banner
Breaking
Browsing Category

ଦେଶ ବିଦେଶ

ଲିଭ୍-ଇନରେ ରହୁଥିବା ମହିଳା ବଳାତ୍କାର ଅଭିଯୋଗ ଆଣି ପାରିବେ ନାହିଁ

ନୂଆଦିଲ୍ଲୀ, : ନିଜ ଇଚ୍ଛାରେ କୌଣସି ପୁରୁଷଙ୍କ ସହ ଲିଭ୍‌-ଇନ୍‌ ରିଲେଶନରେ ରହି ସମ୍ପର୍କରେ ଫାଟ ସୃଷ୍ଟି ହେବା ପରେ ସମ୍ପୃକ୍ତା ମହିଳା ତାଙ୍କ ବିରୋଧରେ ବଳାତ୍କାର ମାମଲା କରିପାରିବେ ନାହିଁ ବୋଲି ଏକ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି। ଏଥିସହ ଅଭିଯୁକ୍ତ ଯୁବକଙ୍କୁ ଜଷ୍ଟିସ୍‌…
Read More...

ଏନଆଇଆରଏଫ ମାନ୍ୟତାରେ ଏମ୍ସ ଭୁବନେଶ୍ୱରକୁ ମିଳିଲା ୨୬ତମ ସ୍ଥାନ

ଭୁବନେଶ୍ୱର, : ନିଜର ଏକ ଦଶନ୍ଧିର ଗୌରବମୟ ଯାତ୍ରାରେ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିଛି ଏମ୍ସ ଭୁବନେଶ୍ୱର। ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ…
Read More...

୧୮ ରୁ ୫୯ ବର୍ଷଙ୍କୁ ଦିଆଯିବ ମାଗଣା ବୁଷ୍ଟୋର ଡୋଜ

ନୂଆଦିଲ୍ଲୀ,୧୩।୭(ଓଡ଼ିଆ ନ୍ୟୁଜ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ଘଟୁଥିବାରୁ କେନ୍ଦ୍ର ସରକାରଙ୍କ କ୍ୟାବିନେଟ ଏକ ବଡ଼ ନିଷ୍ପତ୍ତି ନେଇଛି। ୧୮-୫୯ ବର୍ଷ ବୟସର ଲୋକଙ୍କୁ କୋଭିଡ ବୁଷ୍ଟର ଟିକା ମାଗଣାରେ ଯୋଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଏହି…
Read More...

ଜୁଲାଇ ୧୬ ରେ ଘୋଷଣା ହୋଇପାରେ ଉପରାଷ୍ଟ୍ରପତିଙ୍କ ନାମ

ନୂଆଦିଲ୍ଲୀ,୧୨ ।୭: ଜୁଲାଇ ୧୬ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ପାର୍ଲାମେଣ୍ଟାରୀ ବୋର୍ଡ ମିଟିଂ ହେବାକୁ ଯାଉଛି । ଏହି ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ଆହୁରି ବି କୁହାଯାଉଛି କି ଏଥିରେ ଏନଡିଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ ।…
Read More...

ଦେଶର ଶ୍ରେଷ୍ଠ ୨୦ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଲା ଏମ୍ସ ଭୁବନେଶ୍ୱର

ଭୁବନେଶ୍ୱର, ୨୭/୬ : ସ୍ଥାପନା ହେବାର ପ୍ରଥମ ଦଶନ୍ଧି ମଧ୍ୟରେ ପାଇଥିବା ସଫଳତାରେ ଆଉ ଏକ ଅଧ୍ୟାୟ ଯୋଡ଼ିଛି ଏମ୍ସ ଭୁବନେଶ୍ୱର। ଦେଶର ସର୍ବୋତ୍ତମ ୨୦ ଶ୍ରେଷ୍ଠ ମେଡିକାଲ୍ କଲେଜ ମଧ୍ୟରେ ସ୍ଥାନ ପାଇଛି ଏହି ମର୍ଯ୍ୟାଦାଜନକ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନ। ଇଣ୍ଡିଆ ଟୁଡେ ସର୍ଭେ- ୨୦୨୨ ମେଡିକାଲ୍…
Read More...

ଜର୍ମାନୀରେ ମୋଦି

ଏଲ୍‌ମାଉ,୨୭।୬: ଜି-୭ ଶିଖର ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜର୍ମାନୀର ଏଲ୍‌ମାଉରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଜର୍ମାନ ଚାନ୍ସସେଲର ଓଲାଫ ସ୍କୋଲଜ ସ୍ବାଗତ କରିଥିଲେ। ଉଭୟ ନେତା କିଛି ସମୟରେ ଆଲୋଚନା କରିଥିଲେ। ଏହି ସମ୍ମିଳନୀରେ ବିଶ୍ୱର ସାତ ଧନୀ…
Read More...

ନିଖୁଣ ଅଭିନୟ ପାଇଁ ସେ ଚିରସ୍ମରଣୀୟ ରହିବେ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ରାଇମୋହନ ଆତ୍ମହତ୍ୟା କରିଥିବା ବେଳେ କେଉଁ କାରଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ…
Read More...

ଏମ୍ସ ଭୁବନେଶ୍ୱରରେ ଅନ୍ତଃରାଷ୍ଟ୍ରୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର, : ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ। ଏହା ସମଗ୍ର ବିଶ୍ୱରେ ପ୍ରାଚୀନ ସନାତନ ସଂସ୍କୃତିର ପ୍ରଚାର କରୁଛି, ଯାହାକି ଭାରତର ବିଶ୍ୱଗୁରୁ ଗାରିମାକୁ ପ୍ରତିପାଦିତ କରୁଛି। ଆଜି ଏମ୍ସ ପରିସରରେ ଆୟୁଷ ବିଭାଗ ପକ୍ଷରୁ ଆୟୋଜିତ ଅଷ୍ଟମ ଅନ୍ତଃରାଷ୍ଟ୍ରୀୟ ଯୋଗ…
Read More...

ଔଷଧରେ ଭଲ ହେବ କ୍ୟାନସର

ନ୍ୟୁୟର୍କ , ୮।୬ : କ୍ୟାନସର ଚିକିତ୍ସା କ୍ଷେତ୍ରରେ ଏକ ଖୁସି ଖବର ଆସିଛି। ବହୁ ବର୍ଷର ପରିଶ୍ରମ ପରେ ପ୍ରଥମ ଥର ପାଇଁ ଗବେଷକମାନେ ଏପରି ଏକ ଔଷଧର ସନ୍ଧାନ ପାଇଛନ୍ତି, ଯାହାକୁ ବ୍ୟବହାର କରି କ୍ୟାନସର ସମସ୍ୟାର ସଫଳ ସମାଧାନ ହୋଇପାରିବ। ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ, ମେମୋରିଆଲ ସ୍ଲୋନ…
Read More...

କୋଭିଡ ଅନାଥ ପିଲାମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ ଘୋଷଣା

ନୂଆଦିଲ୍ଲୀ,୩୦।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍‌ ଅନାଥ ପିଲାମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ସୋମବାର ଭିଡିଓ କନ୍‌ଫରେନ୍ସରେ ପ୍ରଧାନମନ୍ତ୍ରୀ ମୋଦି ‘ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌’ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା…
Read More...