Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
ଏମ୍ସ ଭୁବନେଶ୍ୱରର ଭାରପ୍ରାପ୍ତ ମେଡିକାଲ ଅଧୀକ୍ଷକ ଭାବେ ଦାୟିତ୍ବ ନେଲେ ବରିଷ୍ଠ ଚିକିତ୍ସକ ଡ. ଦିଲ୍ଲୀପ କୁମାର ପରିଡ଼ା
ଭୁବନେଶ୍ବର : ଏମ୍ସ ଭୁବନେଶ୍ୱର ଭାରପ୍ରାପ୍ତ ମେଡିକାଲ ଅଧୀକ୍ଷକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଚିକିତ୍ସକ ତଥା ରେଡିଏସନ୍ ଅଙ୍କୋଲୋଜି ବିଭାଗ ମୁଖ୍ୟ ଡ. ଦିଲ୍ଲୀପ କୁମାର ପରିଡ଼ା। ଏହି ଅବସରରେ ଏମ୍ସ ଭୁବନେଶ୍ବର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର(ଡ.) ଆଶୁତୋଷ ବିଶ୍ବାସ…
Read More...
Read More...
ବଜେଟକୁ ଔପଚାରିକ ଅନୁମୋଦନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବାହ୍ନ ୧୧ ଟାରେ ଦେଶର ସାଧାରଣ ବଜେଟ ୨୦୨୩ ଉପସ୍ଥାପନ କରିବେ। ଇତି ମଧ୍ୟରେ ଅର୍ଥମନ୍ତ୍ରୀ କ୍ୟାବିନେଟ ବୈଠକରେ ଯୋଗଦେବା ପାଇଁ ସଂସଦ ଗୃହରେ ପହଞ୍ଚିଛନ୍ତି। ଏହାପୂର୍ବରୁ ସେ ରାଷ୍ଟ୍ରପତି ଭବନରେ ପହଞ୍ଚିବା ପରେ ରାଷ୍ଟ୍ରପତି…
Read More...
Read More...
ମନମୋହନ ସିଂଙ୍କୁ ମିଳିବ ଲାଇଫ ଟାଇମ୍ ଆଚିଭମେଣ୍ଟ ସମ୍ମାନ
ଲଣ୍ଡନ : ଅର୍ଥନୀତି ଏବଂ ରାଜନୀତି ପ୍ରତି ଅବଦାନ ଲାଗି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କୁ ଲଣ୍ଡନରେ ଲାଇଫ୍ଟାଇମ୍ ଆଚିଭ୍ମେଣ୍ଟ ସମ୍ମାନରେ ସମ୍ମାନିତ କରାଯାଇଛି। ଗତ ସପ୍ତାହରେ ଏକ ପୁରସ୍କାର ଉତ୍ସବରେ ଏହି ସମ୍ମାନ ଘୋଷଣା କରାଯାଇଥିଲା। ବ୍ରିଟେନର ନ୍ୟାଶନାଲ ଇଣ୍ଡିଆନ…
Read More...
Read More...
ବଜେଟ ଅଧିବେଶନରେ ରାଷ୍ଟ୍ରପତିଙ୍କ ଉଦବୋଧନ
ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ ଏପରି ଏକ ଭାରତ ଗଠନ କରିବାକୁ ହେବ, ଯେଉଁଥିରେ ଅତୀତର ଗୌରବ ଥିବ। ଆମକୁ ଏପରି ଏକ ଭାରତ କରିବାକୁ…
Read More...
Read More...
ବଜେଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମତାମତ
ନୂଆଦିଲ୍ଲୀ,୩୧।୧: ସଂସଦର ବଜେଟ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ବୈଠକରେ ତାଙ୍କର ପ୍ରଥମ ଅଭିଭାଷଣ ପ୍ରଦାନ କରିବେ। ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ…
Read More...
Read More...
କେଜିରଓ୍ବାଲଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି। ମୁଣ୍ଡକା ଅଞ୍ଚଳରେ ରହୁଥିବା ଜୟ ପ୍ରକାଶ ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ସୂଚନା ମିଳିଛି। ବ୍ୟକ୍ତି ଜଣଙ୍କ ବିଳମ୍ବିତ ରାତିରେ ପୋଲିସକୁ ଡାକି…
Read More...
Read More...
ନବୀନଙ୍କ ଫର୍ମୁଲାକୁ ଫଲୋ କଲେ ମୋଦି
ନୂଆଦିଲ୍ଲୀ : ଲୋକଙ୍କ ନିକଟକୁ ଯାଇ ସରକାରୀ ଯୋଜନା ବିଷୟରେ ବୁଝାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସରକାରର ସମସ୍ତ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସଂସଦର ବଜେଟ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ତାଙ୍କର ସମସ୍ତ ମନ୍ତ୍ରୀଙ୍କ ସହ ଏକ ବୈଠକ କରିଥିଲେ। ଧାରା ୩୭୦ ରଦ୍ଦ…
Read More...
Read More...
ହ୍ବାଟ୍ସଆପରେ ହେବ ଅନେକ ପରିବର୍ତନ
ନୂଆଦିଲ୍ଲୀ : ହ୍ୱାଟ୍ସଆପ୍ରେ ଅନେକ ପରିବର୍ତ୍ତନ ହେବା ପାଇଁ ଯାଉଛି । ଏହାର ବ୍ୟବହାରକାରୀଙ୍କୁ ଆପ୍ରେ ଅନେକ ନୂଆ ଅପସନ୍ ମିଳିବ । ହ୍ୱାଟ୍ସଆପ୍ର ବିଟା ଭର୍ସନରେ ଏହା ଏବେ ଉପଲବ୍ଧ । ଏବେ ଏହି ସବୁ ନୂଆ ଫିଚର୍ର ପରୀକ୍ଷଣ କରାଯାଉଛି ।
ହ୍ୱାଟ୍ସଆପ୍ର ଡ୍ରଇଂ ଟୁଲ୍ରେ ଏବେ ପରିବର୍ତ୍ତନ…
Read More...
Read More...
ପରେଡରେ ଭାରତର ଶକ୍ତି ପ୍ରଦର୍ଶନ
ନୂଆଦିଲ୍ଲୀ : କର୍ତ୍ତବ୍ୟ ପଥରେ ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭାରତର ନିଜର ସ୍ବଦେଶୀ ଶକ୍ତିର ପ୍ରଦର୍ଶନ କରିଛି। ବାୟୁସେନାର ଯୁଦ୍ଧ ବିମାନ ନିଜର ସମରକଳା କୌଶଳ ପ୍ରଦର୍ଶନ କରିଛି। ସମଗ୍ର ବିଶ୍ୱ ଭାରତର ଶକ୍ତି ସହିତ ପରିଚିତ ହୋଇଛି। ଚଳିତ ବର୍ଷର ଗଣତନ୍ତ୍ର ଦିବସ ପାଳନ ଅବସରରେ…
Read More...
Read More...
ଗଣତନ୍ତ୍ର ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ : ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ ଯୋଗେ କହିଛନ୍ତି, ସାଧାରଣତନ୍ତ୍ର ଦିବସ ପାଇଁ ଅନେକ ଅନେକ ଶୁଭେଚ୍ଛା। ଏଥର ଏହି ଉତ୍ସବ ମଧ୍ୟ ସ୍ବତନ୍ତ୍ରସ୍, କାରଣ ଆମେ ଏହାକୁ ସ୍ବାଧୀନତାର…
Read More...
Read More...