Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
ଏବର୍ଷ ସ୍ବଭାବିକ ବର୍ଷା ହେବ।
ଭୁବନେଶ୍ୱର, ୧୪ା୪: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ପ୍ରଶାନ୍ତ ମହାସାଗରରେ ଏଲ-ନିନ୍ୟୋର ପ୍ରଭାବ ନାହିଁ। ପାଗ ଅନୁକୂଳ ରହିବ। ଓଡ଼ିଶା ସମେତ ସମଗ୍ର ଦେଶରେ ଭଲ ବର୍ଷା ହେବ। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ ଏଭଳି ଆକଳନ କରିଛି। ଏହି ସଂସ୍ଥା କହିଛି ଯେ, ଜୁନ୍ରେ…
Read More...
Read More...
ଆଉ ମମତାଙ୍କୁ ଲୋକ ଚାହୁଁ ନାହାନ୍ତି। ମୋଦି
ନୂଆଦିଲ୍ଲୀ,୧୨।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ସରିଛି। ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୭ରେ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବର୍ଦ୍ଧମାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏଥିରେ ମୋଦି ମୁଖ୍ୟମନ୍ତ୍ରୀ…
Read More...
Read More...
ସୁପ୍ରିମକୋର୍ଟର ଆଧା କର୍ମଚାରୀ କରୋନା ଆକ୍ରାନ୍ତ।
ନୂଆଦିଲ୍ଲୀ,୧୨।୪: ସୁପ୍ରିମ୍କୋର୍ଟର ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍ ଆସିଛି। କୋର୍ଟର ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ୱାରା କୋର୍ଟର ସାଧାରଣ କାର୍ଯ୍ୟରେ ବାଧା…
Read More...
Read More...
ପୃଥିବୀକୁ ମାଡି ଆସୁଛି ପ୍ରାକୃତିକ ମହାବିପଦ।
ଲଦାଖ: ସମୁଦ୍ର ଜଳପତ୍ତନରୁ ପ୍ରାୟ ୩ ମାଇଲ ଉଚ୍ଚତାରେ ଥିବା ତିବ୍ବତୀୟ ମାଳଭୂମି ଏବେ ସାରା ବିଶ୍ୱ ପାଇଁ ବିପଦ ଭାବେ ଉଭା ହୋଇଛି। ପୃଥିବୀର ଛାତ କୁହାଯାଉଥିବା ଏହି ମାଳଭୂମିରେ ତରଳିବାରେ ଲାଗିଛି ବିରାଟ ବରଫ ପାହାଡ଼। ଏହା ଜାରି ରହିଲେ ଖୁବଶୀଘ୍ର ଭାରତ, ପାକିସ୍ତାନ, ଚାଇନା ସମେତ ଏସିଆରେ…
Read More...
Read More...
ପଶ୍ଚିମବଙ୍ଗ ନିର୍ବାଚନ ହି°ସାରେ ୪ ମୃତ୍ୟୁ।
କୋଲକାତା,୧୦।୪: ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା ଥମିବାର ନା ଧରୁନି। ସ୍ଥାନୀୟ କୁଚ ବିହାରର ସିତଲକୁଚି ଅଞ୍ଚଳର ଜୋର୍ ପାଟକିଠାରେ ବୁଥ୍ ନମ୍ବର ୧୨୬ ନିକଟରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତିି। ଏଠାରେ ଫାଏରିଙ୍ଗ୍ରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ୪ ଜଣ ଆହତ ହୋଇଥିବା…
Read More...
Read More...
କରୋନା ଟିକା ନେଲେ କଣ ଲାଭ ମିଳେ ଜାଣନ୍ତୁ।
ନୂଆଦିଲ୍ଳୀ,୧୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କରୋନା ଟିକା ନେଇ ଲୋକଙ୍କ ମଧ୍ୟରେ ନାନା ପ୍ରକାର ଆଶା ଆଶଙ୍କା ସୃଷ୍ଟି…
Read More...
Read More...
ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହର ସାଙ୍ଘାତିକ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୮/୪ : ଆଜି କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ମୁଖ୍ୟମନ୍ତ୍ରୀମାନଙ୍କୁ ବିଭିନ୍ନ ପରାମର୍ଶ…
Read More...
Read More...
ଛୋଟପିଲା, ଯୁବବର୍ଗଙ୍କ ଉପରେ କରୋନା ପ୍ରଭାବ। ସତର୍କ ରୁହନ୍ତୁ।
ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି। ଛୋଟପିଲା, ଯୁବବର୍ଗ ଏବଂ ଗର୍ଭବତୀଙ୍କୁ ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି। କରୋନା ମାର୍ଗଦର୍ଶିକା ପାଳନ ସହିତ ମାସ୍କ୍ ପିନ୍ଧିବା ଏବଂ…
Read More...
Read More...
ଶବ ବ୍ୟବଚ୍ଛେଦ ବେଳେ ମସ୍ତିଷ୍କରୁ କିପରି ମିଳେ ତଥ୍ୟ ଜାଣନ୍ତୁ।
ଓ୍ବାଶିଂଟନ, : ମୃତ୍ୟୁ ଘଟିବାର ବହୁଘଣ୍ଟା ପରେ ବି ମସ୍ତିଷ୍କରେ କେତେକ ଜିନ୍ ସକ୍ରିୟ ରହିଥାନ୍ତି। ହୃଦ୍ସ୍ପନ୍ଦନ ବନ୍ଦ ହେବା ସହିତ ମସ୍ତିଷ୍କ ମଧ୍ୟ କାମ କରିବା ବନ୍ଦ କରିଦେଇଥାଏ। ତେବେ ମସ୍ତିଷ୍କର କ୍ରିୟାଶୀଳତା ଲୋପ ପାଇବା ପରେ କେତେକ ଜିନ୍ ହଠାତ୍ ଅଧିକ ସକ୍ରିୟ ହୋଇ ଉଠିଥାନ୍ତି।…
Read More...
Read More...
କରୋନା କ୍ଷେତ୍ରରେ ଆସନ୍ତା ୪ ସପ୍ତାହ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ।
ନୂଆଦିଲ୍ଲୀ, ୬ା୪- ବିଭିନ୍ନ ରାଜ୍ୟରେ ମାଢ଼ି ଚାଲିଛି କରୋନା। ବର୍ତ୍ତମାନ ସ୍ଥିତି ଧିରେ ଧିରେ ଗମ୍ଭୀର ହେବାରେ ଲାଗିଛି। ଆସନ୍ତା ୪ ସପ୍ତାହ ଦେଶ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି କେନ୍ଦ୍ର ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଚିହ୍ନଟ ହୋଇଛନ୍ତି ନୂଆ ୯୭ ହଜାର…
Read More...
Read More...