banner
Breaking
Browsing Category

ଦେଶ ବିଦେଶ

୩୧ରୁ ସାଂସଦର ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୩।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହୋଇ ଏପ୍ରିଲ ୬ ଯାଏ ଚାଲିବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ବସିବ । ଚଳିତ ବର୍ଷ ମୋଟ୍‌ ୨୭ଟି କାର୍ଯ୍ୟ ଦିବସ ରହିଛି। ଏନେଇ ଶୁକ୍ରବାର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ତେବେ ବଜେଟ ଅଧିବେଶର…
Read More...

ବିଶ୍ଵର ସର୍ବବୃହତ ରିଭର କ୍ରୁଜ ଉଦଘାଟନ କଲେ ମୋଦି

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣାସୀ-ଦିବ୍ରୁଗଡ ମଧ୍ୟରେ ଯାତ୍ରା କରୁଥିବା ବିଶ୍ୱର ସର୍ବବୃହତ ରିଭର କ୍ରୁଜ୍‌ ଏମଭି ଗଙ୍ଗା ବିଳାସକୁ ଶୁକ୍ରାବର ଭର୍ଚୁଆଲ ଭାବେ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଏସ ସୋନୋୱାଲ, ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ…
Read More...

ବିମାନରେ ଆସୁଛି କରୋନା

ନୂଆଦିଲ୍ଲୀ,୧୧।୧: ଅନେକ ଦେଶରେ କରୋନା ସଂକ୍ରମଣଜନିତ ମାମଲା ବୃଦ୍ଧି ପାଉଛି। ଏହାକୁ ନେଇ ଭାରତରେ ବିମାନ ଯାତ୍ରୀଙ୍କ ଉପରେ ସ୍ବତନ୍ତ୍ର ନଜର ରଖାଯାଇଛି। ବିଦେଶରୁ ଆସୁଥିବା ଯାତ୍ରୀଙ୍କ କରୋନା ପରୀକ୍ଷଣ କରାଯାଉଛି। ଫଳାଫଳସ୍ବରୂପ ଅଧିକାଂଶ ଯାତ୍ରୀଙ୍କ ମଧ୍ୟରେ କରୋନା ଭାରିଆଣ୍ଟ ଓମିକ୍ରନର…
Read More...

ପ୍ରଧାନମନ୍ତ୍ରୀ ମାଗଣା ଖାଦ୍ୟ ଯୋଜନାର ନାମ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୧: ମୋଦି କ୍ୟାବିନେଟ ଅଳ୍ପ ପରିମାଣର ଡିଜିଟାଲ କାରବାର ପାଇଁ ୨୬୦୦ କୋଟି ଟଙ୍କା ପ୍ରୋତ୍ସାହନ ରାଶି ଅନୁମୋଦନ କରିଛି। ଭିମ୍‌ ୟୁପିଆଇରୁ କାରବାର ଉପରେ ପ୍ରୋତ୍ସାହନ ଉପଲବ୍ଧ ହେବ। ଏହା ସହିତ ତିନୋଟି ମଲ୍ଟି ଲେବଲ କୋଅପରେଟିଭ୍‌ ସୋସାଇଟି କରିବାକୁ ମଧ୍ୟ କ୍ୟାବିନେଟ ନିଷ୍ପତ୍ତି…
Read More...

ଗୋଟିଏ ବୁନ୍ଦା ମଦ ବି କ୍ୟାନ୍ସର ସୃଷ୍ଟି କରିପାରେ – ହୁ

ୱାଶିଂଟନ : ଅନେକ ଲୋକ ଭାବନ୍ତି କମ ପରିମାଣରେ ମଦ ପିଇଲେ ଏହା ଶରୀରର କୌଣସି କ୍ଷତି କରି ନଥାଏ । ହେଲେ ଏପରି ଭାବିବା ସମ୍ପୂର୍ଣ୍ଣ ରୂପେ ଭୁଲ । ଏହାକୁ ନେଇ ଅନେକ ଷ୍ଟଡି କରାଯାଇଛି । ହେଲେ ଏବେ ଏକ ଗବେଷଣାର ତଥ୍ୟ ସମସ୍ତଙ୍କୁ ଚମକାଇ ଦେଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଦାବି…
Read More...

ରାଜଧାନୀରେ ପ୍ରବଳ ଶୀତ

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ପ୍ରବଳ ଥଣ୍ଡାର ପ୍ରକୋପ ଜାରି ରହିଛି। ଥଣ୍ଡା ନିଜର ରେକର୍ଡ ଭାଙ୍ଗୁ ଥିବା ଦେଖାଯାଉଛି। ଥରାଇ ଦେଉଥିବା ଥଣ୍ଡାରେ ଦିଲ୍ଲୀର ୩ଟି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୪ଡିଗ୍ରୀରୁ ମଧ୍ୟ କମ୍‌‌ ରହିଛି। ଆଜି ଦିଲ୍ଲୀର ରିଜ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧.୫…
Read More...

ରୁଷିଆ ୟୁକ୍ରେନ ଯୁଦ୍ଧ ୨ ଦିନ ବନ୍ଦ

ମସ୍କୋ : ରୁଷିଆ ଓ ୟୁକ୍ରେନ୍‌ ଭିତରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ପୁଟିନ୍‌ ୟୁକ୍ରେନ୍‌ ସହ ୩୬ ଘଣ୍ଟା ଆର୍ଥାତ୍‌ ୨ଦିନ ପାଇଁ ଯୁଦ୍ଧ ବିରତି ପାଇଁ ଘୋଷଣା କରିଥିବା ଜଣାପଡ଼ିଛି। ପୁଟିନ୍‌ଙ୍କ ଏହି ନିର୍ଦ୍ଦେଶ…
Read More...

୧୦୮ ତମ ବିଜ୍ଞାନ କଂଗ୍ରେସ

ନୂଆଦିଲ୍ଲୀ : ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଜି ସମଗ୍ର ବିଶ୍ୱରେ ଭାରତ ଆଗୁଆ ରହିଛି। ପ୍ରତିବର୍ଷ ଇସ୍ରୋ ଅନ୍ୟ ଦେଶର ଉପଗ୍ରହ ଉତକ୍ଷେପଣ କରିବା ଜାରି ରଖିଛି। ବର୍ତ୍ତମାନ ସୂର୍ଯ୍ୟଙ୍କ ବିଷୟରେ ସୂଚନା ସଂଗ୍ରହ କରିବାକୁ ଇସ୍ରୋ ଏକ ବଡ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଏହା ବ୍ୟତୀତ…
Read More...

ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଜାନୁଆରି ୭ରେ ଯୋଗଦେବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ…

ଭୁବନେଶ୍ୱର : ଚଳିତ ମାସ ୭ ତାରିଖରେ ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ ଏବଂ ସାର ଓ ରସାୟନ ମନ୍ତ୍ରୀ ଡ. ମନସୁଖ ମାଣ୍ଡଭେୟ ଯୋଗଦେବେ। ଏଥିସହିତ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ…
Read More...

ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୧୭୦ ଯାତ୍ରୀ

ପାଟନା : ବିହାରର ପାଟନା ବିମାନବନ୍ଦରରେ ଏକ ବଡ଼ ବିମାନ ଦୁର୍ଘଟଣାକୁ ଏଡ଼ାଇ ଦିଆଯାଇଛି। ଏଠାରେ ଗୋଏୟାରର ବିମାନ ସହିତ ଏକ ପକ୍ଷୀ ଧକ୍କା ହୋଇଥିଲା। ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧୭୦ ଯାତ୍ରୀ ସୁରକ୍ଷିତ ରହି ପାରିଛନ୍ତି। ସୂଚନାନୁସାରେ, ଗୋଏୟାରର ବିମାନ ମଙ୍ଗଳବାର ବାଙ୍ଗାଲୋରରୁ…
Read More...