banner
Breaking
Browsing Category

ଦେଶ ବିଦେଶ

ଆସୋଚାମର ୧୦୦ବର୍ଷ ପୂର୍ତ୍ତିରେ ଯୋଗଦେଲେ ନରେନ୍ଦ୍ର ମୋଦୀ।

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘୧୦୦ ବର୍ଷରେ ଆସୋଚାମ (ଆସୋସିଏଟେଡ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ)’ରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଆସୋଚାମ ୧୦୦ ବର୍ଷରେ ପଦାର୍ପଣ କରିବା ଏକ ବଡ ଅନୁଭୂତି। ଏଥିପାଇଁ ସେ…
Read More...

ଓଡିଶାକୁ ଅଧିକ ଆନ୍ତର୍ଜାତିକ ବିମାନ ଚଳାଯାଉ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ଅଧିକ ଅନ୍ତର୍ଜାତୀୟ ବିମାନ ସଂଯୋଗ ଓ ଘରୋଇ ବିମାନ ଚଳାଚଳକୁ ଆହୁରି ବ୍ୟାପକ କରିବା ପାଇଁ ମଙ୍ଗଳବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି ଲେଖିଛନ୍ତି। ଅନ୍ତର୍ଜାତୀୟ ବିମାନ ସେବା ପାଇଁ…
Read More...

ତରୁଣକାନ୍ତି ମିଶ୍ରଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର।

ଭୁବନେଶ୍ୱର: ବିଶିଷ୍ଟ ଲେଖକ ତଥା ପୂର୍ବତନ ମୁଖ୍ୟ ଶାସନ ସଚିବ ତରୁଣକାନ୍ତି ମିଶ୍ରଙ୍କୁ ଚଳିତ ବର୍ଷର ସମ୍ମାନଜନକ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯିବ। କ୍ଷୁଦ୍ରଗଳ୍ପ ସଙ୍କଳନ ‘ଭାସ୍ୱତୀ’ ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯିବ ବୋଲି ସାହିତ୍ୟ ଏକାଡେମୀ ପକ୍ଷରୁ…
Read More...

ପାନ-ଆଧାର ସ°ଯୋଗ ବାଧ୍ୟତାମୂଳକ।

ନୂଆଦିଲ୍ଲୀ,୧୬/୧୨: ଚଳିତ ବର୍ଷ ଶେଷ ସୁଦ୍ଧା ପର୍ମାନେଣ୍ଟ ଆକାଉଣ୍ଟ ନମ୍ବର(ପାନ୍‌)ର ଆଧାର ସହ ସଂଯୋଗ ବାଧ୍ୟତାମୂଳକ କରାଯାଇଛି। ରବିବାର ଆୟକର ବିଭାଗ ପକ୍ଷରୁ ଏ ନେଇ ଏକ ନୋଟିସ ଜାରି କରାଯାଇଛି। ଏକ ଉନ୍ନତ ଭବିଷ୍ୟତ ଗଠନ ସହ ନିରନ୍ତର ସେବା ଗ୍ରହଣ ଲାଗି ୩୧ ଡିସେମ୍ବର ପୂର୍ବରୁ ସଂଯୋଗ…
Read More...

ଓଡିଶାରେ ନିର୍ମିତ ହେବ ସିନଗ୍ୟାସ ପ୍ଲାଣ୍ଟ-ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୫/୧୨: ଏଫଆଇସିସିଆଇ ପକ୍ଷରୁ ନୂଆଦିଲ୍ଲୀ ଠାରେ ଆୟୋଜିତ ଭାରତ ଗ୍ୟାସ ଭିତିଭୂମି ସମ୍ମିଳନୀରେ ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ ଦେଶରେ ପ୍ରଥମ ଥର ପାଇଁ କୋଇଲାରୁ ସିନ୍‍ଗ୍ୟାସ୍‍ ବନାଯିବାର ଯୋଜନା ରହିଛି। ଦେଶର ଅଧିକ ପାଉଁଶ…
Read More...

ଚିତାମ୍ବରମଙ୍କୁ ମିଳିଲା ଜାମିନ। ନେବାପାଇଁ ପୁଅ କାର୍ତ୍ତିଙ୍କ ସହିତ ସମର୍ଥକଙ୍କ ଭିଡ।

ନୂଆଦିଲ୍ଲୀ,୪।୧୨(ବ୍ୟୁରୋ): ଆଇଏନ୍‌ଏକ୍ସ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ବରିଷ୍ଠ ନେତା ପି. ଚିଦାମ୍ବରମ୍‌ଙ୍କୁ ସୁପ୍ରିମକୋର୍ଟ ବୁଧବାର ଜାମିନ ପ୍ରଦାନ କରିଛନ୍ତି। ଜାମିନ ମିଳିବା ପରେ ସନ୍ଧ୍ୟାରେ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ନେବା ପାଇଁ ତିହାର ଜେଲରେ…
Read More...

ନାସା ପାଇଲା ବିକ୍ରମର ଭଗ୍ନାବଶେଷ।

ୱାଶିଂଟନ: ନାସାକୁ ମିଳିଲା ବିକ୍ରମର ଭଗ୍ନାବଶେଷ। ଚନ୍ଦ୍ର ପୃଷ୍ଟରେ କ୍ରାସ୍ ସାଇଟର ୭୫୦ ମିଟର ଦୂରରେ ପଡିଛି ଚନ୍ଦ୍ରଯାନ-୨ର ବିକ୍ରମ ଲ୍ୟାଣ୍ଡାରର ଭଗ୍ନାବଶେଷ। ଅବତରଣ ବେଳେ ଧକ୍କା ହୋଇଥିବା ସ୍ଥାନ ମଧ୍ୟ ଚିହ୍ନଟ କରିଛି ନାସା। ଏନେଇ ଏକ ଟ୍ବିଟ୍ ରେ ଫଟୋ ଜାରୀ କରି ସୂଚନା ଦେଇଛି…
Read More...

ନାସାରେ ଚହଳ ପକାଇଲେ ଓଡ଼ିଆ ଝିଅ ନାରାୟଣୀ।

ଭୁବନେଶ୍ୱର ୧୩/୧୧: ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସାରେ ବୈଜ୍ଞାନିକ ହେଲେ ଓଡ଼ିଆ ଝିଅ ଓଁ ନାରାୟଣୀ । ଘରେ ସ୍ନେହରେ ସମସ୍ତେ ଇସା ବୋଲି ଡାକୁଥିବା କେନ୍ଦ୍ରାପଡ଼ା ଜିଲ୍ଲାର ଏହି ଝିଅ ନିଜ ଜିଲ୍ଲା ପାଇଁ ଏବେ ଗୌରବ ଆଣି ପାରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ବ୍ଳକ୍‌…
Read More...

ରାଷ୍ଟ୍ରପତି ଶାସନ ପାଇଁ ବି ଛକାପଞ୍ଝା।

ନୂଆଦିଲ୍ଲୀ,୧୨।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ତୃତୀୟ ଦଳ ଭାବେ ଏନ୍‌ସିପିକୁ ଆମନ୍ତ୍ରଣ ଦେଇଥିଲେ ରାଜ୍ୟପାଳ ଭଗତ ସିଂ କୋଶିୟାରୀ। ଯାହାର ସମୟ ସୀମା ଥିଲା ମଙ୍ଗଳବାର ରାତି ୮ଟା ୩୦। ହେଲେ ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏକ ଜରୁରୀ କ୍ୟାବିନେଟ ବୈଠକ ଡକାଇଥିଲେ। ମଙ୍ଗଳବାର ମୋଦି…
Read More...

ମହାରାଷ୍ଟ୍ର ସରକାର ଗଠନ ପାଇଁ ବିଜେପିକୁ ଆମନ୍ତ୍ରଣ କଲେ ରାଜ୍ୟପାଳ

ମୁମ୍ବଇ,୧୦/୧୧(ବ୍ୟୁରୋ) : ମହାରାଷ୍ଟ୍ରରେ ସରକାର ଗଠନ ନେଇ ପ୍ରାରମ୍ଭିକ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟପାଳ ଭଗତ ସିଂହ କୋଶିୟାରୀ। ବିଧାନସଭାରେ ଏକକ ସଂଖ୍ୟାଗରିଷ୍ଠ ଦଳର ​ବିଧାୟକ ଦଳ ​‌ନେତା ଭାବେ ​‌ଫଡ଼ନବିସ୍‌ଙ୍କୁ ସରକାର ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି। ସରକାର ଗଠନ କଲେ ଆସନ୍ତା…
Read More...