯାଇଛି। ସେହିପରି ବହୁଦିନ ଧରି ଓପିଏସ୍‌ ର଼୍ୟାଙ୍କକୁ…
Read More...

ରାଜଧାନୀରେ ପୁଣି ଅଘଟଣ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଲକ୍ଷ୍ମୀସାଗରରେ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ ଯୋଗୁଁ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା…
Read More...

ନକଲି ରସିଦରେ ଲକ୍ଷାଧିକ ଲୁଟ ,ମହିଳା ଯାତ୍ରା କଳାକାରଙ୍କୁ ରାସ୍ତାରେ ଅଟକାଇ ଅସଦାଚରଣ ଅଭିଯୋଗ

ଭୁବନେଶ୍ୱର : ନକଲି ରସିଦ୍ ତିଆରିକରି ରାଜଧାନୀ ଓ ପାର୍ବତୀ ଗଣନାଟ୍ୟର ୨୦୧୯/୨୦ ର ଲିଜ୍‌ଧାରୀ ତଥା ମ୍ୟାନେଜର ବିଭିନ୍ନ କମିଟିଠାରୁ ଲକ୍ଷାଧିକ ଟଙ୍କା ଆତ୍ମସାତ କରିଛନ୍ତି । ଏବଂ ବିଭିନ୍ନ ସ୍ଥାନକୁ ଯାତ୍ରାପାର୍ଟି ଯାତ୍ରାପରିବେଷଣ କରିବାକୁ ଯାଉଥିବା ସମୟରେ ଅସାମାଜିକ ଲୋକ ଓ ଗୁଣ୍ଡା ଲଗାଇ…
Read More...