Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
କରୋନା ଭାକ୍ସିନ୍ କିପରି ଫଳପ୍ରଦ ଜାଣନ୍ତୁ।
ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସାର୍ବଜନୀକ ଭାକ୍ସିନ୍ କରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ନେବା ପରେ ଏହା କାମ କରୁଛି କି ନାହିଁ ସେ ନେଇ କେତେକଙ୍କ ମନରେ ସ୍ବତଃ ପ୍ରଶ୍ନ ଉଠୁଛି। ଭାକ୍ସିନ୍ ନେବା ପରେ କିଛି…
Read More...
Read More...
ରିଲିଆନ୍ସ ଫାଉଣ୍ଡେସନ ନିର୍ମାଣ କରିବ ୧୦୦୦ ଶଯ୍ୟାର ହସ୍ପିଟାଲ।
ମୁମ୍ବାଇ,୨୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଛି। ଏହି କଠିନ ସମୟରେ ଭାରତକୁ ସହାୟତା କରିବାକୁ ଅନେକ ବିଶ୍ୱ ଆଗେଇ ଆସିଛନ୍ତି। ଅମ୍ଳଜାନର ଅଭାବ ଏବଂ ଡାକ୍ତରଖାନାରେ ଶଯ୍ୟା ଅଭାବକୁ ଦୃଷ୍ଟିରେ ରଖି ରିଲାଏନ୍ସ ଫାଉଣ୍ଡେସନ ଜାମନଗରରେ ୧୦୦୦ ଶଯ୍ୟା ବିଶିଷ୍ଟ କରୋନା…
Read More...
Read More...
ଅକ୍ସିଜେନ୍ ପାଇଁ ପିଏମ୍ ଫଣ୍ଡରୁ ୧ କୋଟି।
ନୂଆଦିଲ୍ଲୀ,୨୮।୪: ହସ୍ପିଟାଲଗୁଡିକରେ ଡାକ୍ତରୀ ଅମ୍ଳଜାନ ଯୋଗାଣକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପିଏମ୍ କେୟାର୍ସ ପାଣ୍ଠିରୁ ୧ଲକ୍ଷ ଅମ୍ଳଜାନ କନସେନ୍ଟ୍ରେଟର କିଣିବାକୁ ମଞ୍ଜୁରି ଦେଇଛନ୍ତି। କରୋନାର ଦ୍ବିତୀୟ ଲହରରେ ଦେଶରେ ରୋଗୀଙ୍କ ସଂଖ୍ୟା ଦୃତ ଗିତରେ…
Read More...
Read More...
ଆରମ୍ଭ ହେଲା ଟିକା ପଞ୍ଜିକରଣ।
ନୂଆଦିଲ୍ଲୀ,୨୮।୪ : ଆସନ୍ତା ୧ ତାରିଖରୁ ଆରମ୍ଭ ହେବାକୁ ଥିବା ୩ୟ ପର୍ଯ୍ୟାୟ ଟିକାକରଣ ପାଇଁ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ରେଜିଷ୍ଟ୍ରେଶନ ପ୍ରକ୍ରିୟା। କିନ୍ତୁ ପ୍ରଥମ ଦିନ ହିଁ କୋଓ୍ବିନ ଓ୍ବେବସାଇଟ୍ କାମ କରୁ ନ ଥିବା ଅଭିଯୋଗ ଆସିଛି। କିଛି ସଂଖ୍ୟାରେ ୟୁଜର୍ସ ସଫଳତାର ସହ ରେଜିଷ୍ଟ୍ରେଶନ…
Read More...
Read More...
କମିଲା କରୋନା ଟିକା ଦାମ୍।
ନୂଆଦିଲ୍ଲୀ,୨୮।୪: ସିରମ୍ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ପକ୍ଷରୁ କୋଭିଶିଲ୍ଡ ଟିକାର ଦାମ୍କୁ ବୁଧବାର ହ୍ରାସ କରାଯାଇଛି। ଏନେଇ ଏକ ଟେଲିଭିଜନ ଚ୍ୟାନେଲକୁ ସାକ୍ଷାତକାର ଦେବା ଅବସରରେ କୋଭିଶିଲ୍ଟ ଟିକା କମ୍ପାନୀର ସିଇଓ ଅଦର ପୁନାୱାଲା ଏହି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ ପାଇଁ ଦର…
Read More...
Read More...
ଟେଷ୍ଟରେ ନେଗେଟିଭ ଥିଲେ ମଧ୍ୟ ଲକ୍ଷଣ ଅନୁସାରେ ଔଷଧ ଖାଆନ୍ତୁ।
ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ସଂକ୍ରମଣ ରୋକିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍ର ନିର୍ଦ୍ଦେଶକ ଡ. ରଣଦୀପ୍ ଗୁଲେରିଆ କହିଛନ୍ତି ଯେ, କରୋନାର ନୂଆ ଷ୍ଟ୍ରେନ୍ ଆର୍ଟି-ପିସିଆର୍ ପରୀକ୍ଷାରେ…
Read More...
Read More...
ମେ ୧ ରୁ ଟିକାକରଣ।
ଭୁବନେଶ୍ବର, ୨୮।୪(ବ୍ୟୁରୋ): ସାରାଦେଶରେ ମେ ୧ରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। କେନ୍ଦ୍ରସରକାରଙ୍କ ନିର୍ଦ୍ଦେଶ ଅନୁସାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଜିଠୁ ପଞ୍ଜୀକରଣ ଆରମ୍ଭ ହେବ। ଆଜି ଅପରାହ୍ନ ୪ଟାରୁ ଏହି ଟିକା ପଞ୍ଜୀକରଣ ଆରମ୍ଭ ହେବ। ଟିକା ନେବାକୁ ଚାହୁଁଥିଲେ କୋୱିନ…
Read More...
Read More...
ଆସାମରେ ଭୂକମ୍ପ।
ଗୁଆହାଟି,୨୮।୪: ଆସାମ ସୋନିତ୍ପୁରରେ ବୁଧବାର ୭ଟା ୫୧ରେ ଭୂକମ୍ପ ହୋଇଛି। ଏହାପରେ ଲଗାତାର ୫ ଥର ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୪ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥିତି ଉପରେ ସତର୍କ ଦୃଷ୍ଟି ରଖାଯାଇଥିବା ମୁଖ୍ୟମନ୍ତ୍ରୀ…
Read More...
Read More...
କରୋନାରେ ଚାଲିଗଲେ ମୋଦିଙ୍କ ସାନବୋଉ।
ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାନ ବୋଉ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ସେ କରୋନା…
Read More...
Read More...
ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତ ଦେହ। ଜବାବ ମାଗିଲେ ହାଇକୋର୍ଟ।
ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା ମିଳୁନାହିଁ। ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ, କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହକୁ ଘଣ୍ଟା ଘଣ୍ଟା…
Read More...
Read More...