Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଦେଶ ବିଦେଶ
ଆମେରିକା ପୁଣି ବନ୍ଦ କଲା ଚୀନର ୫ଟି ସାମଗ୍ରୀ।
ୱାଶିଂଟନ୍: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀକୁ ବ୍ୟାନ କରିଛି ଆମେରିକା। ଚୀନର ଜିନଙ୍ଗାଙ୍କୁ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ଗୁଡିକ ହେଉଛି କଟନ, ହେୟାର ପ୍ରଡକ୍ଟସ୍,…
Read More...
Read More...
ହରିବଂଶ ହେଲେ ରାଜ୍ୟସଭା ଉପାଧ୍ୟକ୍ଷ।
ନୂଆଦିଲ୍ଲୀ,୧୪।୯-ପୁଣି ଥରେ ଜେଡିୟୁର ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ସୋମବାର ନିର୍ବାଚିତ ହୋଇଛନ୍ତି। ମୌଖିକ ଭୋଟରେ ହରିବଂଶ ନାରାୟଣଙ୍କୁ ନିର୍ବାଚିତ କରାଯାଇଛି। ହରିବଂଶ ସିଂହ ବିଧିବଦ୍ଧ ଭାବେ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି ବୋଲି ରାଜ୍ୟସଭା…
Read More...
Read More...
ଭୂକମ୍ପ ପୂର୍ବରୁ ସୂଚନା ଦେବ ମୋବାଇଲ।
ଭୂମିକମ୍ପ ଏପରି ଏକ ପ୍ରାକୃତିକ ବିପର୍ଯ୍ୟୟ ଯାହାକୁ ହଠାତ ପୂର୍ବାନୁମାନ କରିବା ସହଜ ନୁହେଁ। ଅବଶ୍ୟ କେଉଁ ଅଞ୍ଚଳରେ ଭୂମିକମ୍ପ ହେବ ତାହା ଏବେ ଆକଳନ କରାଯାଇ ପାରୁଛି। ହେଲେ ଏହା ସଂଘଟିତ ହେବାର ଠିକ ସମୟ ସମ୍ପର୍କରେ ସୂଚନା ଦେବା ଏ ପର୍ଯ୍ୟନ୍ତ ସମ୍ଭବ ହୋଇପାରିନାହିଁ। ଫଳରେ ଅନେକ ସମୟରେ…
Read More...
Read More...
ଆଜିଠାରୁ ମୌସୁମୀ ଅଧିବେଶନ।
ନୂଆଦିଲ୍ଲୀ,୧୪/୯(ଵ୍ୟୁରୋ): ଆଜିଠୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ ହେବ। ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। କରୋନା କଟକଣା ମଧ୍ୟରେ ଭିନ୍ନ ରୂପରେ ବସୁଥିବା ଏହି ଅଧିବେଶନରେ କେନ୍ଦ୍ର ସରକାରଙ୍କ ୧୧ଟି ଅଧ୍ୟାଦେଶ ସମ୍ବନ୍ଧୀୟ ୨୩ଟି ନୂଆ ବିଧେୟକ ଆସିବ ବୋଲି ସୂଚନା…
Read More...
Read More...
ଧୂମପାନ,ମଦ୍ୟପାନ ଠାରୁ ଦୂରେଇ ରୁହ-ପ୍ରଧାନମନ୍ତ୍ରୀ । କଥାରେ ନୁହେଁ କାମରେ କରି ଦେଖାଅ-ପ୍ରହଲ୍ଲାଦ ସି°ହ
ଭୁବନେଶ୍ୱର,୧୪/୯(ଓଡ଼ିଆ ନ୍ୟୁଜ):ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଧୂମପାନ, ମଦ୍ୟପାନ ନ କରିବାକୁ ଯେଉଁ ଆହ୍ୱାନ ଦେଇଛନ୍ତି ତାହାକୁ ଅନ୍ୟତମ ଗାନ୍ଧୀବାଦୀ ଚିନ୍ତକ ତଥା ଓଡ଼ିଶା ମଦମୁକ୍ତି ଅଭିଯାନର ଅନ୍ୟତମ ଉପଦେଷ୍ଟା ପ୍ରହଲାଦ କୁମାର ସିଂହ ସ୍ୱାଗତ…
Read More...
Read More...
କରୋନାରୁ ଆରୋଗ୍ୟ ପରେ କଣ କରିବେ କଣ ନ କରିବେ ଜାଣନ୍ତୁ।
ନୂଆଦିଲ୍ଲୀ,୧୩/୯(ଓଡ଼ିଆ ନ୍ୟୁଜ): କରୋନା ଆକ୍ରାନ୍ତ ଆରୋଗ୍ୟ ହେବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କରୋନା ପରବର୍ତ୍ତୀ ପରିଚାଳନା ନେଇ ନୂଆ ଗାଇଡ଼ଲାଇନ ଜାରି କରାଯାଇଛି। କରୋନାରୁ ସୁସ୍ଥ ପରେ ପ୍ରତ୍ୟେହ ହାଲୁକା ବ୍ୟାୟାମ କରିବା, ସାମର୍ଥ୍ୟ ଅନୁଯାୟୀ ଯୋଗାସନ, ପ୍ରାଣାୟମ ଓ…
Read More...
Read More...
ଅମିତ ଶାହା ପୁଣି ଅସୁସ୍ଥ,ଏମସରେ ଭର୍ତ୍ତି।
ନୂଆଦିଲ୍ଲୀ,୧୩/୯(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଅସୁସ୍ଥତା କାରଣରୁ ପୁଣିଥରେ ଦିଲ୍ଲୀ ଏମସ୍ରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁଁ ଗତକାଲି ରାତି ପ୍ରାୟ ୧୧ଟା ସମୟରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶନିବାର ବିଳମ୍ବିତ ରାତିରେ ଗୃହମନ୍ତ୍ରୀ…
Read More...
Read More...
ଖୁସି ଖବର,ଭାରତରେ କୋଭାକ୍ସିନ ପରୀକ୍ଷା ସଫଳ।
ନୂଆଦିଲ୍ଲୀ,୧୨/୯(ବ୍ୟୁରୋ): ଦେଶରେ କରୋନା ସ୍ଥିତି ଗୁରୁତର ହେଉଥିବାବେଳେ କରୋନା ଟୀକା ପରୀକ୍ଷଣଙ୍କୁ ନେଇ ଆସିଛି ଆଶ୍ବସ୍ତିକର ଖବର। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କୋଭାକ୍ସିନ୍ ଟୀକାର ପ୍ରାଣୀଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। କୋଭାକ୍ସିନ୍ ଟୀକା ପ୍ରସ୍ତୁତ…
Read More...
Read More...
ଗରିବ ଲୋକଙ୍କ ସମସ୍ୟା ଦୂର ପାଇଁ ସମସ୍ତ ପ୍ରୟାସ ଜାରି ରହିଛି- ନରେନ୍ଦ୍ର ମୋଦୀ
ନୂଆଦିଲ୍ଲୀ,୧୨/୯(ଓଡ଼ିଆ ନ୍ୟୁଜ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ୧୨ହଜାର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ନିର୍ମିତ ହୋଇଥିବା ୧ଲକ୍ଷ ୭୫ ହଜାର ବାସଗୃହକୁ ଆଜି ଉଦ୍ଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ ଫଳକ ଉନ୍ମୋଚନ କରିବା ସହ ସେହି…
Read More...
Read More...
ଏଣିକି ବଜାରରେ ମିଳିବ କରୋନା ଔଷଧ।
ନୂଆଦିଲ୍ଲୀ,୧୨/୯(ଓଡ଼ିଆ ନ୍ୟୁଜ): ଏଣିକି ବଜାରରେ ଉପଲବ୍ଧ ହେବ କରୋନା ଔଷଧ। ସାଧାରଣରେ ବିକ୍ରି ପାଇଁ ଅନୁମତି ଦେଲା ଡିସିଜିଆଇ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପ୍ରେସ୍କ୍ରିପ୍ସନ୍ ଥିଲେ କିଣି ହେବ କରୋନା ଔଷଧ। କେତେକ ସର୍ତ୍ତ ସହ ଫେଭିପିରାଭିର୍ ଟାବ୍ଲେଟ୍କୁ ବିକ୍ରି ପାଇଁ ଡିସିଜିଆଇ…
Read More...
Read More...