Breaking
ଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକଭୁବନେଶ୍ୱର ଉତ୍ତର ପୂଜା ଭସାଣୀ ସମିତି ପ୍ରସ୍ତୁତି ବୈଠକ୧୨ ନଂ ୱାର୍ଡରେ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା କର୍ପୋରେଟର ଜୟନ୍ତୀ ସାହୁଙ୍କ ନିଆରା ଢଙ୍ଗରେ ପୁଜାଭେଟି
Browsing Category
ଦେଶ ବିଦେଶ
ବିଶ୍ବର ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ କିଟ୍।
ଭୁବନେଶ୍ୱର : ଟାଇମସ୍ ହାଇଅର ଏଜୁକେସନ୍ ଇମ୍ପାକ୍ଟ ରାଙ୍କିଙ୍ଗ-୨୦୨୧ରେ କିଟ୍ ବିଶ୍ୱବିଦ୍ୟାଳୟ ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇଛି। ବୁଧବାର ଟାଇମସ୍ ହାଇଅର ଏଜୁକେସନ୍ ଇମ୍ପାକ୍ଟ ରାଙ୍କିଙ୍ଗ ୨୦୨୧ ପ୍ରକାଶ ପାଇଛି। ପ୍ରତିବର୍ଷ ଟାଇମସ୍ ହାଇଅର ଏଜୁକେସନ୍ ପକ୍ଷରୁ…
Read More...
Read More...
କରୋନା ବାତ୍ୟା ପରି ମାଡିଆସୁଛି। ଆମକୁ ଲଢେ଼ଇ କରିବାକୁ ହେବ।
ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ବିତୀୟ ଲହର ସଂକ୍ରମଣ ହୁହୁ ହୋଇ ବଢ଼ୁଥିବା ପରୀପ୍ରେକ୍ଷିରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ଯେ କରୋନା ବିରୋଧରେ ବଡ଼ ଲଢ଼େଇ କରୁଛି ଦେଶ। କରୋନା ସହ ଆମକୁ ମଜଭୁତ ଭାବେ ଲଢ଼ିବାକୁ ହେବ। କରୋନାର ଦ୍ବିତୀୟ ଲହର ବାତ୍ୟା…
Read More...
Read More...
କାରଗିଲ୍ ମୃତ୍ୟୁ ଠାରୁ ଭୟଙ୍କର କରୋନା।
ଦେଶରେ ଦୈନିକ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା କାର୍ଗିଲ ଯୁଦ୍ଧ ଅପେକ୍ଷା କରୋନାରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି ସେ ରବିବାର ଏକ ଟୁଇଟ୍ରେ କହିଛନ୍ତି। ଦେଶରେ ସଂକ୍ରମଣର…
Read More...
Read More...
ଚାଳକ ବିହୀନ କାର ଦୁର୍ଘଟଣା। ଦୁଇ ମୃତ୍ୟୁ
ନ୍ୟୁୟର୍କ,୧୯।୪ : ଟେକ୍ସାସଠାରେ ଚାଳକ ବିହୀନ ଟେସଲା କାର୍ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଶନିବାର ବିଳମ୍ବିତ ରାତିରେ କାର୍ଟି ଖୁବ୍ ଗତିରେ ଯାଉଥିବାବେଳେ ଏକ ଗଛରେ ପିଟି ହୋଇଥିଲା। ଦୁର୍ଘଟଣା ପରେ କାର୍ରେ ନିଆଁ ଲାଗିଯାଇଥିବା ହାରିସ କାଉଣ୍ଟି…
Read More...
Read More...
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନର ଉତ୍ତର ରଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ।
ନୂଆଦିଲ୍ଲୀ୧୯।୪: କରୋନା ମୁକାବିଳା ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ଟିକାକରଣ ଅଭିଯାନକୁ ଜୋରଦାର କରିବା ସହିତ ଅନ୍ୟ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟିକାକୁ ବ୍ୟବହାର ପାଇଁ ସରକାର ଅନୁମତି ଦେବା ଦରକାର ବୋଲି…
Read More...
Read More...
ବର୍ଷକୁ ୨ ଥର ହେବ କରୋନା ଲହର।
ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ ସୂଚନା ଦେଇଛନ୍ତି। ପ୍ରତିବର୍ଷ ଅକ୍ଟୋବର ଏବଂ…
Read More...
Read More...
ଦିଲ୍ଲୀ ୭ ଦିନ ଲକଡାଉନ୍।
ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲୋକେ ୨୬ ଏପ୍ରିଲ୍ ପର୍ଯ୍ୟନ୍ତ ଘରେ ବନ୍ଦୀ ରହିବେ। ଘରୁ ବାହାରକୁ…
Read More...
Read More...
କୁମ୍ଭମେଳା ଫେରନ୍ତାଙ୍କ କରୋନା ଟେଷ୍ଟ ବାଧ୍ୟତାମୂଳକ।
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶାରେ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କେତେକ କଡ଼ା ସତର୍କତା ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିବା ତଥା କୁମ୍ଭମେଳାରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ଆର୍ଟି-ପିସିଆର ରିପୋର୍ଟ…
Read More...
Read More...
ପୂର୍ବଦୋୟ ଭାରତ ବିକାଶ କ୍ଷେତ୍ରରେ ମୋଦି ସରକାର
କଲକାତା: ମୋଦି ସରକାରଙ୍କ ମନ୍ତ୍ର ‘ରିଫର୍ମ, ପର୍ଫମ ଏବଂ ଟ୍ରାନ୍ସଫର୍ମ’ ଅର୍ଥାତ୍ ସଂସ୍କାର, ପ୍ରଦର୍ଶନ ଏବଂ ପରିବର୍ତନ ଦେଶର ଅର୍ଥନୀତିକୁ ପୁର୍ନଜୀବିତ କରିଛି ଏବଂ ନାଗରିକଙ୍କୁ ସଶକ୍ତ କରିବା ସହ ସମସ୍ୟାର ସମାଧାନ ପାଇଁ ଆମର କ୍ଷମତାକୁ ଶକ୍ତି ଯୋଗାଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ…
Read More...
Read More...
କେନ୍ଦ୍ରକୁ ନବୀନଙ୍କ ଚିଠି।
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଖୋଲା ବଜାରରେ କରୋନା ଟିକା ମିଳୁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୋଲା ବଜାରରେ ଟିକା ମିଳିଲେ ସାଧାରଣ ବର୍ଗର ଲୋକେ ଏହାକୁ କିଣିବା ପାଇଁ ସମର୍ଥ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...
Read More...