
Breaking
Browsing Category
ଦେଶ ବିଦେଶ
କେଜିରଓ୍ବାଲଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ମୁଣ୍ଡକା ଅଞ୍ଚଳରେ ରହୁଥିବା ଜୟ ପ୍ରକାଶ ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ସୂଚନା ମିଳିଛି। ବ୍ୟକ୍ତି ଜଣଙ୍କ ବିଳମ୍ବିତ ରାତିରେ ପୋଲିସକୁ ଡାକି…
Read More...
Read More...
ନବୀନଙ୍କ ଫର୍ମୁଲାକୁ ଫଲୋ କଲେ ମୋଦି
ନୂଆଦିଲ୍ଲୀ : ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା ୩୭୦ ରଦ୍ଦ…
Read More...
Read More...
ହ୍ବାଟ୍ସଆପରେ ହେବ ଅନେକ ପରିବର୍ତନ
ନୂଆଦିଲ୍ଲୀ : ହ୍ୱାଟ୍ସଆପ୍ରେ ଅନେକ ପରିବର୍ତ୍ତନ ହେବା ପାଇଁ ଯାଉଛି । ଏହାର ବ୍ୟବହାରକାରୀଙ୍କୁ ଆପ୍ରେ ଅନେକ ନୂଆ ଅପସନ୍ ମିଳିବ । ହ୍ୱାଟ୍ସଆପ୍ର ବିଟା ଭର୍ସନରେ ଏହା ଏବେ ଉପଲବ୍ଧ । ଏବେ ଏହି ସବୁ ନୂଆ ଫିଚର୍ର ପରୀକ୍ଷଣ କରାଯାଉଛି ।
ହ୍ୱାଟ୍ସଆପ୍ର ଡ୍ରଇଂ ଟୁଲ୍ରେ ଏବେ ପରିବର୍ତ୍ତନ…
Read More...
Read More...
ପରେଡରେ ଭାରତର ଶକ୍ତି ପ୍ରଦର୍ଶନ
ନୂଆଦିଲ୍ଲୀ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି। ଚଳିତ ବର୍ଷର ଗଣତନ୍ତ୍ର ଦିବସ ପାଳନ ଅବସରରେ…
Read More...
Read More...
ଗଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ : ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ ଯୋଗେ କହିଛନ୍ତି, ସାଧାରଣତନ୍ତ୍ର ଦିବସ ପାଇଁ ଅନେକ ଅନେକ ଶୁଭେଚ୍ଛା। ଏଥର ଏହି ଉତ୍ସବ ମଧ୍ୟ ସ୍ବତନ୍ତ୍ରସ୍, କାରଣ ଆମେ ଏହାକୁ ସ୍ବାଧୀନତାର…
Read More...
Read More...
ଧର୍ମନିରପେକ୍ଷ ସ୍ବାଧୀନ ଭାରତ ଚାହୁଁଥିଲେ ନେତାଜୀ
ନୂଆଦିଲ୍ଲୀ : ଦେଶର ସ୍ବାଧୀନତା ସଂଗ୍ରାମକୁ ନୂତନ ଶକ୍ତି ପ୍ରଦାନ କରିଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ବାର୍ଷିକୀ ଆଜି ପାଳନ କରାଯାଉଛି। ଏହି ଅବସରରେ ତାଙ୍କ ଝିଅ ଅନୀତା ବୋଷ ଫାଫ ମଧ୍ୟ ପିତାଙ୍କୁ ମନେ ପକାଇ କହିଛନ୍ତି, ଯେଉଁମାନେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ପ୍ରଶଂସା…
Read More...
Read More...
ନେତାଜୀଙ୍କ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ଓଡ଼ିଆ ମାଟିର ପୁଅ ସତ୍ୟ ସୂତାର
ଭୁବନେଶ୍ବର - ସ୍ଵାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ୍ ଦେଶପ୍ରେମୀ, ତେଜସ୍ୱୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୁତାର ଚଳିତ ବର୍ଷ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ଗତବର୍ଷ ଭିଏତନାମାରେ ନେତାଜୀଙ୍କ ଫଟୋରେ ପୁଷ୍ପମାଲ୍ୟ ଦେଇ ସେ…
Read More...
Read More...
ଭାରତର ପ୍ରଧାନ ବିଚାରପତିଙ୍କୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୨୨।୧:ସୁପ୍ରିମକୋର୍ଟ ରାୟଗୁଡ଼ିକୁ ଆଞ୍ଚଳିକ ଭାଷାରେ ଉପଲବ୍ଧ କରାଇବା ଉପରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁତ୍ୱ ଦେଉଥିବାରୁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉଚ୍ଚ ପ୍ରଶଂସା କରିଛନ୍ତି। ସର୍ବୋଚ୍ଚ ଅଦାଲତଙ୍କ ରାୟ ଆଞ୍ଚଳିକ…
Read More...
Read More...
ଆସନ୍ତା ମାସରୁ ନାଜାଲ ଟିକା
ନୂଆଦିଲ୍ଲୀ : ସମଗ୍ର ବିଶ୍ୱରେ କରୋନା ଦ୍ୱାରା ଘଟିଥିବା ବିନାଶ ବିଷୟରେ ସମସ୍ତେ ଅବଗତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ବିରୋଧରେ ଟିକାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ଭାବରେ ବିବେଚନା କରାଯାଉଛି। ବର୍ତ୍ତମାନ ଭାରତ ବାୟୋଟେକ ଦ୍ୱାରା ବିକଶିତ ହୋଇଥିବା ପ୍ରଥମ ଇଣ୍ଟ୍ରାନାଜାଲ…
Read More...
Read More...
ଭାରତ ବିଶ୍ଵର ଜନ ବହୁଳ ଦେଶ
ନୂଆଦିଲ୍ଲୀ : ଭାରତ ଚଳିତ ବର୍ଷ ଚାଇନାକୁ ପଛରେ ପକାଇ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହେବାକୁ ଯାଉଛି। ଏପ୍ରିଲ ୨୦୨୩ରେ ଭାରତର ଜନସଂଖ୍ୟା ୧୪୩ କୋଟିରେ ପହଞ୍ଚିବ। ଏହା ସହିତ ଚାଇନା ଜନସଂଖ୍ୟା ଦୃଷ୍ଟିରୁ ଭାରତଠାରୁ ପଛରେ ରହିବ। ଭାରତର ଜନସଂଖ୍ୟା ଅଭିବୃଦ୍ଧି ହାର ବଡ ଦେଶ ତୁଳନାରେ ବହୁ ଅଧିକ…
Read More...
Read More...