Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
କରୋନା ପାଇଁ ଆଉ ଏକ ଔଷଧର ପରୀକ୍ଷଣ।
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ ଔଷଧର ପରୀକ୍ଷା କରାଯାଉଛି। ବିଜ୍ଞାନ ଏବଂ…
Read More...
Read More...
ଭାରତରେ ଶିଶୁ ମାନଙ୍କୁ ଦିଆଯିବ ଆମେରିକା ଟିକା।
ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ ଭାରତରେ ଶିଶୁମାନଙ୍କୁ ଦିଆଯିବ…
Read More...
Read More...
ଜୁନ ୩ରେ କେରଳ ଛୁଇଁବ ମୌସୁମୀ।
ନୂଆଦିଲ୍ଲୀ,୩୧ା୫: ମୌସୁମୀ ସାଧାରଣତଃ ଜୁନ୍ ୧ରେ କେରଳ ଛୁଇଁଥାଏ। ଦେଶରେ ଏଇଠୁ ଆରମ୍ଭ ହୋଇଥାଏ ୪ ମାସିଆ ବର୍ଷାଋତୁ। କିନ୍ତୁ ଏଥର ପୂର୍ବାନୁମାନଠାରୁ ଆଉ ୨ ଦିନ ବିଳମ୍ବରେ ଅର୍ଥାତ୍ ଜୁନ୍ ୩ରେ କେରଳକୁ ଆସିପାରେ। ଏନେଇ ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସ୍ପଷ୍ଟ…
Read More...
Read More...
ଚୀନରୁ ଉତ୍ପତ୍ତି ହୋଇଛି କରୋନା।
ଲଣ୍ଡନ,୩୧ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ପାଇଁ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିବା କୋଭିଡ୍-୧୯ ଭୂତାଣୁର ଉତ୍ପତ୍ତିକୁ ନେଇ ଖୋଳତାଡ଼ ଜାରି ରହିଥିବାବେଳେ ବ୍ରିଟେନର ଗବେଷକମାନେ ଏହା ଉପରୁ ପରଦା ହଟାଇଛନ୍ତି। ନୋଭେଲ କରୋନା ଭାଇରସ୍ର କୌଣସି ପୂର୍ବଜ ନାହିଁ। ଚାଇନା ବୈଜ୍ଞାନିକମାନେ…
Read More...
Read More...
କରୋନାରେ ଅନାଥ ପିଲାମାନଙ୍କୁ ମିଳିବ ୧୦ ଲକ୍ଷ ଓ ମାଗଣା ଶିକ୍ଷା : ମୋଦି
ନୂଆଦିଲ୍ଲୀ,: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ ପିଲାଙ୍କୁ ପିଏମ୍ କେୟାର୍ସ ଫର୍ ଚିଲ୍ଡ୍ରେନ୍ ସ୍କିମ୍ରେ ମାଗଣା ଶିକ୍ଷା ଏବଂ ଆର୍ଥିକ ସହାୟତା ଯୋଗାଇ ଦେବାକୁ…
Read More...
Read More...
ବଙ୍ଗଳାବାସୀଙ୍କ ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ପ୍ରସ୍ତୁତ। ମମତା
କୋଲକାତା,୨୯।୫: ବାତ୍ୟା ‘ୟାସ’ ପ୍ରଭାବରେ ଓଡ଼ିଶା ସହ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିନିମନ୍ତେ ସେ ଏକ ବୈଠକ ମଧ୍ୟ କରିଥିଲେ। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
Read More...
Read More...
ରାଜନୈତିକ ପ୍ରତିଶୋଧ ନେଉଛି କେନ୍ଦ୍ର : ମମତା
କୋଲକାତା, ୨୯।୫: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟଙ୍କୁ ସାଧାରଣ ଅଭିଯୋଗ ଓ ପେନ୍ସନ ମନ୍ତ୍ରଣାଳୟରେ ଅବସ୍ଥାପିତ କରାଇବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ସନ୍ଧ୍ୟାରେ ନିର୍ଦ୍ଦେଶ ଜାରି କରିଥିଲେ। ଉକ୍ତ ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରିନେବାକୁ ଶନିବାର…
Read More...
Read More...
ଅକ୍ସିଜେନ୍ ବୃଦ୍ଧିକାରୀ ଔଷଧର ଦାମ ଘୋଷଣା। ସରକାରୀ ହସ୍ପିଟାଲରେ ମିଳିବ ରିହାତି।
ନୂଆଦିଲ୍ଲୀ,୨୮।୫: ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା (ଡିଆର୍ଡିଓ) ଏବଂ ଫାର୍ମା କମ୍ପାନୀ ଡକ୍ଟର ରେଡ୍ଡୀର ମିଳିତ ସହଯୋଗରେ ପ୍ରସ୍ତୁତ କରୋନା ଔଷଧ ୨-ଡିଜିର ମୂଲ୍ୟ ଶୁକ୍ରବାର ସ୍ଥିର କରାଯାଇଛି। ଏହି ଔଷଧ ପାଉଚ ପିଛା ଦାମ ୯୯୦ ଟଙ୍କା ରଖାଯାଇଛି। ହେଲେ ସରକାରୀ ହସ୍ପିଟାଲରେ ଏହା ରିହାତି…
Read More...
Read More...
ଫେରୁ ଫେରୁ ଘୋଷଣା କଲେ ୧୦୦୦ କୋଟିର ସହାୟତା।
ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା…
Read More...
Read More...
ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା।
ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।
ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ କୋଭିସିଲ୍ଡ…
Read More...
Read More...