banner
Breaking
Browsing Category

ଦେଶ ବିଦେଶ

ମୋଦି ପୁଣି ବିଶ୍ବର ନ° ୧ ଲୋକପ୍ରିୟ ନେତା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ନେତାଙ୍କୁ ନେଇ କରାଯାଇଥିବା ସର୍ବେକ୍ଷଣରେ ଲୋକପ୍ରିୟ ନେତା କ୍ଷେତ୍ରରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି । ମଣ୍ଣିଂ କନସଲ୍ଟ ସର୍ଭେ ହିସାବରେ ମୋଦିଙ୍କୁ ୭୫ ପ୍ରତିଶତ ରେଟିଂ ମିଳିଛି । ତାଙ୍କ ପରେ ମେକ୍ସିକୋର ରାଷ୍ଟ୍ରପତି…
Read More...

ମହାପୃଥିବୀ ଠାବ

ନୂଆଦିଲ୍ଲୀ, ୨୫ା୮: ପୃଥିବୀ ଭଳି ଜୀବଜଗତ ଉପଯୋଗୀ ଗ୍ରହ ସନ୍ଧାନରେ ବୈଜ୍ଞାନିକଙ୍କ ଉଦ୍ୟମ ଜାରିଥିବା ବେଳେ ଗବେଷକମାନେ ଏକ ସୁପରଆର୍ଥ ଠାବ କରିଛନ୍ତି। ଏହି ଗ୍ରହର ନାମ ଟିଓଆଇ-୧୪୫୨ ରଖାଯାଇଛି। ଆଶ୍ଚର୍ଯ୍ୟକର କଥା ହେଉଛି ପୃଥିବୀଠାରୁ ପ୍ରାୟ ୧୦୦ ଆଲୋକବର୍ଷ ଦୂରରେ ଥିବା ଏହି ଗ୍ରହ ୨ଟି…
Read More...

ଜୀବନ ରକ୍ଷାକାରୀ ସରଳ ସିପିଆର କୌଶଳ ସମ୍ପର୍କରେ ତାଲିମ ସମୟର ବଡ଼ ଆହ୍ବାନ: ଡ. ଆଶୁତୋଷ ବିଶ୍ୱାସ

ଭୁବନେଶ୍ୱର : ଭାରତରେ ପ୍ରତି ଚାରି ଜଣରେ ଜଣଙ୍କର ମୃତ୍ୟୁ ହୃଦ୍‌ଘାତ କାରଣରୁ ହୋଇଥାଏ। ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ନିକଟରେ ହସ୍ପିଟାଲ ବାହାରେ ହଠାତ୍ ହୃଦ୍‌ଘାତ କାରଣରୁ ଦେଶରେ ଅନେକ ପ୍ରସିଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…
Read More...

ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହେଲା ରାଜ୍ୟର ପ୍ରଥମ ସ୍ୱତନ୍ତ୍ର ହ୍ୟାଣ୍ଡ କ୍ଲିନିକ୍ ସେବା

ଭୁବନେଶ୍ୱର : ହାତ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସାମଗ୍ରୀକ ଯତ୍ନ ନେବା ଉଦ୍ଦେଶ୍ୟରେ ଏମ୍ସ ଭୁବନେଶ୍ୱରର ବର୍ଣ୍ଣସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗରେ ଏକ ସ୍ୱତନ୍ତ୍ର ହ୍ୟାଣ୍ଡ(ହାତ) କ୍ଲିନିକ୍ କାର୍ଯ୍ୟ ଆରମ୍ଭ କରିଛି। ଗତକାଲି ଜାତୀୟ ହ୍ୟାଣ୍ଡ ସର୍ଜରୀ ଦିବସ (୨୩ ଅଗଷ୍ଟ) ଅବସରରେ…
Read More...

ଲାଲକିଲ୍ଲାରେ ମୋଦିଙ୍କ ଅଭିଭାଷଣ

ନୂଆଦିଲ୍ଲୀ, ୧୫।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅବସରରେ ଦେଶର ନାମରେ ଆଉ ଏକ ସଫଳତା ଯୋଡ଼ି ହୋଇଛି। ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ତ୍ରିରଙ୍ଗାକୁ ମେଡ୍‌ ଇନ୍‌ ଇଣ୍ଡିଆ ସ୍ବଦେଶୀ ତୋପ ଦ୍ୱାରା ସଲାମୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ଏହା…
Read More...

୨୦୪୭ ସୁଦ୍ଧା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନ ପୂରଣ କରିବୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ପ୍ରଥମ ସମ୍ବୋଧନ କରିଛନ୍ତି ଓଡ଼ିଆ ଝିଅ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପବିତ୍ର ୭୬ତମ ସ୍ବାଧୀନତା ଦିବସ ଅବସରରେ ପ୍ରଥମେ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଜଣାଇ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ…
Read More...

ସିବିଆଇ ଅଫିସରଙ୍କୁ ମେଡାଲ

ନୂଆଦିଲ୍ଲୀ,୧୩।୮: ତଦନ୍ତ କ୍ଷେତ୍ରରେ ଉତ୍କର୍ଷତା ଲାଗି ସିବିଆଇର ୧୫ ଜଣ ଅଫିସରଙ୍କ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲରେ ସମ୍ମାନିତ କରାଯାଇଛି। ଏହି ସମ୍ମାନଜନକ ମେଡାଲ ବିଜେତାଙ୍କ ମଧ୍ୟରେ ଅଛନ୍ତି ଡେପୁଟି ଏସ୍‌ପି ସୁରେନ୍ଦ୍ର କୁମାର ରୋହିଲା। ସେ ଆଲ୍ଲାହାବାଦ ହାଇକୋର୍ଟର ପୂର୍ବତନ ବିଚାରପତି…
Read More...

ଏଥର ଲାଲ କିଲ୍ଲାରେ ପ୍ରଥମ ସ୍ବଦେଶ ନିର୍ମିତ ତୋପ ସଲାମୀ

ନୂଆଦିଲ୍ଲୀ : ଅଗଷ୍ଟ ୧୫ରେ ୭୫ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ୨୧ ଥର ତୋପ ସଲାମୀ ପାଇଁ ମେକ ଇନ ଇଣ୍ଡିଆ ପଦକ୍ଷେପର ଏକ ଅଂଶ ଭାବରେ ସ୍ବଦେଶୀ ଆଡଭାନ୍ସଡ ଟାଉଡ ଆର୍ଟିଲିରି ବନ୍ଧୁକ ସିଷ୍ଟମ ପ୍ରୋଟୋଟାଇପ ବ୍ୟବହାର କରାଯିବ। ଏହାର ପ୍ରଦର୍ଶନ ଦେଶର ବୃଦ୍ଧି…
Read More...

ବିଶ୍ୱ ଆଦିବାସୀ ଦିବସ ପାଳିତ

ଭୁବନେଶ୍ବର, : ଆଦିମ୍ ଅୱାର ଜାର୍ପା ପକ୍ଷରୁ ବହୁ ଉତ୍ସାହ ଓ ଉଦ୍ଦୀପନାର ସହ ସ୍ଥାନୀୟ ଏଓଜେ କମ୍ୟୁନିଟି ସେଣ୍ଟରରେ ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। କଲେଜ, ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହିତ ବହୁ ଅବସରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ…
Read More...

ଏମ୍ସ ଭୁବନେଶ୍ୱରରେ ଓପିଓଏଡ୍ ସବଷ୍ଟିଚ୍ୟୁସନ ଥେରାପୀ (ଓଏସଟି) କେନ୍ଦ୍ର ଆରମ୍ଭ

ଭୁବନେଶ୍ୱର, ୧୦/୮: ରାଜ୍ୟରେ ବ୍ରାଉନସୁଗାର, ଅଫିମ, ହେରାଇନ ଏବଂ ଇଂଜେକସନ ଜରିଆରେ ବିଭିନ୍ନ ନିଶା ନେଉଥିବା ରୋଗୀଙ୍କ ପାଇଁ ଦୃଢ଼ ହୋଇଛି ଚିକିତ୍ସା ବ୍ୟବସ୍ଥା। ଏପରି ରୋଗୀଙ୍କୁ ଚିକିତ୍ସା କରି ସମାଜର ମୁଖ୍ୟସ୍ରୋତକୁ ଆଣିବାକୁ ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି…
Read More...