banner
Breaking
Browsing Category

ଦେଶ ବିଦେଶ

ଓମିକ୍ରନ୍ ଆକ୍ରାନ୍ତଙ୍କ ଲକ୍ଷଣ କଣ ଜାଣନ୍ତୁ

ନୂଆଦିଲ୍ଲୀ,୬ ।୧୨: ଧୀରେ ଧୀରେ ଓମିକ୍ରନ୍ ଭାରିଏଣ୍ଟ ତା’ର କାୟା ବିସ୍ତାର କରିବା ଆରମ୍ଭ କରି ଦେଇଛି । ରାଜଧାନୀ ଦିଲ୍ଲୀରେ ଜଣେ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି । ଏହାକୁ ନେଇ ସରକାର ସଜାଗ ଥିବା ବେଳେ ଚିକିତ୍ସା ଲାଗି ସମସ୍ତ ସୁବିଧା…
Read More...

ଦିଲ୍ଲୀରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି…
Read More...

ଫେବୃଆରୀରେ ଭାରତ ସ°କ୍ରମଣ ଶୀର୍ଷ ଛୁଇଁବ

ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍‌…
Read More...

ବାତ୍ୟାରେ ସତର୍କ ରହିବାକୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରି ହୋଇଥିବା ସତର୍କ ସୂଚନା ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲାବାସୀଙ୍କୁ ଟୁଇଟ୍‌ ଜରିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ…
Read More...

ଦେଶ ପରେ ଦେଶ ମାଡି ଚାଲିଛି ଓମିକ୍ରନ୍

ଓ୍ବାଶିଂଟନ : ଆଜି ଭାରତରେ ପଶିଛି ଓମିକ୍ରନ। ଏହାକୁ ମିଶାଇ ୨୯ ଦେଶକୁ ମାଡ଼ି ସାରିଲାଣି ଏହି ଭାରିଆଣ୍ଟ। ବର୍ତ୍ତମାନ ସୁଦ୍ଧା ୩୭୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ସୂଚନାନୁଯାୟୀ, ଡେଲ୍‌ଟା…
Read More...

ଟିକା ନେଇ ନଥିବା ଲୋକଙ୍କ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ : କରୋନାର ଓମିକ୍ରନ ଭାରିଆଣ୍ଟ  ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ ପ୍ରସ୍ତାବ…
Read More...

ତୁରନ୍ତ ପେନସନ ଦେବାପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧୨: ଚାକିରିରୁ ଅବସର ନେବା ସମୟରେ ଉପଲବ୍ଧ ଥିବା ଆଇନ ଅନୁସାରେ ପେନସନ୍‌ ନିର୍ଦ୍ଧାରଣ କରାଯିବା ଜରୁରୀ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ବି.ଭି.ନାଗରତ୍ନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ୨୦୧୯…
Read More...

ଟିକା ନନେଲେ ବସରେ ମନା

ନୂଆଦିଲ୍ଲୀ,୨।୧୨: କରୋନାର ଓମିକ୍ରନ ଭାରିଆଣ୍ଟ  ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ…
Read More...

କୃଷି ଆଇନ ପ୍ରତ୍ୟାହାର ବିଲ୍ ଉଭୟ ଗୃହରେ ପାରିତ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନରେ କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭା ଉଭୟ ଗୃହରେ ପାରିତ ହୋଇଛି। ବିନା ଚର୍ଚ୍ଚାରେ ପ୍ରତ୍ୟାହାର ବିଲ୍‌କୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ମଧ୍ୟାହ୍ନରେ କୃଷି ଆଇନ ପ୍ରତ୍ୟାହାର ବିଲ୍‌ ଲୋକ ସଭାରେ ଆଗତ ହେବାର କିଛି ମିନିଟ୍‌…
Read More...

ନୀତି ନୈତିକତା ସହାନୁଶୀଳତା ସଫଳ ନେତୃତ୍ୱର ଚାବିକାଠି – ଭାରତୀୟ ସାଧାରଣ ପ୍ରଶାସନ ଅନୁଷ୍ଠାନ ଆଞ୍ଚଳିକ ଶାଖା…

ଭୁବନେଶ୍ୱର:ଭାରତୀୟ ସାଧାରଣ ପ୍ରଶାସନ ଅନୁଷ୍ଠାନ ଆଞ୍ଚଳିକ ଶାଖା ଓଡିଶା ପକ୍ଷରୁ ଓ୍ବେବିନାର ମାଧ୍ୟମରେ ନେତା ନିର୍ମାଣ ସହିତ ଜିତିବାର ଅଭ୍ୟାସ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସମେତ ଦେଶର ବିଭିନ୍ନ ସ୍ଥାନରୁ ପ୍ରତିଭାଗୀମାନେ ଯୋଗଦାନ କରିଥିଲେ…
Read More...