Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ବାଣିଜ୍ୟ
ନୂଆବର୍ଷରୁ ୫ଜି ସେବା
ଭୁବନେଶ୍ୱର,୨୯।୧୨: ନୂଆବର୍ଷରୁ ଦେଶବାସୀଙ୍କ ପାଇଁ ଦୂରସଞ୍ଚାର ମନ୍ତ୍ରଣାଳୟ ନୂଆ ସେବା ଆଣିବାକୁ ଯାଉଛି। ୨୦୨୨ରୁ ଭାରତରେ ୫ଜି ଇଣ୍ଟରନେଟ୍ ସେବା ପ୍ରଚଳନ ହେବାକୁ ଯାଉଛି ବୋଲି ସୂଚନା ମିଳିଛି। ପ୍ରଥମ ପର୍ଯ୍ୟାୟରେ ଦେଶର ୧୩ଟି ସହରରେ ଏହି ସେବା ଉପଲବ୍ଧ ହେବ ବୋଲି ଜଣାପଡିଛି। ପରବର୍ତ୍ତୀ…
Read More...
Read More...
ଗୁଗୁଲକୁ ପଛରେ ପକାଇଲା ଟିକଟକ୍
ନୂଆଦିଲ୍ଲୀ,୨୬ା୧୨: ବିଶ୍ୱର ଅଗ୍ରଣୀ ଆଇଟି ସେବା ପ୍ରଦାନକାରୀ ଓ୍ବେବ୍ସାଇଟ ଗୁଗଲକୁ ପଛରେ ପକାଇ ୧ନମ୍ବର ସ୍ଥାନରେ ପହଞ୍ଚିଛି ଚାଇନାର ଟିକ୍ଟକ୍ । ୨୦୨୧ରେ ବିଶ୍ବର ସର୍ବାଧିକ ଲୋକ ଟିକ୍ଟକ୍କୁ ଦେଖିଛନ୍ତି। ଏହା ବିଶ୍ବର ସବୁଠାରୁ ଲୋକପ୍ରିୟ ଇଣ୍ଟରନେଟ ସାଇଟ୍ରେ ପରିଣତ ହୋଇଛି ବୋଲି ଏକ…
Read More...
Read More...
ବ୍ୟାଙ୍କ ଧର୍ମଘଟ ଲୋକ ହନ୍ତସନ୍ତ
ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ (ୟୁଏଫ୍ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ…
Read More...
Read More...
ରେପୋ ରେଟ ବଢାଇଲା ନାହିଁ ଆରବିଆଇ
ମୁମ୍ବଇ: ଭାରତୀୟ ରିଜର୍ଭ ବ୍ୟାଙ୍କ ତାହାର ଆର୍ଥିକ ନୀତିର ସମୀକ୍ଷା ଅବସରରେ ରେପୋ ରେଟ୍ ୪%ରେ ଅପରିବର୍ତ୍ତିତ ରଖିଛି । ସେହିଭଳି ରିଭର୍ସ ରେପୋ ରେଟ୍ ମଧ୍ୟ ପୂର୍ବଭଳି ୩.୩୫% ରହିଛି । ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି, ବର୍ତ୍ତମାନ ପରିସ୍ଥିତିରେ ରେପୋ…
Read More...
Read More...
ମହଙ୍ଗା ହେବ ଏଟିଏମ କାରବାର
ନୂଆଦିଲ୍ଲୀ,୩ା୧୨: ନୂଆବର୍ଷରୁ ଏଟିଏମ୍ ବ୍ୟବହାର ମହଙ୍ଗା ହେବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ୨୦୨୨ ଜାନୁୟାରୀ ୧ରୁ ଏଟିଏମ୍ କାରବାରର ଚାର୍ଜ ବଢ଼ାଇବା ପାଇଁ ଅନୁମତି ଦେଇଛି। ବ୍ୟାଙ୍କ ପକ୍ଷରୁ ଦିଆଯାଉଥିବା ମାଗଣା କାରବାର ବ୍ୟବହାର ପରେ ଆଉ ଅଧିକ କାରବାର କଲେ ବ୍ୟାଙ୍କକୁ…
Read More...
Read More...
ଚନ୍ଦ୍ରଶେଖରପୁରରେ ଖୋଲିଲା ସେଲୁନ୍ ଡିଭା
ଭୁବନେଶ୍ୱର : ଚନ୍ଦ୍ରଶେଖର ପୁର ଠାରେ ଡିଭା ୟୁନିସେକ୍ସ ସେଲୁନ ଓ ଫିଟନେସ ଷ୍ଟୁଡିଓ ଉଦଘାଟନ ହୋଇଯାଇଛି ।ଏହି ସେଲୁନ ଓ ଷ୍ଟୁଡିଓ କୁ ଉଦଘାଟନ କରିଥିଲେ ଓଲିଉଡ ହିରୋଇନ ପୁନମ ମିଶ୍ର ।
ଏହି ସେଲୁନ ରେ ମହିଳା ଓ ପୁରୁଷ ମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଶରୀରକୁ ମେକଅପ ଦେବାକୁ…
Read More...
Read More...
ରିର୍ଜଭ ବ୍ୟାଙ୍କର ଦୁଇଟି ଯୋଜନା ଶୁଭାରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୧୨।୧୧: ଭାରତୀୟ ରିଜର୍ଭ ବ୍ୟାଙ୍କ୍ ଦୁଇଟି କେନ୍ଦ୍ରୀୟ ଯୋଜନାର ଶୁଭାରମ୍ଭ ଶୁକ୍ରବାର ହେବ। ଯାହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଭର୍ଚୁଆଲରେ ଲଞ୍ଚ କରିବେ । ଏହି ଯୋଜନାର ଶୁଭାରମ୍ଭ ସମୟରେ ଅର୍ଥମନ୍ତ୍ରୀ ନିମାଳା ସୀତାରମଣ ଉପସ୍ଥିତ ରହିବେ।
ଶୁଭାରମ୍ଭ…
Read More...
Read More...
ଖୁସି ଖବର , ଖୁବଶୀଘ୍ର ଆସିବ କରୋନା ଔଷଧ
ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍ ଇନ୍ ଇନ୍ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍ ମିଳିବ। ଖୁବ୍ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି ପ୍ରଦାନ କରାଯିବ। ଏହାଦ୍ୱାରା କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଭାରତ ଆଉ ଏକ ନୂଆ ଅସ୍ତ୍ର ପାଇପାରିବ। ଏହି କ୍ୟାପସୁଲ୍ ଦ୍ୱାରା…
Read More...
Read More...
ଭୁବନେଶ୍ୱରରେ ଖୋଲିଲା “ଇଣ୍ଡଲଜ୍” ବ୍ରାଇଡ଼ାଲ୍ ମଲ୍
ଭୁବନେଶ୍ୱର: ଭୁବନେଶ୍ୱର ରୂପାଲି ସ୍କୋୟାରଠାରେ ଭାରତର ପ୍ରଥମ ଇଣ୍ଡଲଜ୍ ବ୍ରାଇଡ଼ାଲ୍ ମଲ୍ ଉଦ୍ଘାଟିତ ହୋଇଯାଇଛି । ଏହାକୁ ବଲିଉଡ଼୍ ଅଭିନେତା ଅଫ୍ତାବ ସିବଦଶାନୀ ଉଦ୍ଘାଟନ କରିଥିଲେ ।
ଭାରତର ଏହା ହେଉଛି ପ୍ରଥମ ପ୍ରମୁଖ ଷ୍ଟୋର୍ ଯେଉଁଠାରେ ଉଭୟ ବର, କନ୍ୟା ଏବଂ ସେମାନଙ୍କର ପରିବାର…
Read More...
Read More...
ପେଟ୍ରୋଲ, ଡିଜେଲ ଦର କମାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଦୀପାବଳିରେ ରାଜ୍ୟ ସରକାରଙ୍କ ଭେଟି। କେନ୍ଦ୍ର ସରକାରଙ୍କ ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ୍ ହ୍ରାସ କରିଛନ୍ତି। ବୁଧବାର କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା, ଡିଜେଲ ଉପରୁ ୧୦ ଟଙ୍କା ଉତ୍ପାଦ ଶୁଳ୍କ ହ୍ରାସ କରିଥିଲେ। ଏବେ ରାଜ୍ୟ…
Read More...
Read More...