banner
Breaking
Browsing Category

ଦେଶ ବିଦେଶ

ଏପ୍ରିଲ ୧୦ରୁ ୧୮ ବର୍ଷର ପିଲାଙ୍କୁ ଦିଆଯିବ ବୁଷ୍ଟର ଡୋଜ୍

ନୂଆଦିଲ୍ଲୀ,୮।୪: କେନ୍ଦ୍ର ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ଦେଶର ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ କରୋନାର ବୁଷ୍ଟର ଡୋଜ୍‌ ଦିଆଯିବ। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଏପ୍ରିଲ ୧୦ ତାରିଖରୁ ଘରୋଇ ସ୍ବାସ୍ଥ୍ୟ କେନ୍ଦ୍ରରେ…
Read More...

ଏମ୍ସ ଭୁବନେଶ୍ୱରର ଛାତ୍ରଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମଆର ସ୍ନାତକୋତ୍ତର ଗବେଷଣା ବୃତ୍ତି

ଭୁବନେଶ୍ୱର, ୮/୪(ବ୍ୟୁରୋ): ଏମ୍ସ ଭୁବନେଶ୍ୱରର ୯ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ମାନଜନକ ଆଇସିଏମଆର ସ୍ନାତକୋତ୍ତର ଥେସିସ ବୃତ୍ତି ପ୍ରଦାନ କରାଯାଇଛି। ଜାନୁଆରୀ ୨୦୨୨ ଅଧିବେଶନ ପାଇଁ ସର୍ବଭାରତୀୟ ସ୍ତରରେ ପ୍ରାୟ ୫୦ ଜଣ ମେଡିକାଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏମ୍ସ ଭୁବନେଶ୍ୱରର ୯ ଛାତ୍ରଛାତ୍ରୀ…
Read More...

ଆମେରିକାର ଭାରତକୁ ଖୋଲାଖୋଲି ଧମକ

ୱାଶିଂଟନ,୭ ।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତର ନିରବତାକୁ ଆମେରିକା ଆଦୌ ସହ୍ୟ କରିପାରୁନି । ପୂର୍ବରୁ କେତେଥର ଏହି ପ୍ରସଙ୍ଗରେ ଭାରତ ଆଗକୁ ଆସୁ ବୋଲି ଆମେରିକା କହିଥିବା ବେଳେ ଭାରତ ଉପରେ ଏନେଇ ଚାପ ପକାଇବାକୁ ବି ଚେଷ୍ଟା କରିଛି । ହେଲେ ଭାରତ ନିରପେକ୍ଷ ଭାବେ ନିଜ…
Read More...

ଭାରତରେ ପ୍ରଥମ xe ଭାରିଆଣ୍ଟ ରୋଗୀ ଚିହ୍ନଟ

ମୁମ୍ବାଇ,୬।୪: କରୋନା ଭୂତାଣୁ ‘ଏକ୍ସଇ’ ର ନୂଆ ଭାରିଆଣ୍ଟ ଭାରତରେ ମଧ୍ୟ ପ୍ରବେଶ କରିଛି। ଏହାର ସଂକ୍ରମଣର ପ୍ରଥମ ସଂକ୍ରମିତ ବୁଧବାର ମୁମ୍ବାଇରେ ଚିହ୍ନଟ ହୋଇଛି। ଏଠାରେ ସମୁଦାୟ ୩୭୬ ନମୁନା ନିଆଯାଇଥିଲା। ଏଥିରେ ଜଣେ ରୋଗୀଙ୍କଠାରେ କରୋନାର ‘ଏକ୍ସଇ’ ଭାରିଆଣ୍ଟରେ ସଂକ୍ରମିତ ହୋଇଥିବା…
Read More...

ଯୋଗି ଗରିବଙ୍କ ପାଇଁ ଖୋଲିବେ ଅନ୍ନପୂର୍ଣ୍ଣା କ୍ୟାଣ୍ଟିନ

ଲକ୍ଷ୍ନୌ,୬।୪: ଉତ୍ତରପ୍ରଦେଶରେ ଲଗାତର ଦ୍ୱିତୀୟ ଥର ପାଇଁ ବିଧାନସଭା ନିର୍ବାଚନରେ ଏକ ଐତିହାସିକ ବିଜୟ ହାସଲ କରିଛି ଭାଜପା। ଏହାପରେ ଭାଜପା ନିଜର ସଂକଳ୍ପ ପତ୍ରରେ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବା ଆରମ୍ଭ କରିଦେଇଛି। ଏହିକ୍ରମରେ ୟୁପିରେ ଯୋଗୀ ସରକାର ଗରିବ ଲୋକଙ୍କୁ ଶସ୍ତା ଖାଦ୍ୟ…
Read More...

ସୁପ୍ରିମକୋର୍ଟରେ ପ୍ରତ୍ୟକ୍ଷ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ,୫ା୪: ପ୍ରାୟ ୨ ବର୍ଷ ହେଲା ସୁପ୍ରିମକୋର୍ଟରେ ବନ୍ଦ ଥିବା ପୂର୍ଣ୍ଣ ପ୍ରତ୍ୟକ୍ଷ ଶୁଣାଣି ସୋମବାର ଆରମ୍ଭ ହୋଇଛି। କୋଭିଡ୍‌ ମହାମାରୀ ଯୋଗୁ ୨୦୨୦ ମାର୍ଚ୍ଚଠାରୁ ଭର୍ଚୁଆଲ୍‌ ମୋଡ୍‌ରେ ବିଭିନ୍ନ ମାମଲାର ଶୁଣାଣି କରାଯାଉଥିଲା। ତେବେ ଗତବର୍ଷ ଅକ୍ଟୋବରରୁ ସର୍ବୋଚ୍ଚ ଅଦାଲତରେ ଆଂଶିକ…
Read More...

ମାଗଣା ଯୋଜନା ଦ୍ବାରା ଦେଶରେ ଶ୍ରୀଲଙ୍କା ଭଳି ପରିସ୍ଥିତି ଉପୁଯିବ

ନୂଆଦିଲ୍ଲୀ,୫ା୪:ଲୋକପ୍ରିୟ ଯୋଜନା ମାଧ୍ୟମରେ ରାଜ୍ୟ ସରକାରଗୁଡ଼ିକ ଲୋକମାନଙ୍କୁ ଦେଉଥିବା ମାଗଣା ସୁବିଧା ଉପରେ କେନ୍ଦ୍ର ସରକାରଙ୍କ କେତେଜଣ ବରିଷ୍ଠ ସଚିବ ପ୍ରଶ୍ନ ଉଠାଇ କହିଛନ୍ତି ଯେ, ଏଭଳି ସ୍ଥିତି ଜାରି ରହିଲେ ଶ୍ରୀଲଙ୍କା ଭଳି ଆର୍ଥିକ ଦୁଃସ୍ଥିତି ଦେଖାଦେବ। ଏହି ଅମଲାତନ୍ତ୍ରୀମାନେ…
Read More...

ଚାଇନାକୁ ପୁଣି ଫେରିଲା କରୋନା, ସବୁ ସହର ଲକଡାଉନ୍

ବେଜିଂ, ୨।୪ : ଚାଇନାକୁ ପୁଣି ୨ ବର୍ଷ ପରେ କରୋନା ଫେରିଛି। ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣ ବଢୁଥିବାରୁ ସରକାର ଦେଶର ବହୁ ସହରରେ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ଚାଇନାର ସମସ୍ତ ୩୧ ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। କୋରୋନାକୁ…
Read More...

ଆନ୍ତର୍ଜାତୀୟ ସ୍ପେସ ଷ୍ଟେସନରେ ଦ୍ବନ୍ଦ

ମସ୍କୋ, ୨।୪ : ରୁଷିଆର କ୍ଷେପଣାସ୍ତ୍ର ମାଡ଼ରେ ୟୁକ୍ରେନକୁ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯାଇଛି। ଏଥି ସହିତ ପାଶ୍ଚାତ୍ୟ ଦେଶଗୁଡିକର ପ୍ରତିବନ୍ଧକ ଯୋଗୁ ରୁଷିଆ ମଧ୍ୟ ଚାପରେ ରହିଛି। ପାଶ୍ଚାତ୍ୟ କଟକଣା ନ ହଟାଯିବା ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ସ୍ପେସ ଷ୍ଟେଶନରେ ସହଯୋଗ କରିବ ନାହିଁ ବୋଲି…
Read More...

ନୂଆ ଭାରିଆଣ୍ଟ ପାଇଁ ବୁଷ୍ଟର ଡୋଜ ଜରୁରୀ

ନୂଆଦିଲ୍ଲୀ,୨।୪: କରୋନା ଭାଇରସ୍‌ର ଓମିକ୍ରନ ଭାରିଆଣ୍ଟ ମାମଲାରେ କୋଭିଶିଲ୍ଡ, କୋଭାକ୍ସିନ ଏବଂ ଉଭୟର ମିଶ୍ରଣର ଟିକା ନେଇଥିବା ଲୋକମାନଙ୍କ ମଧ୍ୟରେ ଆଣ୍ଟିବଡି ସ୍ତର ୬ ମାସ ପରେ ହ୍ରାସ ହେବାକୁ ଲାଗୁଛି। ଏନେଇ ପୁଣେ ସ୍ଥିତ ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି(ଏନ୍‌ଆଇଭି) ଦ୍ୱାରା…
Read More...