banner
Breaking
Browsing Category

ଦେଶ ବିଦେଶ

ସଂକ୍ରମଣ ନିରାକରଣ ଏବଂ ନିୟନ୍ତ୍ରଣରେ ହାତଧୁଆର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, : ଏମ୍ସ ଭୁବନେଶ୍ୱରରେ ଆଜି ବିଶ୍ୱ ହାତଧୁଆ ଦିବସ ପାଲିତ ହୋଇଯାଇଛି। ଡାକ୍ତରଖାନା ସଂକ୍ରମଣ ନିୟନ୍ତ୍ରଣ କମିଟି ଏବଂ ଏମ୍ସ ଭୁବନେଶ୍ୱର ଗୁଣାତ୍ମକ ପରିଷଦର ସଦସ୍ୟଙ୍କ ସହ ମେଡିକାଲ୍ ଅଧୀକ୍ଷକ ଡ. ସଚ୍ଚିଦାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମର ପାଳିତ…
Read More...

ଏମ୍‌ସ ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ

ଭୁବନେଶ୍ୱର, : ଏମ୍‌ସ ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଛିଡ଼ିଯାଇ ଅଲଗା ହୋଇଯାଇଥିବା ବାମ ହାତ ବୁଢ଼ା ଆଙ୍ଗୁଳିକୁ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ଣ୍ଣ‌୍‌ସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଆସୋସିଏଟ୍ ପ୍ରଫେସର ଡ. ସଞ୍ଜୟ ଗିରିଙ୍କ ନେତୃତ୍ୱରେ ଗଠିତ ଏକ ଡାକ୍ତରୀ ଦଳ ଦ୍ବାରା ୧୦…
Read More...

କରୋନାଯୋଦ୍ଧାଙ୍କ ବୀମା ଆଉ ୬ ମାସ ବୃଦ୍ଧି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ…
Read More...

ଉଠା ଦୋକାନୀଙ୍କ ପାଇଁ କେନ୍ଦ୍ରର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ…
Read More...

ଚତୁର୍ଥ ଲହରରେ ସାବଧାନ ପାଇଁ ବିଶେଷଜ୍ଞଙ୍କ ମନ୍ତ୍ର

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି ପରିସ୍ଥିତିରେ,…
Read More...

୬ ରୁ ୧୨ ବର୍ଷ ପିଲାଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ,୨୬।୪: ଦେଶରେ ଏବେ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଏଭଳି ସ୍ଥିତିରେ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ୬ରୁ ୧୨ ବର୍ଷ ପିଲାଙ୍କୁ କୋଭିଡ଼ ଟିକା ମିଳିବ। ତେବେ ପିଲାଙ୍କୁ ଭାରତ ବାୟୋଟିକ୍‌ ଦ୍ୱାରା ପ୍ରସ୍ତୁତ ‘କୋଭାକ୍ସିନ’ ଟିକା ଦେବାକୁ ଡିସିଜିଆଇ ପକ୍ଷରୁ ଅନୁମତି ମିଳିଛି।…
Read More...

ଏମ୍ସ ଭୁବନେଶ୍ୱରର ବରିଷ୍ଠ ପ୍ରସୂତୀ ଏବଂ ସ୍ତ୍ରୀ-ରୋଗ ବିଶେଷଜ୍ଞ ଡ. ଶ୍ଵେତା ସିଂ’ଙ୍କୁ ସମ୍ମାନଜନକ ଫୋଗସି…

ଭୁବନେଶ୍ୱର, ୨୨/୦୪ : ଏମ୍ସ ଭୁବନେଶ୍ୱର ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଭାଗର ଅତିରିକ୍ତ ପ୍ରଫେସର ଡ. ଶ୍ଵେତା ସିଂ'ଙ୍କୁ ସମ୍ମାନଜନକ ଫୋଗସି ମୋଭିକୋଲ୍ କୋରିଅନ୍ ପୁରସ୍କାର ପ୍ରଦାନ କରାଯାଇଛି। ଫେଡେରେସନ୍ ଅଫ୍ ଅବଷ୍ଟେଟ୍ରିକ୍ ଏବଂ ସ୍ତ୍ରୀ ରୋଗ ସୋସାଇଟି ଅଫ୍ ଇଣ୍ଡିଆ (ଫୋଗସି) ପକ୍ଷରୁ…
Read More...

ଦେଶର ଶ୍ରେଷ୍ଠ ହସପିଟାଲ୍ ତାଲିକାରେ କିମସ୍

ଭୁବନେଶ୍ୱର : ଦେଶର ଶ୍ରେଷ୍ଠ ହସ୍‍ପିଟାଲ୍‍ ମଧ୍ୟରେ କିମ୍‍ସ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛି। ନିକଟରେ ବହୁଳ ପ୍ରସାରିତ ଇଂରାଜୀ ପତ୍ରିକା ଆଉଟ୍‍ଲୁକ୍‍ ଓ ଏନ୍‍ଇବି ରିସର୍ଚ୍ଚ ଦ୍ୱାରା ଦେଶର ବିଭିନ୍ନ ଖ୍ୟାତି ସମ୍ପନ୍ନ ହସପିଟାଲକୁ ନେଇ ଏକ ରାଙ୍କିଙ୍ଗ ପ୍ରସ୍ତୁତ କରାଯାଇଥିଲା। ଏଥିରେ…
Read More...

ସମୟ ସହ ନିଜ କାର୍ଯ୍ୟ ଧାରାରେ ପରିବର୍ତ୍ତନ ଆବଶ୍ୟକ : ପ୍ରଧାନମନ୍ତ୍ରୀ

ଅହମଦାବାଦ, ୨୧।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର  ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସିଭିଲ୍‌ ସର୍ଭିସ୍‌ ଡେ ଅବସରରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦ୍ରୁତ ପରିବର୍ତ୍ତନଶୀଳ ଦୁନିଆରେ ସମୟ ସହ ନିଜର…
Read More...

କାର୍ଡଲେସ୍ ଟଙ୍କା ଉଠାଣକୁ ଗୁରୁତ୍ୱ

ନୂଆଦିଲ୍ଲୀ, ୯ା୪: ବଜାରର ଆଶା ଅନୁଯାୟୀ ଆର୍‌ବିଆଇର ମନିଟାରିଂ ପଲିସି କମିଟି (ଏମ୍‌ପିସି) ପକ୍ଷରୁ ଘୋଷଣା କରାଯାଇଥିବା ରେପୋ ରେଟ୍‌ ଅପରିବର୍ତ୍ତିତ ରହିଛି। ଏହି ନିର୍ଣ୍ଣୟ ସମୟୋପଯୋଗୀ ଏବଂ ବର୍ତ୍ତମାନର ମୁଦ୍ରାସ୍ଫୀତି ଆକଳନ ଓ ଅଭିବୃଦ୍ଧି ଏବଂ ବିକାଶ ସମ୍ଭାବନାରେ ହ୍ରାସ ସ୍ଥିତି ରହିଛି।…
Read More...