banner
Breaking
Browsing Category

ଦେଶ ବିଦେଶ

ପୁଣି ବଢିଲା କରୋନା

ନୂଆଦିଲ୍ଲୀ : ଭାରତରେ ରବିବାର ୫୨୪ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୧୧୩ ଦିନ ମଧ୍ୟରେ ଏହା ସର୍ବାଧିକ ଦୈନିକ ସଂକ୍ରମଣ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡ଼ିଛି। ନୂଆ ସଂକ୍ରମଣ ସହ ସକ୍ରିୟ ମାମଲା ସଂଖ୍ୟା ୩,୬୧୮ରେ ପହଞ୍ଚତ୍ଛି। ଶନିବାର ସକାଳ ସୁଦ୍ଧା ସକ୍ରିୟ…
Read More...

ଦିନେ ବଢ଼ିଲେ ଦିନେ କମୁଛି କରୋନା

ନୂଆଦିଲ୍ଲୀ, ୭।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ…
Read More...

ଥଣ୍ଡା କାଶ ଜର ବୃଦ୍ଧି ପାଇଁ ଭୟଭୀତ ନହେବାକୁ ପରାମର୍ଶ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଛି। ହେଲେ ଥଣ୍ଡା,କାଶ ଏବଂ ଜ୍ୱର ମାମଲା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଚ୍‌୩ଏନ୍‌୨ ଭାଇରସ ଯୋଗୁ ଏଭଳି ହେଉଥିବା ଆଇସିଏମ୍‌ଆର୍‌ କହିଛି। ଏହା ଏକ ପ୍ରକାର ଇନ୍‌ଫ୍ଲୁଏଞ୍ଜା ଭାଇରସ। ଡାକ୍ତରମାନେ ଦାବି କରିଛନ୍ତି ଯେ,…
Read More...

ଉତ୍ତରପ୍ରଦେଶରୁ ମାଫିଆ ରାଜ ହଟିଛି

ଲକ୍ଷ୍ନୌ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା। କିନ୍ତୁ ଆଜି ଏହା ଉନ୍ନତ ଆଇନ ଶୃଙ୍ଖଳା ତଥା…
Read More...

ଯୁବତୀଙ୍କ ବିବାହ ବୟସ ସୀମା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଯୁବତୀଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଖାରଜ ହୋଇଯାଇଛି। ଯୁବତୀଙ୍କ ବିବାହ ପାଇଁ ବୟସ ସୀମା ସମ୍ବିଧାନରେ ନିର୍ଦ୍ଧାରିତ ହୋଇଛି। ଏହାର ପରିବର୍ତ୍ତନ କେବଳ ପାର୍ଲାମେଣ୍ଟରେ ହୋଇପାରିବ ବୋଲି ପ୍ରଧାନ ବିଚାରପତି ଡି.ଓ୍ବାଇ.…
Read More...

ପାକିସ୍ଥାନୀ ଡ୍ରୋନକୁ ଖସାଇ ଦେଲେ ବିଏସଏଫ ଯବାନ

ଅମୃତସର : ପାକିସ୍ତାନରୁ ପଞ୍ଜାବକୁ ଡ୍ରଗ୍ସ ଚୋରା ଚାଲାଣ ପ୍ରକ୍ରିୟା ବନ୍ଦ ହେବାର ନାମ ନେଉନାହିଁ। ପଞ୍ଜାବର ଯୁବକଙ୍କୁ ବିଗାଡିବା ପାଇଁ ପାକିସ୍ତାନରୁ ଗୁପ୍ତରେ ଡ୍ରଗ୍ସ ଏବଂ ଅସ୍ତ୍ର ଆସୁଛି। ତେବେ ସୀମାନ୍ତରେ ପୋଷ୍ଟ ହୋଇଥିବା ଭାରତୀୟ ସୈନିକମାନେ ଏହି ଷଡଯନ୍ତ୍ରକୁ ରୋକିବାରେ ସଫଳ…
Read More...

କ୍ରିକେଟର ସବୁ ଫର୍ମାଟରେ ଭାରତ ନମ୍ବର ଓ୍ବାନ୍

ନୂଆଦିଲ୍ଲୀ : ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଟିମ୍‌ ଏଠାରେ ଖେଳାଯାଇଥିବା ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାଜିତ କରିଛି। ଏହାପରେ ଦଳ ଆଇସିସି ର଼୍ୟାଙ୍କିଙ୍ଗର ସମସ୍ତ ତିନୋଟି ଫର୍ମାଟରେ ବିଶ୍ୱର ଏକ ନମ୍ବର ଦଳ ହୋଇଛି।…
Read More...

ଫୁଲଓ୍ବାମା ଶହୀଦଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯ ଫେବୃୟାରୀ ୧୪ରେ ହୋଇଥିବା ପୁଲୱାମା ଆକ୍ରମଣକୁ ଆଜି ୪ ବର୍ଷ ପୂରିଛି। ମଙ୍ଗଳବାର ଶହୀଦ ଯବାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନେ ପକାଇଛନ୍ତି। ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ କହିଛନ୍ତି,ପୁଲୱାମାରେ ଏହି ଦିନ ଆମେ ଆମର ବୀର ଯବାନଙ୍କୁ ହରାଇଥିଲୁ। ଯବାନଙ୍କ…
Read More...

ଏଣିକି ଫ୍ରିରେ ଦେଖିବେ ୨୦୦ ଚ୍ୟାନେଲ

ନୂଆଦିଲ୍ଲୀ : ଏଣିକି ଲୋକମାନେ ସେଟ-ଟପ ବକ୍ସ କିମ୍ବା ଫ୍ରି ଡିଶ୍‌ରେ ୨୦୦ରୁ ଅଧିକ ଚ୍ୟାନେଲକୁ ଦେଖିବାକୁ ସମର୍ଥ ହେବେ। ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଟେଲିଭିଜନ ସେଟ ତିଆରି ସମୟରେ ସାଟେଲାଇଟ ଟ୍ୟୁନର୍‌ ସ୍ଥାପନ ପାଇଁ ଉଦ୍ୟମ କରାଯାଉଛି। ଏହି ପଦକ୍ଷେପ ସହିତ…
Read More...

କ୍ୟାନ୍ସର ପାଇଁ ଭ୍ୟାକ୍ସିନ୍ ଖୁବଶୀଘ୍ର

ନୂଆଦିଲ୍ଲୀ: କ୍ୟାନ୍ସରକୁ ମାତ୍‌ ଦେବାକୁ ଖୁବ୍‌ଶୀଘ୍ର ବଜାରରେ ଉପଲବ୍ଧ ହେବ କ୍ୟାନ୍ସର ଭ୍ୟାକ୍ସିନ୍‌ । ସେରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ଏହି ଟିକା ବଜାରରେ ଉପଲବ୍ଧ ହେବା ନେଇ ସୂଚନା ଦିଆଯାଇଛି । ମିଳିଥିବା ତଥ୍ୟ ଅନୁସାରେ ଚଳିତ ମାସ ଶେଷ ସୁଦ୍ଧା ଗର୍ଭାଶୟ କ୍ୟାନ୍‌ସର ପାଇଁ ‘CERVAVAC’…
Read More...