banner
Breaking
Browsing Category

ଦେଶ ବିଦେଶ

ଆଉ ଆଠମାସ ମାଗଣା ରାଶନ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମ୍‌ଜିକେଏଓ୍ବାଇ)କୁ ବୃଦ୍ଧି କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବ ଘୋଷଣା ଅନୁଯାୟୀ ୭ ମାସ ମାଗଣା ରାସନ ଦିଆଯାଇଥିବା…
Read More...

ଏକାଠି ହେଲେ ୩୦ କୃଷକ ସ°ଗଠନ

ନୂଆଦିଲ୍ଲୀ,୨୦ ।୧୧: କେନ୍ଦ୍ର ସରକାର ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିବା ପରେ ଶନିବାର ଦେଶର ପାୟ ୩୨ କୃଷକ ସଙ୍ଗଠନ ଏକ ଗରୁତ୍ୱପୂର୍ଣ୍ଣ ବୈଠକ କରିବାକୁ ଯାଉଛନ୍ତି । ଏଥିରେ ଆଗକୁ ଥିବା ରଣନୀତି ପ୍ରସ୍ତୁତ କରାଯିବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
Read More...

ପ୍ରବଳ ବର୍ଷରେ ଘର ଭାଙ୍ଗି ୯ ମୃତ୍ୟୁ

ଚେନ୍ନାଇ,୧୯।୧୧: ତାମିଲନାଡୁର ଭେଲୋର ଜିଲା ପେରନାମବେଟରେ ଶୁକ୍ରବାର ପ୍ରବଳ ବର୍ଷାରେ ଘର ଭାଙ୍ଗି ଗୋଟିଏ ପରିବାରର ୯ ଜଣଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପେରନାମବେଟରେ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ଓ ଉଦ୍ଧାରକାରୀ କର୍ମଚାରୀ…
Read More...

ରାଜଧାନୀରେ ବଢୁଛି ଡେଙ୍ଗୁ

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଏବେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏବର୍ଯ୍ୟନ୍ତ ଏଠାରେ ୫୨୭୭ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଗତ ସପ୍ତାହରେ ୨୫୬୯ଜଣ ଡେଙ୍ଗୁ ରୋଗୀ ଏକାଥରେ ଚିହ୍ନଟ ହେବା ଚିନ୍ତା ବଢାଇ ଦେଇଛି । ଏବେ ପର୍ଯ୍ୟନ୍ତ ରାଜଧାନୀରେ…
Read More...

ବଦଳିଲା ନିୟମ, ରାତିରେ ହୋଇପାରିବ ଶବ ବ୍ୟବଛେଦ

ନୂଆଦିଲ୍ଲୀ,୧୫।୧୧: ଦେଶରେ ପ୍ରଚଳିତ ମୃତଦେହ ବ୍ୟବଚ୍ଛେଦ ଆଇନରେ ବଡ଼ ପରିର୍ତ୍ତନ କରାଯାଇଛି। ପୂର୍ବରୁ ରହିଥିବା ନିୟମ ଅନୁଯାୟୀ ସନ୍ଧ୍ୟା ୫ଟା ପରେ ଓ ସୂର୍ଯ୍ୟାସ୍ତ ପୂର୍ବରୁ ମୃତଦେହ ବ୍ୟବଚ୍ଛେଦ କରାଯାଉ ନ ଥିଲା। ଏହାକୁ ସଂଶୋଧିତ କରାଯାଇଛି। ସଂଶୋଧିତ ନିୟମ ଅନୁଯାୟୀ, ଏଣିକି ୨୪ ଘଣ୍ଟା…
Read More...

ରୁଷିଆ ଦେଲା ଭାରତକୁ ନୂଆ ଅସ୍ତ୍ର

ନୂଆଦିଲ୍ଲୀ,୧୪।୧୧: ରୁଷିଆ ଭାରତକୁ ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ୍‌ ଯୋଗାଣ ଆରମ୍ଭ କରିଛି। ଯୋଜନା ଅନୁଯାୟୀ ଯୋଗାଣ ଆରମ୍ଭ ହୋଇଥିବା ରୁଷିଆର ସାମରିକ-ବୈଷୟିକ ସହଯୋଗ ସଂଘୀୟ ସେବାର ନିର୍ଦ୍ଦେଶକ ଡିମିଟ୍ରି ଶୁଗାଏଭ୍‌ କହିଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌…
Read More...

ଏନସିବିର ଡିଜି ହେଲେ ସତ୍ୟନାରାୟଣ ପ୍ରଧାନ

ନୂଆଦିଲ୍ଲୀ,୧୧।୧୧: ବରିଷ୍ଠ ଆଇପିଏସ୍‌ ସତ୍ୟନାରାୟଣ ପ୍ରଧାନ ଏନସିବି ଡିଜି ଭାବେ ନିଯୁକ୍ତ ହେଇଛନ୍ତି। ପୂର୍ବରୁ ସେ ଏନ୍‌ସିବିର ଅତିରିକ୍ତ ଦାୟିତ୍ୱରେ ଥିଲେ। ଏବେ ସରକାର ସତ୍ୟ ନାରାୟଣଙ୍କୁ ୨୦୨୪ ଯାଏ ନିୟମିତ ନିଯୁକ୍ତି ଦେଇଛନ୍ତି। ସେ ପରବର୍ତ୍ତୀ ଆଦେଶ କିମ୍ବା ଅବସର ପର୍ଯ୍ୟନ୍ତ ଡିଜି…
Read More...

ଫ୍ରାନସରେ କରୋନାର ପଞ୍ଚମ ଲହର

ପ୍ୟାରିସ୍‌,୧୧।୧୧: ଫ୍ରାନ୍ସ୍‌ରେ କରୋନା ମହାମାରୀ ସଂକ୍ରମଣର ପଞ୍ଚମ ଲହର ଆରମ୍ଭ ହୋଇଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରୀ ଓଲିଓ୍ବିୟର ଓ୍ବେରନ ଦେଶରେ ମହାମାରୀର ପଞ୍ଚମ ଲହର ଆରମ୍ଭ ହୋଇଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ପୂର୍ବରୁ ଅନ୍ୟ ଲହର…
Read More...

ଅଭିଭାବକଙ୍କ ମୃତ୍ୟୁ ହେଲେ ଝିଅ ମଧ୍ୟ ଚାକିରୀ ପାଇପାରିବେ।

ଲକ୍ଷ୍ନୌ,୧୧।୧୧: ଉତ୍ତରପ୍ରଦେଶ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମୃତ ସରକାରୀ କର୍ମଚାରୀଙ୍କ ବିବାହିତ ଝିଅ ମଧ୍ୟ ସରକାରୀ ଚାକିରି ପାଇବାକୁ ଯୋଗ୍ୟ ବିବେଚିତ ହେବେ। ମୃତ ଅଭିଭାବକଙ୍କ କୋଟାରେ ବିବାହିତ ଝିଅଙ୍କୁ ଥଇଥାନ କରାଯିବ। ଏ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…
Read More...

ହ°କ° ରେ ଅନୁମତି ପାଇଲା ଭାରତୀୟ ଟିକା କୋଭାକ୍ସିନ୍

ହଂକଂ,୧୦।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ଅନୁମୋଦନ ପାଇବା ପରେ ଏବେ ବିଶ୍ୱର ବିଭିନ୍ନ ଦେଶ ମେଡ ଇନ ଇଣ୍ଡିଆ ଟିକା କୋଭାକ୍ସିନକୁ ସ୍ବୀକୃତି ଦେଉଛନ୍ତି। ଅନେକ ବିକଶିତ ଦେଶ ପରେ, ଏବେ ହଂକଂ କୋଭାକ୍ସିନକୁ ମଞ୍ଜୁରୀ ଦେଇଛି। ହଂକଂ ସରକାରୀ ସୂତ୍ରରୁ ପ୍ରକାଶ ଯେ, ଭାରତ…
Read More...