Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
୪ ମିନିଟରେ ମିଳିବ ଆରଟିପିସିଆର ରିପୋର୍ଟ
ବେଜିଂ,୯।୨: କରୋନା ମହାମାରୀରୁ ବିଶ୍ୱ କେବେ ମୁକୁଳିବ ସେନେଇ କୌଣସି ନିର୍ଦ୍ଦିଷ୍ଟ ସୂଚନା ନାହିଁ। ଏନେଇ ବିଶ୍ୱ ଏହା ଏକ ଦୀର୍ଘସ୍ଥାୟୀ ସମସ୍ୟା ଭାବି ଏହାର ନିରାକରଣ ଖୋଜିବାରେ ଲାଗିଛି। ଏଭଳି ସ୍ଥିତିରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବାକୁ ଆର୍ଟିପିସିଆର୍ ଟେଷ୍ଟକୁ ସବୁଠାରୁ ଭରସା…
Read More...
Read More...
ସବୁ ଭାରିଆଣ୍ଟ ପାଇଁ ଗୋଟିଏ ଟିକା, ଆବିଷ୍କାର କଲେ ଭାରତୀୟ ବୈଜ୍ଞାନିକ
ନୂଆଦିଲ୍ଲୀ,୭ା୨: ଭାରତୀୟ ବୈଜ୍ଞାନିକମାନେ କୋଭିଡ୍ ମହାମାରୀର ସବୁ ଭାରିଆଣ୍ଟକୁ ପ୍ରତିହତ କରିବା ଭଳି ଏକ ଭାକ୍ସିନ ବିକଶିତ କରିଥିବା ଦାବି କରିଛନ୍ତି। ନୂଆ ଟିକାର ନାମ ‘ଅଭିସ୍କୋଭାକ୍’ ରଖାଯାଇଛି। ଏହି ଗବେଷଣାରେ ଭୁବନେଶ୍ୱରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେଶନ ଆଣ୍ଡ…
Read More...
Read More...
ଆସନ୍ତା କାଲିଠାରୁ ଏମ୍ସ ଭୁବନେଶ୍ୱରରେ ଓପିଡି ସେବା ଆରମ୍ଭ ହେବ
ଭୁବନେଶ୍ୱର,୬/୨(ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ଚଳିତ ମାସ ୭(ସୋମବାର)ଠାରୁ ପୁନର୍ବାର ଓପିଡି ସେବା ଆରମ୍ଭ ହେବ। କୋଭିଡ୍ ସ୍ଥିତିରେ ଆସିଥିବା ସୁଧାରକୁ ଅନୁଶୀଳନ କରିବା ସହିତ ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା ଏମ୍ସ ଭୁବନେଶ୍ୱର…
Read More...
Read More...
ଆବାସ ଯୋଜନା ପାଇଁ ରାଜ୍ୟ ସଭାରେ କମ୍ପିଲେ ସସ୍ମିତ
ନୂଆଦିଲ୍ଲୀ,୪।୨: ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏଓ୍ବାଇ) ପୋର୍ଟାଲ ଖୋଲିବା ସହ ରାଜ୍ୟର ୬ ଲକ୍ଷ ଯୋଗ୍ୟ ପରିବାରକୁ ଏଥିରେ ସାମିଲ କରିବା ଲାଗି ରାଜ୍ୟ ସଭାରେ ବିଜେଡି ପକ୍ଷରୁ ଦାବି କରାଯାଇଛି।
ଶୂନ୍ୟ କାଳରେ ବିଜେଡି ଏମ୍ପି ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଏବଂ…
Read More...
Read More...
ସତର୍କ ରହିବାକୁ ହୁ ର ଚେତାବନୀ
ଜେନେଭା, ୨।୨ : ପୃଥିବୀରୁ ଏବେ ବି ଶେଷ ହୋଇନି ଓମିକ୍ରନ୍ ଆତଙ୍କ। ତେଣୁ କଟକଣା ହଟାଇବା ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଓମିକ୍ରନ ଲହରର ଶୀର୍ଷ ଏପର୍ଯ୍ୟନ୍ତ ବହୁ ଦେଶରେ ଆସିନାହିଁ। ତେଣୁ ସତର୍କତା ଜରୁରୀ ବୋଲି ଡବ୍ଲ୍ୟୁଏଚ୍ଓର ଅଧିକାରୀ ମାରିଆ…
Read More...
Read More...
ଏହା ବିକାଶଶୀଳ ଓ ଆତ୍ମନିର୍ଭର ଭରାତ ବଜେଟ୍ : ମୋଦି
ଦିଲ୍ଲୀ,୨/୧ : ସଂସଦରେ ଉପସ୍ଥାପିତ ସାଧାରଣ ବଜେଟ ୨୦୨୨-୨୩କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ବାଗତ କରିବା ସହିତ ଏହାକୁ ଆତ୍ମନିର୍ଭର ଭାରତ ବଜେଟ୍ ବୋଲି କହିଛନ୍ତି। ସେ କହିଛନ୍ତି ଯେ ଏହି ବଜେଟ୍ ପ୍ରତ୍ୟେକ କ୍ଷେତ୍ରର ଲୋକଙ୍କ ମଧ୍ୟରେ ଉତ୍ସାହ ଆଣିଦେଇଛି। ଏହି ବଜେଟ୍ ଦେଶର ଅର୍ଥ…
Read More...
Read More...
ବଜେଟରେ କଣ ଶସ୍ତା କଣ ମହଙ୍ଗା ଜାଣନ୍ତୁ
ନୂଆଦିଲ୍ଲୀ,୧/୨ : ମଙ୍ଗଳବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି। ଚତୁର୍ଥ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ। ତେବେ ବଜେଟ୍ କୁ ନେଇ ସାଧାରଣ ଜନତାଙ୍କ ମନରେ ପ୍ରଶ୍ନବାଚୀ କେଉଁ ଦ୍ରବ୍ୟ ଶସ୍ତା ଓ କେଉଁ ଦ୍ରବ୍ୟ ମହଙ୍ଗା…
Read More...
Read More...
ଅବସର ଗ୍ରହଣ କଲେ ସେନା ଉପମୁଖ୍ୟ
ନୂଆଦିଲ୍ଲୀ,୧।୨: ଭାରତର ସେନା ଉପମୁଖ୍ୟ ଥିବା ଲ୍ୟୁଟ୍ନାଣ୍ଟ ଜେନେରାଲ ଚଣ୍ଡି ପ୍ରସାଦ ମହାନ୍ତି ସୋମବାର ଅବସର ଗ୍ରହଣ କରିଛନ୍ତି। ସେ ଜାତୀୟ ଯୁଦ୍ଧ ସ୍ମାରକୀକୁ ଯାଇ ଶହୀଦ ଯବାନମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଓଡ଼ିଶାର ଜଗତ୍ସିଂହପୁର ଜିଲାରେ ଜନ୍ମିତ ସି.ପି.…
Read More...
Read More...
ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହେବାପରେ ବଢୁଛି ଇମ୍ୟୁନିଟି
ନୂଆଦିଲ୍ଲୀ,୧ ।୨: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟରେ ସଂକ୍ରମିତ ହେଉଥିବା ଲୋକେ ସୁସ୍ଥ ହେବା ପରେ ସେମାନଙ୍କ ନିକଟରେ ଭରପୁର ରୋଗ ପ୍ରତିରୋଧକ କ୍ଷମତା(ଇମ୍ୟୁନିଟି) ବିକଶିତ ହେଉଛି । ଜିନୋମ ସିକ୍ୟୁନସିଂର ଅଧ୍ୟୟନରୁ ଏହା ଜଣାପଡିଛି । ଏହି ଇମ୍ୟୁନିଟି ଡେଲ୍ଟା ଭଳି ଅନ୍ୟ ଭାରିଏଣ୍ଟକୁ…
Read More...
Read More...
ଆବାସ ଘର ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ଅଧୀନରେ ଗୃହ ମଞ୍ଜୁର କରିବା ସଂକ୍ରାନ୍ତରେ ରାଜ୍ୟ ସରକାର କେନ୍ଦ୍ରକୁ ପୁଣି ମନେପକାଇ ଦେଇଛନ୍ତି। ରାଜ୍ୟ ସରକାର ଘର ଯୋଗାଇ ଦେବାକୁ କେନ୍ଦ୍ରକୁ ବାରମ୍ବାର ଅନୁରୋଧ କରିବା ପରେ ମଧ୍ୟ କୌଣସି ଉତ୍ତର…
Read More...
Read More...