banner
Breaking
Browsing Category

ଦେଶ ବିଦେଶ

ବଢ଼ିଲା ପାନ ଆଧାର ସଂଯୋଗ ଅବଧି

ନୂଆଦିଲ୍ଲୀ,୨୮।୩: ପାନ୍‌ କାର୍ଡ (ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର) ସହ ଆଧାର କାର୍ଡ ଲିଙ୍କ୍‌ କରିବାର ସମୟସୀମାକୁ ଆସନ୍ତା ଜୁନ୍‌ ୩୦ ୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ମଙ୍ଗଳବାର ଏକ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦେଇଛି।…
Read More...

ଆକାଉଣ୍ଟଧାରୀଙ୍କୁ ଠକ ଘୋଷଣା ପୂର୍ବରୁ ସେମାନଙ୍କର ଶୁଣିବା ଉଚିତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୩ : ସୁପ୍ରିମକୋର୍ଟ ସୋମବାର କହିଛନ୍ତି ଯେ କୌଣସି ଆକାଉଣ୍ଟଧାରୀଙ୍କୁ ଠକ ଘୋଷଣା କରିବା ପୂର୍ବରୁ ବ୍ୟାଙ୍କଗୁଡ଼ିକ ମଧ୍ୟ ସେମାନଙ୍କ ପକ୍ଷ ଶୁଣିବା ଉଚିତ। ଋଣ ନେଇଥିବା ବ୍ୟକ୍ତିଙ୍କ କଥା ମଧ୍ୟ ଶୁଣିବା ଆବଶ୍ୟକ। ଏହା ପରେ ବ୍ୟାଙ୍କଗୁଡ଼ିକ ନିଷ୍ପତ୍ତି ନେବା ଉଚିତ। କୋର୍ଟ ଏହା…
Read More...

ବାରଣାସୀ ଯିବେ ମୋଦି

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ ତାରିଖ ଅର୍ଥାତ୍‌ ଶୁକ୍ରବାର ବାରାଣାସୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କାଶୀକୁ ଅନେକ ଉପହାର ଦେବେ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ୧୭୫୦ କୋଟି ଟଙ୍କା ମୂଲ୍ୟର…
Read More...

ପୁଣି ବଢିଲା କରୋନା

ନୂଆଦିଲ୍ଲୀ, ୨୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି…
Read More...

ବଢୁଛି କରୋନା, ଆସିପାରେ ଗାଇଡଲାଇନ

ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ହେବ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସୋମବାର କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବୈଠକରେ କରୋନା ନିୟନ୍ତ୍ରଣ ପାଇଁ ରଣନୀତି ପ୍ରସ୍ତୁତ ହୋଇପାରେ ବୋଲି ଜଣାପଡିଛି। ଏଥିସହ…
Read More...

ଆଜି ପଖାଳ ଦିବସ

ପୁରୀ,୨୦ା୩: ପଖାଳ ହେଉଛି ଓଡ଼ିଆଙ୍କ ପ୍ରିୟ ଖାଦ୍ୟ। ଓଡ଼ିଶା, ଓଡ଼ିଆ ଏବଂ ପଖାଳ ପରସ୍ପରର ସମ୍ପର୍କ ଅତି ନିବିଡି। ଖାଲି ଓଡ଼ିଆ କାହିଁକି ଓଡ଼ିଆ ଜାତିର ମଉଡ଼ମଣି ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ। ପ୍ରତ୍ୟେକ ଦିନ ମହାପ୍ରଭୁଙ୍କ ଶୟନ ପୂର୍ବରୁ ବଡ଼ସିଂହାର ବେଶରେ…
Read More...

ଚାଇନାରେ ମଧ୍ୟ ରହିଛି ମୋଦିଙ୍କ ଲୋକପ୍ରିୟତା

ବେଜିଂ,୧୯।୩: ଆଜିକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ବଢୁଛି। ପଡୋଶୀ ଦେଶ ଚାଇନାରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ବହୁତ ଲୋକପ୍ରିୟ। ଚାଇନାର ଖବରଦାତା ମୁ ଚୁନଶାନ୍‌ ‘ଦି ଡିପ୍ଲୋମାଟ୍‌’ ପତ୍ରିକାରେ ଏକ ଆର୍ଟିକିଲ ଲେଖିଛନ୍ତି। ଏହି…
Read More...

ଭାରତ ପ୍ରକୃତ ବନ୍ଧୁ : ହସିନା

ଢାକା : ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତକୁ ପ୍ରକୃତ ବନ୍ଧୁ ଆଖ୍ୟା ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ ବନ୍ଧୁତା ବଜାୟ ରଖିବା ଉପରେ ମଧ୍ୟ ସେ ଜୋର ଦେଇଛନ୍ତି। ବାଂଲାଦେଶ-ଭାରତ ବନ୍ଧୁତ୍ୱ ପାଇପଲାଇନର ଉଦଘାଟନ ଅବସରରେ ସେ ଏକଥା କହିଛନ୍ତି। ଶେଖ ହସିନା କହିଛନ୍ତି, ରୁଷିଆ-ୟୁକ୍ରେନ…
Read More...

ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଦି ବଡ଼ ଦାବିଦାର : ଟୋକେ

ନୂଆଦିଲ୍ଲୀ : ନୋବେଲ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ବଡ ଦାବିଦାର ବୋଲି ନୋବେଲ ପୁରସ୍କାର କମିଟିର ଉପନେତା ଆସଲେ ଟୋଜେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସନକୁ ପ୍ରଶଂସା କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶେଷ ନୀତି ଯୋଗୁ ଭାରତ ଏକ…
Read More...

ରୁଷିଆ ୟୁକ୍ରେନ ଯୁଦ୍ଧ ଗୋଟିଏ ଦିନରେ ଶେଷ ହୋଇଥାନ୍ତା: ଟ୍ରମ୍ପ

ଓ୍ବାଶିଂଟନ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ରାଷ୍ଟ୍ରପତି ଭାବେ କ୍ଷମତାରେ ଥାଆନ୍ତେ, ତେବେ ଗୋଟିଏ ଦିନରେ ଏହି ଯୁଦ୍ଧ ଶେଷ କରିଥାନ୍ତେ। ଏଥିପାଇଁ ସେ ଏକ ଚୁକ୍ତି କରିଥାନ୍ତେ ବୋଲି…
Read More...