Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
ୟୁଏନଏସସି ବୈଠକରେ ଚାଇନାକୁ ଟାର୍ଗେଟ କଲା ଭାରତ
ଜେନେଭା,୧୦।୧୧: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ଚାଇନାକୁ ଟାର୍ଗେଟ୍ କରିଛି। ଚାଇନାର ନାମ ନ ନେଇ କହିଛି ଯେ, ଜାତୀୟ ପ୍ରାଥମିକତାକୁ ସମ୍ମାନ ଦେବା ସହ ଭାରତ ପାରସ୍ପରିକ ସହଯୋଗ ଏବଂ ନିଜର ବିକାଶ ଧାରାକୁ ଅବ୍ୟାହତ ରଖି ସର୍ବଦା ବିଶ୍ୱ ଏକତାକୁ ପ୍ରୋତ୍ସାହିତ କରିବାକୁ…
Read More...
Read More...
୨୨ ହଜାର ଇ-ଯାନ ଚାର୍ଜି° ପଏଣ୍ଟ ନିର୍ମାଣ କରିବେ ବିଭିନ୍ନ ତୈଳ କମ୍ପାନୀ।
ନୂଆଦିଲ୍ଲୀ,୯।୧୧: ଇଣ୍ଡିଆନ ଅଏଲ କର୍ପୋରେଶନ(ଆଇଓସି) ସମେତ ୨ ଅନ୍ୟ ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ୨୨ ହଜାର ଇ-ଯାନ ଚାର୍ଜିଂ ଷ୍ଟେଶନ ବସାଇବେ। ୩ରୁ ୫ ବର୍ଷରେ ଏହି ଇ-ଯାନ ଚାର୍ଜିଂ ଭିତ୍ତିଭୂମି ବିକାଶ ଲାଗି କମ୍ପାନୀଗୁଡ଼ିକ ଯୋଜନା ରଖିଛନ୍ତି। ଅଙ୍ଗାରକାମ୍ଳ ବାଷ୍ପ ନିର୍ଗମନକୁ ନେଟ୍ ଜିରୋ…
Read More...
Read More...
ଦଶମ, ଦ୍ବାଦଶ ଟର୍ମ-୧ ପରୀକ୍ଷା
ନୂଆଦିଲ୍ଲୀ,୮।୧୧: ସିବିଏସ୍ସି ଦଶମ ଓ ଦ୍ବାଦଶର ଟର୍ମ-୧ ପରୀକ୍ଷାକୁ ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ମଙ୍ଗଳବାର ସିବିଏସ୍ସି ପୋର୍ଟାଲରେ ନଭେମ୍ବର ଓ ଡିସେମ୍ବରରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କ ରୋଲ ନମ୍ବର ଅପଲୋଡ଼ କରାଯିବ । ୪୫ରୁ ୫୦ ଦିନ ପର୍ଯ୍ୟନ୍ତ ପରୀକ୍ଷା…
Read More...
Read More...
ଏଥର ଆରମ୍ଭ ହେବ ପିଲାଙ୍କୁ କରୋନା ଟିକା
ନୂଆଦିଲ୍ଲୀ,୭।୧୧: ଭାରତରେ ପିଲାମାନଙ୍କୁ ଖୁବ୍ଶୀଘ୍ର କରୋନା ଟିକା ଦିଆଯିବ। ୧୨ ବର୍ଷ ଏବଂ ତଦୁର୍ଦ୍ଧ୍ୱ ଲୋକଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ଅହମ୍ମଦାବାଦ ସ୍ଥିତ କମ୍ପାନୀ ଜାୟଡସ କାଡିଲା ଠାରୁ ତିନି ଡୋଜ ଟିକା ‘ଜାଇକୋଭ-ଡି’ର ୧ କୋଟି ଡୋଜ କ୍ରୟ କରିବାକୁ ସରକାର…
Read More...
Read More...
ମହାମାରୀ ନେଇ ହୁ ର ଚେତାବନୀ।
ନୂଆଦିଲ୍ଲୀ,୫/୧୧ : ବିଶ୍ୱରେ ମହାମାରୀ କୋଭିଡର ଆଉ ଏକ ଲହର ଆସିବା ନେଇ ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ) । ସଂଗଠନ ପକ୍ଷରୁ କୁହାଯାଇଛି ଯେ ଜନସାଧାରଣଙ୍କୁ କୋଭିଡ ଟିକା ପ୍ରଦାନରେ ବିଳମ୍ବ ଏବଂ କୋଭିଡ ସମ୍ପର୍କିତ ନିର୍ଦ୍ଦେଶାବଳୀକୁ ଜନସାଧାରଣ କଡାକଡି ପାଳନ କରୁନଥିବାରୁ…
Read More...
Read More...
କମିଲା ଖାଇବା ତେଲ ଦର।
ଭୁବନେଶ୍ୱର : ପେଟ୍ରୋଲ ଡିଜେଲ ପରେ ଶସ୍ତା ହେଲା ଖାଇବା ତେଲ । ପାମ୍ ତେଲ, ସୋୟାବିନ୍ ଓ ସୂର୍ଯ୍ୟମୁଖୀର ଦର କମ୍ ହୋଇଛି । ପାମ୍ ତେଲ ଉପରେ କୃଷି ସେସ୍ ୨୦ ପ୍ରତିଶତରୁ କମାଇ ୭.୫ ପ୍ରତିଶତ କରିଛନ୍ତି କେନ୍ଦ୍ର ସରକାର । ସେହିପରି ସୋୟାବିନ୍ ଓ ସୂର୍ଯ୍ୟମୁଖୀ ତେଲ ଉପରେ ୫ ପ୍ରତିଶତକୁ କମିଛି…
Read More...
Read More...
ଯବାନଙ୍କ ସହ ଦୀପାବଳି ମନାଇଲେ ମୋଦି
ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ ପହଞ୍ଚିଛନ୍ତି ।ଏହାପରେ ସାରେ ସୀମାରେ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ।
ସେଠାରେ ପହଞ୍ଚିବା ପରେ…
Read More...
Read More...
ବେଆଇନ ଆଧାର ବ୍ୟବହାର କଲେ ୧ କୋଟି ପର୍ଯ୍ୟନ୍ତ ଫାଇନ୍
ନୂଆଦିଲ୍ଲୀ,୩।୧୧: ଆଧାର କାର୍ଡର ବେଆଇନ ବ୍ୟବହାର କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ)କୁ କ୍ଷମତା ପ୍ରଦାନ କରିଛନ୍ତି। ଯେଉଁମାନେ ଆଧାର ଅନ୍ତର୍ଗତ ନୀତି ପାଳନ କରୁନାହାଁନ୍ତି…
Read More...
Read More...
ନଭେମ୍ବର ୧ରୁ ବିଭିନ୍ନ ରାଜ୍ୟରେ ହେବ ଭୋଟର ସ°ଶୋଧନ।
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ୨୦୨୨ ଜାନୁୟାରୀ ୧ ତାରିଖକୁ ଯୋଗ୍ୟତାଭିତ୍ତିକ ତାରିଖ ଭାବେ ଗ୍ରହଣ କରି ଭାରତ ନିର୍ବାଚନ ଆୟୋଗ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକାର ସଂଶୋଧନ କାର୍ଯ୍ୟକ୍ରମ କରିବାକୁ ଯାଉଛନ୍ତି । ଶନିବାର ଏଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ…
Read More...
Read More...
ରାତିରେ ବି କାମୁଡେ ଡେଙ୍ଗୁ ମସା।
ଭୁବନେଶ୍ୱର : ଦେଶର ଅନେକ ରାଜ୍ୟରେ ଡେଙ୍ଗୁ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବିଶେଷକରି ଦିଲ୍ଲୀ , ନୋଏଡା ଏବଂ ଗୁରୁଗାଓଁରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଏଡିସ୍ ମଶା କାମୁଡ଼ିବା ଦ୍ୱାରା ଡେଙ୍ଗୁ ଜ୍ୱର ବ୍ୟାପିଥାଏ। ଏହା ସିଧାସଳଖ ଜଣେ ବ୍ୟକ୍ତିଙ୍କଠାରୁ…
Read More...
Read More...