Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
୨୨ ମାମଲା ରୁଜୁ। ଲକ୍ଷେ କୃଷକ ଘର ମୁହାଁ।
ନୂଆଦିଲ୍ଲୀ : ଜାନୁଆରୀରେ ୨୬ ଟ୍ରାକ୍ଟର ରାଲିରେ ଭାଗ ନେବାକୁ କୃଷକମାନେ ଯେଉଁ ଆଗ୍ରହ ପ୍ରକାଶ କରିଥିଲେ, ସେମାନେ ବର୍ତ୍ତମାନ ସମାନ ସେହି ବେଗରେ ନିଜ ଘରକୁ ଫେରୁଛନ୍ତି । ଦିଲ୍ଲୀ ପୋଲିସ ଗତକାଲିର ଘଟଣାକୁ ନେଇ ୨୨ଟି ଏଫ୍ଆଇଆର୍ ଦାଖଲ କରିଛି ଏବଂ ଉପଦ୍ରବକାରୀଙ୍କ ଉପରେ ଅଙ୍କୁଶ ଲଗାଇଛି ।…
Read More...
Read More...
ଗଣତନ୍ତ୍ର ଦିବସରେ ସ୍ବତନ୍ତ୍ର ପଗଡି ପିନ୍ଧିଲେ ମୋଦି।
ନୂଆଦିଲ୍ଲୀ : ଆଜି ପବିତ୍ର ୭୨ତମ ସାଧାରଣତନ୍ତ୍ର ଦିବସ। ଗଣତନ୍ତ୍ର ଦିବସ ଓ ସ୍ୱାଧୀନତା ଦିବସ ଅବସରରେ ପଗଡି ପିନ୍ଧିବାର ପରମ୍ପରାକୁ ବଜାୟ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷ ସ୍ୱତନ୍ତ୍ର କେଶରୀ ରଙ୍ଗର ପଗଡି ପିନ୍ଧିଛନ୍ତି। ଏହାସହ ମୋଦୀ ପାରମ୍ପରିକ କୁର୍ତ୍ତା ପାଇଜାମା…
Read More...
Read More...
ରାଜଧାନୀରେ ପୋଲିସ ଓ ଅନ୍ନଦାତା ମୁହାଁମୁହିଁ।
ନୂଆଦିଲ୍ଲୀ,୨୭।୧: ରାଜଧାନୀ ଦିଲ୍ଲୀରେ ପୋଲିସ ଏବଂ ଅନ୍ନଦାତା ମୁହାଁମୁହିଁ ହୋଇଛନ୍ତି। ଫଳରେ ସ୍ଥିତି ଅଣାୟତ ହେବାରେ ଲାଗିଛି। ଅନ୍ନଦାତାଙ୍କ ସହିତ ଧସ୍ତାଧସ୍ତିରେ ୩୦୦ରୁ ଅଧିକ ପୋଲିସ ଆହତ ହୋଇଛନ୍ତି। ସେଥିମଧ୍ୟରୁ ଉତ୍ତର ଦିଲ୍ଲୀରେ ୪୧ ଜଣ, ପୂର୍ବ ଦିଲ୍ଲୀରେ ୩୪, ପଶ୍ଚିମ ଦିଲ୍ଲୀରେ ୨୭,…
Read More...
Read More...
ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି।
ନୂଆଦିଲ୍ଲୀ,୨୬।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜପଥରେ ପହଞ୍ଚି ପତାକା ଉତ୍ତୋଳନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଏହି ସମୟରେ ସେଠାରେ…
Read More...
Read More...
ଓଡ଼ିଶାର ଦୁଇଜଣ ପୋଲିସ ଅଧିକାରୀଙ୍କୁ ରାଷ୍ଟ୍ରପତି ପଦକ।
ଭୁବନେଶ୍ୱର,୨୫।୧(ବ୍ୟୁରୋ) : ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଓଡ଼ିଶାର ୨ ଜଣ ପୋଲିସ ଅଧିକାରୀଙ୍କୁ ରାଷ୍ଟ୍ରପତି ପଦକ ମିଳିବ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଘୋଷଣା କରିଛନ୍ତି। ଚଳିତବର୍ଷ ବିଭିନ୍ନ ବର୍ଗରୁ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ମେଡାଲ ମିଳିବ। ସେଥିମଧ୍ୟରୁ ଓଡ଼ିଶାର ୨…
Read More...
Read More...
ପାକିସ୍ତାନ ସୁଡଙ୍ଗ କରି ଆତଙ୍କବାଦୀ ଛାଡୁଛି।
ଜାମ୍ମୁ: ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ପରଠାରୁ ପାକିସ୍ତାନ ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ବିଭିନ୍ନ ପ୍ରକାର ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ଏଥିପାଇଁ ସୀମାନ୍ତରେ ସୁଡ଼ଙ୍ଗ ଖୋଳି ଜାମ୍ମୁ-କାଶ୍ମୀରକୁ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି। ଶନିବାର ପୁଣି ଏକ ସୁଡ଼ଙ୍ଗ…
Read More...
Read More...
ନେତାଜୀ ସୁବାଷ ପରାକ୍ରମର ପ୍ରତିମୂର୍ତ୍ତି : ମୋଦି
କୋଲକାତା,୨୩।୧: ନେତାଜୀ ସୁଭାଷ ପରାକ୍ରମର ପ୍ରତିମୂର୍ତ୍ତି। ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍ବୋଧନ ଦେଇ କଠିନ…
Read More...
Read More...
ଦ୍ବିତୀୟ ପର୍ଯ୍ୟାୟରେ ଟିକା ନେବେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ।
ନୂଆଦିଲ୍ଲୀ,୨୧।୧: ଦ୍ୱିତୀୟ ପର୍ଯ୍ୟାୟ କୋରୋନା ଟିକାକରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଟିକା ନେବେ। ଏଥିସହିତ ୫୦ ବର୍ଷରୁ ଅଧିବ ବୟସର ମନ୍ତ୍ରୀ ଓ ନେତାଙ୍କୁ ଟିକା ଦିଆଯିବ ।
ତେବେ ଜାନୁଆରୀ ୧୬ ତାରିଖରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
Read More...
Read More...
କରୋନା ଟିକା କରି ବିଶ୍ବକୁ ଶକ୍ତି, ସାମର୍ଥ୍ୟ ଓ ଆତ୍ମନିର୍ଭରର ପରିଚୟ ଦେଇଛି ଭାରତ। ଧର୍ମେନ୍ଦ୍ର
ଭୁବନେଶ୍ୱର : କରୋନା ମହାମାରୀର ସଙ୍କଟକୁ ସୁଯୋଗରେ ପରିଣତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଙ୍କ ନେତୃତ୍ୱରେ ଭାରତ ସ୍ୱଦେଶୀ ଟିକା ପ୍ରସ୍ତୁତ କରି ସମଗ୍ର ବିଶ୍ୱ ସାମ୍ନାରେ ନିଜର ସାମର୍ଥ୍ୟ ଏବଂ ଅପାର ଶକ୍ତିର ପରିଚୟ ଦେଇଛି ତଥା ଆତ୍ମନିର୍ଭର ଭାରତର ସବୁଠୁ ବଡ଼ ଅଧ୍ୟାୟ ଲେଖିଛି…
Read More...
Read More...
ନିଷ୍ପତ୍ତି ବଦଳାଇଲା ହ୍ବାଟ୍ସଆପ୍ ।
ନୂଆଦିଲ୍ଲୀ,୧୬।୧(ବ୍ୟୁରୋ): ମେସେଜିଂ ଆପ୍ ହ୍ବାଟ୍ସଆପ୍ର ନୂଆ ପ୍ରିଭେସି ପଲିସି ଅପ୍ଡେଟ୍ କରିବାର ଘୋଷଣା କରିଥିଲା। ଏହାକୁ ନେଇ ବ୍ୟବହାରକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ଏପରିକି ଲୋକମାନେ ଅନ୍ୟ ଆପ୍ଆଡକୁ ମୁହାଁଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ହ୍ବାଟ୍ସଆପ୍ ଏବେ ନିଜର…
Read More...
Read More...