banner
Breaking
Browsing Category

ଦେଶ ବିଦେଶ

ବାମପନ୍ଥର କୁଶାସନରୁ ମୁକ୍ତ ହୋଇଛି ତ୍ରିପୁରା : ମୋଦି

ନୂଆଦିଲ୍ଲୀ,୧୧ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତ୍ରିପୁରା ଗସ୍ତ କରିଛନ୍ତି । ତ୍ରିପୁରା ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ମୋଦିଙ୍କ ରାଲି ରାଜନୈତିକ ବାତାବରଣକୁ ଉଷ୍ମ କରି ଦେଇଛି । ମୋଦି ଧଲାଇର ଅଂବାସା ପହଞ୍ଚି ସେଠାରେ ବିଜୟ ସଂକଳ୍ପ ରାଲିକୁ ସମ୍ବୋଧିତ କରୁଛନ୍ତି…
Read More...

ଲିଙ୍ଗରାଜଙ୍କ ଦର୍ଶନ କରି ଜଳାଭିଷେକ କଲେ ରାଷ୍ଟ୍ରପତି

ଭୁବନେଶ୍ୱର,୧୧।୨(ବ୍ୟୁରୋ): ବାବା ଲିଙ୍ଗରାଜଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କଡା ସୁରକ୍ଷା ବ୍ୟବସ୍ଥାରେ ଶୁକ୍ରବାର ବାବା ଲିଙ୍ଗରାଜଙ୍କ ଜଳାଭିଷେକ ସହ ପୂଜାର୍ଚ୍ଚନା କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ଥିଲେ। ଗର୍ଭଗୃହରୁ ପୂଜାର୍ଚ୍ଚନା ସାରିବା ପରେ…
Read More...

ଭୁବନେଶ୍ବରରୁ ଦୁବାଇ ଉଡିବ ବିମାନ

ଭୁବନେଶ୍ୱର : ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରିବ। ଇଣ୍ଡିଗୋ ଏୟାରଲାଇନ୍ସ ଏହି ସେବା ଯୋଗାଇ ଦେବ। ଇଣ୍ଡିଗୋର ୬ଇ୦୦୨୭ ବିମାନଟି ସନ୍ଧ୍ୟା ୬ଟା ୫ରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରି ଦୁବାଇରେ ରାତି ୯ଟା ୪୫ରେ ପହଞ୍ଚତ୍ବ।…
Read More...

୧୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନୂତନ ଆକଳନ ଅନୁଯାୟୀ, ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆହତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ହୋଇଛି। ବହୁ ସଂଖ୍ୟକ ଲୋକ ଏପର୍ଯ୍ୟନ୍ତ…
Read More...

ଚାଇନା ଗୁପ୍ତଚର ବେଲୁନର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୮।୨ : ଚାଇନା ଗୁପ୍ତଚର ବେଲୁନ ବିଷୟରେ ଏକ ବଡ଼ ପର୍ଦ୍ଦାଫାଶ ହୋଇଛି। ଆମେରିକାର ଅଧିକାରୀମାନେ ଦାବି କରିଛନ୍ତି ଯେ ଚାଇନା କେବଳ ଆମେରିକା ଏବଂ ଭାରତରେ ନୁହେଁ ବରଂ ଅନ୍ୟାନ୍ୟ ଦେଶକୁ ମଧ୍ୟ ଗୁପ୍ତଚର ବେଲୁନ ପଠାଇଛି। ଆମେରିକାର ଡେପୁଟି ସେକ୍ରେଟେରୀ ୱେଣ୍ଡି ଶେର୍ମାନ ଏହି…
Read More...

ରାଷ୍ଟ୍ରପତିଙ୍କ ଓଡିଶା ଆସିବା ନେଇ କଡ଼ା ସୁରକ୍ଷା

ଭୁବନେଶ୍ୱର : ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ୪୦ ପ୍ଲାଟୁନ୍‌ ପୋଲିସ ଫୋର୍ସ ସହ ୨୦୦ ରୁ ଅଧିକ ଅଫିସ ନିୟୋଜିତ ହେବେ। ଏଥିସହ ସାଧା ପୋଷାକଧାରୀ ପୋଲିସ ଏବଂ ରୁଫଟପ୍‌…
Read More...

ପୃଥିବୀ ପରି ଗ୍ରହର ମିଳିଲା ସନ୍ଧାନ

ନୂଆଦିଲ୍ଲୀ : ନୂତନ ଗ୍ରହ ଆବିଷ୍କାର ଦିଗରେ, ମଣିଷ ବାସ ଉପଯୋଗୀ ପାଇଁ ଉପଯୁକ୍ତ ଗ୍ରହର ସନ୍ଧାନ ମିଳିଛି। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ ଏଠାରେ ମାନବ ବସତି ପ୍ରତିଷ୍ଠା କରାଯାଇପାରିବ। ଏହା ଏକ ପଥର ଦୁନିଆ, କିନ୍ତୁ ଜଳର ଏଠାରେ ଅପାର ସମ୍ଭାବନା ଦେଖାଉଛି। ତେଣୁ ଆଶା କରାଯାଏ ଯେ ମଣିଷ…
Read More...

ପ୍ୟାନ୍ ଆଧାର ସଂଯୋଗ ନହେଲେ ଜରିମାନା

ନୂଆଦିଲ୍ଲୀ : ସ୍ଥାୟୀ ଆକାଉଣ୍ଟ ନମ୍ବର (ପ୍ୟାନ) କୁ ଆଧାର ସହିତ ବାଧ୍ୟତାମୂଳକ ସଂଯୋଗ ଉପରେ ସରକାର ପୁଣିଥରେ ଚେତାବନୀ ଦେଇଛନ୍ତି ଯେ ଯଦି ପ୍ୟାନ ଆଧାର ୩୧ ମାର୍ଚ୍ଚ ୨୦୨୩ ସୁଦ୍ଧା ସଂଯୁକ୍ତ ନ ହୁଏ, ତେବେ କୌଣସି ଟିକସ ସୁବିଧା ମିଳିବ ନାହିଁ। ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ…
Read More...

ଚାଇନାର ବେଲୁନକୁ ଖସାଇ ଦେଲା ଆମେରିକା

ୱାଶିଂଟନ,୫ ।୨: ଆମେରିକା ଆକାଶରେ ଉଡୁଥିବା ଚାଇନାର ଗୁଇନ୍ଦା ବେଲୁନକୁ ନେଇ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଲାଣି । ଆସୋସିଏଟେଡ ପ୍ରେସର ରିପୋର୍ଟ ଅନୁଯାୟୀ, ଆମେରିକା ସମୁଦ୍ର ଉପରେ ଚାଇନା ବେଲୁନକୁ ନଷ୍ଟ କରିଦେଇଛି । ଏବେ ଏହାର ଅଳିଆକୁ ଏକାଠି କରାଯାଉଛି । ଶନିବାର…
Read More...

ଏମ୍‌ସ ଭୁବନେଶ୍ୱରର ଭାରପ୍ରାପ୍ତ ମେଡିକାଲ ଅଧୀକ୍ଷକ ଭାବେ ଦାୟିତ୍ବ ନେଲେ ବରିଷ୍ଠ ଚିକିତ୍ସକ ଡ. ଦିଲ୍ଲୀପ କୁମାର ପରିଡ଼ା

ଭୁବନେଶ୍ବର : ଏମ୍‌ସ ଭୁବନେଶ୍ୱର ଭାରପ୍ରାପ୍ତ ମେଡିକାଲ ଅଧୀକ୍ଷକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଚିକିତ୍ସକ ତଥା ରେଡିଏସନ୍‌ ଅଙ୍କୋଲୋଜି ବିଭାଗ ମୁଖ୍ୟ ଡ. ଦିଲ୍ଲୀପ କୁମାର ପରିଡ଼ା। ଏହି ଅବସରରେ ଏମ୍‌ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର(ଡ.) ଆଶୁତୋଷ ବିଶ୍ବାସ…
Read More...