banner
Breaking
Browsing Category

ଦେଶ ବିଦେଶ

ଜାନୁୟାରୀ ୩୧ରେ ରାଷ୍ଟ୍ରପତି ପାର୍ଲାମେଣ୍ଟର ଉଭୟ ସଦନକୁ ସମ୍ବୋଧିତ କରିବେ

ନୂଆଦିଲ୍ଲୀ : ଜାନୁୟାରୀ ୩୧ରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେଉଥିବା ବେଳେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକ ସଭା ଓ ରାଜ୍ୟ ସଭା ଅଲଗା ସମୟରେ କରିବାକୁ ନିଷ୍ପତ୍ତି ହୋଇଛି। ଫେବୃୟାରୀ ୧ରେ ବଜେଟ ଉପସ୍ଥାପନ ଲାଗି ଲୋକ ସଭା ପୂର୍ବାହ୍ନ ୧୧ରେ ଆରମ୍ଭ ହେବ। ଫେବୃୟାରୀ ୨ରୁ…
Read More...

ଇଣ୍ଡିଆ ଗେଟରେ ନେତାଜୀଙ୍କ ହେଲୋଗ୍ରାମ ପ୍ରତିମା ଉନ୍ମୋଚିତ

ନୂଆଦିଲ୍ଲୀ,୨୩/୧: ଇଣ୍ଡିଆ ଗେଟରେ ନେତାଜୀଙ୍କ ହୋଲୋଗ୍ରାମ ପ୍ରତିମା ଉନ୍ମୋଚିତ। ନେତାଜୀ ସୁଭାଷ ବୋଷଙ୍କ ୧୨୫ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ନେତାଜୀଙ୍କ ହୋଲୋଗ୍ରାମ ପ୍ରତିମା ଉନ୍ମୋଚିତ ହୋଇଛି। ନେତାଜୀଙ୍କ ଗ୍ରାନାଇଟ ନିର୍ମିତ ପୂର୍ଣ୍ଣ ଅବୟବ ପ୍ରତିଷ୍ଠା…
Read More...

ଆଜିଠାରୁ ପାଳିତ ହେବ ସାଧାରଣତନ୍ତ୍ର ଦିବସ

ନୂଆଦିଲ୍ଲୀ, ୨୩ ।୧: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସକୁ ନେଇ କେନ୍ଦ୍ର ସରକାର ୨ଟି ମହତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି । ଏବେ ସାଧାରଣତନ୍ତ୍ର ଦିବସ ସମାରୋହ ୨୪ ଜାନୁୟାରୀ ପରିବତ୍ତେ ୨୩ ଜାନୁୟାରୀରୁ ପାଳନ କରାଯିବ । ୨୩ ଜାନୁୟାରୀ ନେତାଜି ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତି । ଏହାସହ ଏହି…
Read More...

ଦେଶରେ ମୃତ୍ୟୁ ହାରର ୬୦% ଲୋକ ଟିକା ନେଇ ନଥିଲେ

ନୂଆଦିଲ୍ଲୀ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ ମାକ୍ସ୍‌ ହେଲଥ୍‌ କେୟାର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ମୃତକଙ୍କ ମଧ୍ୟରେ ଆଶିଂକ ଟିକାକରଣ ଅବା ଜମାରୁ ଟିକା ନେଇ ନଥିବା…
Read More...

ଟିକା ନେବା ପାଇଁ ବଦଳିଲା ନିୟମ

ନୂଆଦିଲ୍ଲୀ, ୨୨।୧ : ଏବେ ଟିକା ନେବା ନେଇ କେନ୍ଦ୍ର ସରକାର ନିୟମରେ ପରିବର୍ତ୍ତନ କରିଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଲୋକଙ୍କର ରିପୋର୍ଟ ନେଗେଟିଭ୍‌ ଆସିବାର ୩ ମାସ ପରେ ଏଣିକି ଟିକା ଦିଆଯିବ। ଏହି ନିୟମ ପ୍ରଥମ, ଦ୍ୱିତୀୟ ଡୋଜ୍‌ ସହିତ ବୁଷ୍ଟର ପାଇଁ ମଧ୍ୟ ଲାଗୁ ହେବ ବୋଲି କେନ୍ଦ୍ର…
Read More...

୨୦ ମହଲାରେ ଲାଗିଲା ନିଆଁ

ମୁମ୍ବାଇ,୨୨।୧: ମୁମ୍ବାଇର ଟାର୍ଡେଓ ଅଞ୍ଚଳ ଗୋୱାଲିଆ ଟ୍ୟାଙ୍କର ଗାନ୍ଧୀ ହସ୍ପିଟାଲ ସମ୍ମୁଖରେ ଥିବା ଏକ ୨୦ ମହଲା କୋଠାରେ ଶନିବାର ଏକ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା…
Read More...

ବାପାଙ୍କ ସମ୍ପତ୍ତିରେ ରହିବ ଝିଅଙ୍କ ଅଧିକାର : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧/୧ : ବାପାଙ୍କ ସମ୍ପତ୍ତିରେ ରହିଛି ଝିଅଙ୍କ ଅଧିକାର । ଏପରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । କୋର୍ଟଙ୍କ କହିବା ଅନୁଯାୟୀ, ଜଣେ ବାପାଙ୍କର (ହିନ୍ଦୁ) ଯଦି ମୃତ୍ୟୁ ହୋଇଯାଲ ତେବେ ତାଙ୍କ ଝିଅ ମାନେ ତାଙ୍କ ଅର୍ଜିତ ସମ୍ପତ୍ତି ଭୋଗ କରିପାରିବେ ।…
Read More...

ନବୀନ ପୁଣି ନମ୍ବର ଓ୍ବାନ୍ ମୁଖ୍ୟମନ୍ତ୍ରୀ : ଇଣ୍ଡିଆ ଟୁଡେ ରିପୋର୍ଟ

ଭୁବନେଶ୍ୱର,୨୧/୧(ଓଡ଼ିଆ ନ୍ୟୁଜ): ନବୀନ ପୁଣି ନମ୍ବର ଓ୍ୱାନ୍ ମୁଖ୍ୟମନ୍ତ୍ରୀ। ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ଲୋକଙ୍କ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତାରେ ଦେଶରେ ସବୁଠୁ ଅଧିକ । ମୁଖ୍ୟମନ୍ତ୍ରୀ ଭାବରେ ଓଡ଼ିଶାର ୭୧.୧ ପ୍ରତିଶତ ଲୋକଙ୍କ…
Read More...

ଏମ୍‌ସ ଭୁବନେଶ୍ୱରରେ ଆରଥ୍‌ମିଆରେ ଆକ୍ରାନ୍ତ ୨୫ ଦିନର ଶିଶୁ କନ୍ୟାଙ୍କ ସଫଳ ଚିକିତ୍ସା

ଭୁବନେଶ୍ୱର, ୨୦/୧ : ଯଦି ଆପଣଙ୍କର ଶିଶୁ ଘଣ୍ଟା ଘଣ୍ଟା ଧରି ଲଗାତର କାନ୍ଦୁଛି ତେବେ ଏହାକୁ ଅଣଦେଖା କରାଯିବା ଉଚିତ୍ ନୁହେଁ | ଆମ୍ଭମାନଙ୍କ ମଧ୍ୟରୁ ଅଧିକାଂଶ ଏହାକୁ ହାଲୁକା ଭାବରେ ଗ୍ରହଣ କରନ୍ତି। ପେଟ କାଟୁଥିବା, କାନ ଟାଣୁଥିବା ଭଳି ଭାବନା ସହିତ କୋଲିକ୍ କିମ୍ବା ଅନ୍ୟ କିଛି ମଧ୍ୟ…
Read More...

ଦେଶ ବିରୋଧୀ ଖବର ପ୍ରସାରଣ କଲେ ବନ୍ଦ ହେବ ଚାନେଲ

ନୂଆଦିଲ୍ଲୀ,୨୦ ।୧: ଦେଶ ବିରୋଧି ଖବର ପ୍ରଚାର ପ୍ରସାର କରୁଥିବା ୨୦ ୟୁଟ୍ୟୁବ ଚ୍ୟାନେଲ ଓ ୨ ୱେବସାଇଟକୁ ବନ୍ଦ କରିବା ପରେ ଏବେ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି ଦେଶ ବିରୋଧି ଖବର ପ୍ରସାରଣ କଲେ ଲଗାତାର ଭାବେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏକ ଖବରଦାତା…
Read More...