Breaking
କୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବର ପ୍ରଶାସନିକ ପ୍ରସ୍ତୁତି ବୈଠକ
Browsing Category
ଦେଶ ବିଦେଶ
ଭାରତର ଏକତା ବଜାୟ ରହୁ।
ନୂଆଦିଲ୍ଲୀ : ଭାରତବାସୀଙ୍କ ମଧ୍ୟରେ ସବୁବେଳେ ଏକତାର ଦୃଷ୍ଟାନ୍ତ ଦେଖିବାକୁ ମିଳେ। ଏବେ ଜାତୀୟ ସଂହତି କ୍ଷେତ୍ରରେ ଏହା ଏକ ଭାରତ-ଶ୍ରେଷ୍ଠ ଭାରତ ଭାବନାକୁ ଉଦ୍ଜୀବିତ କରୁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅଯୋଧ୍ୟା ରାୟ ପ୍ରକାଶ ପାଇବା ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଏହା ସହିତ…
Read More...
Read More...
ସୁପ୍ରିମକୋର୍ଟଙ୍କ ଅଯୋଧ୍ୟା ରାୟ ଉପରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ-
ଭୁବନେଶ୍ଵର: ସୁପ୍ରିମକୋର୍ଟ ଶନିବାର ଅଯୋଧ୍ୟା ବିବାଦ ମାମଲାର ରାୟ ପ୍ରକାଶ କରିଛନ୍ତି। ଏହାକୁ ନେଇ ରାଜନେତା ଓ ବିଶିଷ୍ଟ ବ୍ୟକ୍ତିମାନେ କ’ଣ କହୁଛନ୍ତି ତାହା ଏଠାରେ ଉପସ୍ଥାପିତ:-
:- ରାମ ଜନ୍ମଭୂମି ବାବରୀ ମସଜିଦ୍ର ଐତିହାସିକ ରାୟ ଯୋଗୁ ଦେଶର ନ୍ୟାୟପାଳିକା ଉପରେ ଲୋକଙ୍କ ଆସ୍ଥା…
Read More...
Read More...
ହିନ୍ଦୁଙ୍କୁ ଦିଆଯିବ ଉକ୍ତ ସ୍ଥାନ। ମୁସଲମାନଙ୍କୁ ଅନ୍ୟ ସ୍ଥାନ ଦିଆଯିବ-ସୁପ୍ରିମକୋର୍ଟଙ୍କ ରାୟ ପ୍ରକାଶିତ।
ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ବିବାଦ ମାମଲାର ରାୟ ଶନିବାର ସୁପ୍ରିମକୋର୍ଟରେ ପ୍ରକାଶ ପାଇଛି। ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ଖଣ୍ଡପୀଠ ରାୟ ଶୁଣାଣି କରିଛନ୍ତି। ଖଣ୍ଡପୀଠ କହିଛନ୍ତି, ବିବାଦୀୟ ସ୍ଥଳକୁ ହିନ୍ଦୁମାନଙ୍କୁ…
Read More...
Read More...
ସୁପ୍ରିମକୋର୍ଟରେ ରାୟ ଶୁଣାଣି ଆରମ୍ଭ।
ନୂଆଦିଲ୍ଲୀ,(ବ୍ୟୁରୋ): ବହୁ ପ୍ରତୀକ୍ଷିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ବିବାଦ ମାମଲାର ରାୟ ଶୁଣାଣି ଶନିବାର ସୁପ୍ରିମକୋର୍ଟରେ ଆରମ୍ଭ ହୋଇଛି। ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୦ଟା ୩୦ରୁ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ଖଣ୍ଡପୀଠ କୋର୍ଟ ନମ୍ବର ୧ରେ…
Read More...
Read More...
ଦାନ୍ତ ଘଷାରେ ଗିନିଜ ବୁକ ଅଫ ଓ୍ବାଲର୍ଡ ରେକର୍ଡ କଲା କିସ। ମୁଖ୍ୟ ଗହ୍ବର ଯତ୍ନ ଓ ସ୍ୱାସ୍ଥ୍ୟ ସମ୍ପର୍କରେ ସଚେତନତାର…
ଭୁବନେଶ୍ବର:କିସ୍ ଆଉ ଏକ ବିଶ୍ୱ ରେକର୍ଡ ସୃଷ୍ଟି କରି ଗିନିଜ୍ ବୁକ୍ ଅଫ୍ ୱାଲ୍ର୍ଡ ରେକର୍ଡସରେ ସ୍ଥାନ ପାଇଛି। ଗୁରୁବାର କିସ୍ର ୨୬,୩୮୨ ଛାତ୍ରଛାତ୍ରୀ ଗୋଟିଏ ସ୍ଥାନରେ ଏକ ସମୟରେ ଦାନ୍ତ ଘଷି ଏହି ରେକର୍ଡ କରିଛନ୍ତି। ଏହା ହେଉଛି କିସ୍ର ୪ର୍ଥ ବିଶ୍ୱ ରେକର୍ଡ। ‘ଜାତୀୟ ଦାନ୍ତଘଷା…
Read More...
Read More...
ବିଶ୍ବ ଚାହିଦାକୁ ପୁରଣ କରିବ ଓଡିଶା କ୍ରୋମିୟମ-ଧର୍ମେନ୍ଦ୍ର
ନୂଆଦିଲ୍ଲୀ: ନୂଆଦିଲ୍ଲୀଠାରେ ଅନ୍ତର୍ଜାତୀୟ କ୍ରୋମିୟମ ବିକାଶ ସଂଘ ପକ୍ଷରୁ ‘କ୍ରୋମିୟମ ୨୦୧୯’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଓଡିଶାରେ ଗଚ୍ଛିତ ଅମାପ କ୍ରୋମିୟମ ବିଶ୍ୱ ଚାହିଦାକୁ ପୂରଣ କରିବାରେ ବଡ ଭୂମିକା ନେବ…
Read More...
Read More...
ଆସନ୍ତା ୮ ଦିନରେ ସୁପ୍ରିମକୋର୍ଟ ଦେବେ ଗୁରୁତ୍ୱ ପୂର୍ଣ୍ଣ ରାୟ
ନୂଆଦିଲ୍ଲୀ,: ଆସନ୍ତା ୮ ଦିନ ମଧ୍ୟରେ ୪ଟି ଗୁରୁତ୍ୱପୂର୍ଣ୍ଣ ରାୟ ସୁପ୍ରିମ୍କୋର୍ଟ ଦେବେ। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏସବୁ ମାମଲାରେ ରାୟ ଦେବେ। ନଭେମ୍ବର ୧୭ରେ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବେ। ଏହା ପୂର୍ବରୁ ନଭେମ୍ବର ୧୬ ସୁଦ୍ଧା ଅଯୋଧ୍ୟା…
Read More...
Read More...
ଉତ୍ତରପ୍ରଦେଶରେ ଲାଗୁହେବ ଅଡ-ଇଭିନ୍ ନମ୍ବର।
ଉତ୍ତରପ୍ରଦେଶ,୪ ।୧୧(ବ୍ୟୁରୋ): ରାଜଧାନୀ ଦିଲ୍ଲୀ ସମେତ ଉତ୍ତରପ୍ରଦେଶର କେତେକ ଅଞ୍ଚଳରେ ବାୟୁ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି । ବାୟୁ ପ୍ରଦୂଷଣ ସ୍ତରକୁ ରୋକିବା ପାଇଁ ଦିଲ୍ଲୀରେ ଆଜିଠାରୁ ‘ଅଡ ଇଭିନ୍’ ନିୟମ ଲାଗୁ କରିଛନ୍ତି ରାଜ୍ୟ ସରକାର । ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ପରିବେଶ…
Read More...
Read More...
ଧର୍ମୀୟ ନେତାଙ୍କ ଅଯୋଧ୍ୟା ମାମଲାରେ ବିବ୍ରତ ନହେବାକୁ ଅନୁରୋଧ।
ଲକ୍ଷ୍ନୌ,୨ା୧୧: ଅଯୋଧ୍ୟା ଜମି ବିବାଦ ମାମଲା ରାୟ ଖୁବ୍ଶୀଘ୍ର ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ଜନସାଧାରଣଙ୍କୁ ଶାନ୍ତ ରହିବା ପାଇଁ ବିଭିନ୍ନ ହିନ୍ଦୁ ଓ ମୁସଲମାନ ସଂଗଠନ ଏବଂ ଧର୍ମୀୟ ନେତାମାନେ ଆହ୍ବାନ ଦେଇଛନ୍ତି। ସାମ୍ପ୍ରଦାୟିକ ସଦ୍ଭାବନା ବଜାୟ ରଖିବା ଲାଗି ଶୁକ୍ରବାର ନମାଜ…
Read More...
Read More...
ପାକିସ୍ତାନର ନିଦ ହଜାଇଦେଲେ ସେନା ମୁଖ୍ୟ। ଏଥର ଖାଲି ଗୁଳି ଫୁଟିବ
ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ଜାରି ରହିଥିବା ଆତଙ୍କବାଦ ବିରୋଧୀ ଅପରେଶନ୍ ସମ୍ପର୍କରେ ଡିଜିପି ଦିଲ୍ବାଗ ସିଂ ଚେତାବନୀ ଦେଇଛନ୍ତି। ସେ ଆତଙ୍କବାଦୀଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ବନ୍ଧୁକ ଉଠାଇଲେ କେବଳ ମୃତ୍ୟୁ ହିଁ ମିଳିବ। ଜମ୍ମୁ-କଶ୍ମୀରରେ ଶାନ୍ତିର ପରିବେଶ ସୃଷ୍ଟି କରିବା…
Read More...
Read More...