Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
କରୋନା କଟକଣା ମାନିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୮।୧୨: କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆସିବା ପରେ ଭାରତର ବିଭିନ୍ନ ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ସବ ସମୟରେ ଜନସାଧାରଣଙ୍କ ଯାତାୟାତ ଉପରେ ଆବଶ୍ୟକତା ଆଧାରରେ କଟକଣା ଲଗାଇବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର…
Read More...
Read More...
ମୁସଲମାନ ଯୁବତୀ ଧରିଲେ ହିନ୍ଦୁ ଯୁବକଙ୍କ ହାତ
ଚଣ୍ଡିଗଡ଼, ୨୬।୧୨: ପ୍ରାପ୍ତ ବୟସ୍କା ମୁସଲମାନ୍ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜଣେ ମୁସଲମାନ ଯୁବତୀଙ୍କର ସୁରକ୍ଷା ଆବେଦନକୁ ଗ୍ରହଣ କରି ଏଭଳି କହିଛନ୍ତି। ୧୭ ବର୍ଷ ବୟସ୍କା ଯୁବତୀ ଜଣକ ତାଙ୍କ ପରିବାର ବିରୁଦ୍ଧରେ ଯାଇ ନିଜ ପସନ୍ଦର ଜଣେ ହିନ୍ଦୁ…
Read More...
Read More...
ଦେଶ ମହାମାରୀ ସହ ଏକତ୍ରିତ ହୋଇ ଲଢେ଼ଇ କରୁଛି- ମୋଦି
ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ସମସ୍ତଙ୍କ ଉଦ୍ୟମ ଯୋଗୁ ଗତ ୧୦୦ ବର୍ଷ ମଧ୍ୟରେ ଭାରତ…
Read More...
Read More...
ଆସୁଛି ସବୁଠୁ ବିପଦ ଭାରିଆଣ୍ଟ ଡେଲମିକ୍ରନ୍
ଓ୍ବାଶିଂଟନ, ୨୬।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ବିଶେଷଜ୍ଞମାନେ କରୋନାର ଅନ୍ୟ ଏକ ନୂଆ ଭାରିଆଣ୍ଟ୍ ଡେଲମିକ୍ରନ୍ ମାଡ଼ି ଆସୁଥିବା ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ଓମିକ୍ରନଠାରୁ ଡେଲମିକ୍ରନ୍ ଅଧିକ…
Read More...
Read More...
ପ୍ରତିରକ୍ଷା କ୍ଷେତ୍ରରେ ଆଗକୁ ବଢିବ ଭାରତ
ନୂଆଦିଲ୍ଲୀ : ଆତ୍ମନିର୍ଭର ଭାରତ ଅଭିଯାନ ଅଧୀନରେ ଦେଶକୁ ବିଶ୍ୱର ସର୍ବ ବୃହତ ସାମରିକ ଶକ୍ତି କରିବା ଲକ୍ଷ୍ୟରେ ମେକ୍ ଇନ୍ ଇଣ୍ଡିଆକୁ କେନ୍ଦ୍ର ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ୪୧ଟି ଗୋଳାବାରୁଦ କାରଖାନାର ପୁନଃନିର୍ମାଣ ସହିତ ୭ଟି ନୂତନ କମ୍ପାନୀ…
Read More...
Read More...
ଟିକା ନେଇଥିବା ଲୋକଙ୍କ ଉପରେ ଓମିକ୍ରନ୍ କମ ପ୍ରଭାବ ପକାଇବ
ନୂଆଦିଲ୍ଲୀ,୨୬ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଓମିକ୍ରନ୍ ଭାରିଏଣ୍ଟର ଚିହ୍ନଟ କରିଥିବା ଡା.ଏଞ୍ଜେଲିକ କୋଏତଜୀ କହିଛନ୍ତି ଭାରତରେ ଓମିକ୍ରନ ସାମାନ୍ୟ ଲକ୍ଷଣ ସହ ପ୍ରସାର ଲାଭ କରିବ । ଯେମିତି ଦକ୍ଷିଣ ଆଫ୍ରିକାରେ ଦେଖାଯାଇଥିଲା । ହେଲେ ଯେଉଁମାନେ ଟିକା ନେଇଛନ୍ତି ସେମାନେ ସୁରକ୍ଷିତ…
Read More...
Read More...
ସୁଶାସନ ଦିବସ ଅବସରରେ ଏମ୍ସ ଭୁବନେଶ୍ୱର ପକ୍ଷରୁ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ଓଡ଼ିଶା ପ୍ରତି ସ୍ବତନ୍ତ୍ର ଭଲପାଇବା ଓ ଶ୍ରଦ୍ଧା ଥିଲା। ଏମ୍ସ ଭୁବନେଶ୍ବରର ପ୍ରତିଷ୍ଠା ହେଉ ଅବା ଅନ୍ୟାନ୍ୟ ଏକାଧିକ ବୃହତ୍ ବିକାଶମୂଳକ ପ୍ରକଳ୍ପ ପାଇଁ…
Read More...
Read More...
ଜାନୁୟାରୀ ୩ ରୁ ଶିଶୁଙ୍କୁ ଟିକାକରଣ
ନୂଆଦିଲ୍ଲୀ,୨୫/୧୨- : ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧନ କରି କହିଛନ୍ତି ଯେ ଜାନୁଆରି ୩ରୁ ୧୫ରୁ ୧୮ ବର୍ଷ ପିଲାଙ୍କ ପାଇଁ କରୋନା ଟିକାକରଣ ଆରମ୍ଭ ହେବ। ସେହିପରି ସ୍ବାସ୍ଥ୍ୟ ସେବା କର୍ମୀଙ୍କ ପାଇଁ ଜାନୁଆରି ୧୦ରୁ ୩ୟ ଡୋଜ ବା ପ୍ରିକସନ ଡୋଜ୍ ଆରମ୍ଭ ହେବ ବୋଲି…
Read More...
Read More...
କଟକଣା ମଧ୍ୟରେ ପାଳିତ ହେଲା ଖ୍ରୀଷ୍ଟମାସ
ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା ଦେଶରେ ଚର୍ଚ୍ଚରେ ପ୍ରୋଟୋକଲ ସହ ପ୍ରାର୍ଥନା କରାଯାଇଛି । ଏହି…
Read More...
Read More...
ରୋଜାଲିନ ପାଟ୍ଟଶାଣୀଙ୍କୁ ପ୍ରୋମିସିଂ ଇଣ୍ଡିଆନ୍ ଆୱାର୍ଡ
ଭୁବନେଶ୍ୱର: ପରିଚୟ ଫାଉଣ୍ଡେସନ୍ ପ୍ରତିଷ୍ଠାତା ଡ. ରୋଜାଲିନ ପାଟ୍ଟଶାଣୀଙ୍କୁ ପ୍ରୋମିସିଂ ଇଣ୍ଡିଆନ୍ ଆୱାର୍ଡରେ ସମ୍ମାନିତ କରାଯାଇଛି । ସାମାଜିକ ଉଦ୍ୟୋଗ ତଥା ସମାଜସେବା କ୍ଷେତ୍ରରେ ଅବଦାନ ପାଇଁ ତାଙ୍କୁ ଏହି ପୁରସ୍କାର ପାଇଁ ଚୟନ କରାଯାଇଥିଲା ।
ନୂଆଦିଲ୍ଲୀଠାରେ ଆୟୋଜିତ ଏକ…
Read More...
Read More...