Breaking
ଉତ୍କଳ କନିକା ଗ୍ୟାଲେରିଆ ମଲ୍ରେ ‘ଖୁସିୟୋଁ କା ତ୍ୟୋହାର – ସିଜିନ-୩’ ପୁରସ୍କାର ବିତରଣ ଉତ୍ସବଚାଷୀଙ୍କ ଜୀବିକା ବୃଦ୍ଧି ପାଇଁ ଓଡ଼ିଶାରେ ଉନ୍ନତି କଫି ପଦକ୍ଷେପ ଆରମ୍ଭ ହୋଇଛିଉତ୍କଳ ବିଲ୍ଡର୍ସ ଲିମିଟେଡ଼୍କୁ ଟାଇମ୍ସ ବିଜ୍ନେସ୍ ଆୱାର୍ଡ଼ମଧ୍ୟ ରାତିରେ ହାବେଳି ଖଟିରେ ଲ୍ୟଣ୍ଡଫଲ କଲା ବାତ୍ୟା ଦାନାନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା
Browsing Category
ଦେଶ ବିଦେଶ
ଜାନୁଆରୀ ୩୧ରୁ ସଂସଦ ବଜେଟ ଅଧିବେଶନ
ନୂଆଦିଲ୍ଲୀ: ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବ। ବଜେଟ ଅଧିବେଶନ ଏପ୍ରିଲ ୬ ପର୍ଯ୍ୟନ୍ତ ଚାଲିବା ସମ୍ଭାବନା ରହିଛି। ଫେବୃଆରୀ ୧ରେ ଉପସ୍ଥାପିତ ହେବ କେନ୍ଦ୍ର ବଜେଟ। ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ବଜେଟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦର ଉଭୟ ଗୃହକୁ…
Read More...
Read More...
ଏହି ୬ଟି ଦେଶରୁ ଭାରତକୁ ଆସିଲେ କରୋନା ଟେଷ୍ଟ ବାଧ୍ୟତାମୂଳକ
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଆଗୁଆ ପଦକ୍ଷେପ ନେଉଛନ୍ତି । ପୂର୍ବରୁ ଦେଶରେ ଟେଷ୍ଟିଂ ଓ ସଂକ୍ରମଣକୁ ନେଇ ବାରମ୍ବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସମୀକ୍ଷା କରାଯାଇଥିବା ବେଳେ ବର୍ତ୍ତମାନ ଗାଇଡଲାଇନ୍ ଜାରି କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ…
Read More...
Read More...
କରୋନା ପାଇଁ ଆଗୁଆ ସତର୍କ ଯୋଗୀ , ମାଗିଲେ ୧୦ ଲକ୍ଷ ଡୋଜର ଟିକା
ଉତ୍ତରପ୍ରଦେଶ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ୟୁପି ସରକାର କେନ୍ଦ୍ର ସରକାରଙ୍କଠାରୁ ୧୦ ଲକ୍ଷ ଡୋଜ କୋଭିଡ ଟିକା…
Read More...
Read More...
ଭାରତରେ ଆଜି ତିନିଥର ଭୂକମ୍ପ ଅନୁଭୂତ
ନୂଆଦିଲ୍ଲୀ : ନୂଆବର୍ଷର ପ୍ରଥମ ଦିନରେ ଦେଶରେ ୩ଟି ଭୂକମ୍ପ ଅନୁଭୁତ ହୋଇଛି । ସନ୍ଧ୍ୟା ପ୍ରାୟ ୬ଟା ସମୟରେ ତୃତୀୟ ଭୂକମ୍ପ ଲଦ୍ଦାଖରେ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସମୋଲୋଜି ପକ୍ଷରୁ ଭୂକମ୍ପ ସମ୍ପର୍କରେ ସୂଚନା ଦିଆଯାଇଛି । ସେଣ୍ଟରର ସୂଚନା ଅନୁଯାୟୀ, ଭୂକମ୍ପର ତୀବ୍ରତା…
Read More...
Read More...
ପଞ୍ଚାୟତରେ ଖୋଲିବ ଜନଔଷଧି କେନ୍ଦ୍ର
ନୂଆଦିଲ୍ଲୀ,୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ରାସାୟନିକ ପଦାର୍ଥ ଏବଂ ସାର ମନ୍ତ୍ରଣାଳୟ ଅଧୀନରେ ଥିବା ଆୟୁଷ ବିଭାଗ ଦ୍ୱାରା ୨୦୧୭ରେ ପ୍ରଧାନମନ୍ତ୍ରୀ ଜନଔଷଧି କେନ୍ଦ୍ର ଦେଶରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ଦେଶର ୭୬୬ ଟି ଜିଲା ମଧ୍ୟରୁ ୭୪୩ ଟି ଜିଲାରେ ୧୦ ହଜାର ଜନଔଷଧି…
Read More...
Read More...
ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ…
Read More...
Read More...
ମା ଙ୍କୁ ଶେଷ ଦର୍ଶନ କଲେ ମୋଦି
ଅହମ୍ମଦାବାଦ୍,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ କାନ୍ଧ…
Read More...
Read More...
ବ୍ରହ୍ମୋସର ସଫଳ ପରୀକ୍ଷଣ
କୋଲକାତା : ଭାରତ ଲଗାତର ଭାବେ ନିଜର ସାମରିକ ଶକ୍ତି ବୃଦ୍ଧି କରୁଛି। ଚାଇନା ଏବଂ ପାକିସ୍ତାନକୁ ଉଚିତ୍ ଶିକ୍ଷା ଦେବା ପାଇଁ ଭାରତ ନିଜର କ୍ଷେପଣାସ୍ତ୍ର କ୍ଷମତାକୁ ଉନ୍ନତ କରିବାରେ ଲାଗିପଡ଼ିଛି। ଇତିମଧ୍ୟରେ ଭାରତୀୟ ବାୟୁସେନା ସଫଳତାର ସହ ବ୍ରହ୍ମୋସ ଏୟାର-ଲଞ୍ଚ ହୋଇଥିବା କ୍ଷେପଣାସ୍ତ୍ରର…
Read More...
Read More...
ଭାରତ ସରକାରଙ୍କ ଅଫିସିଆଲ୍ କ୍ୟାଲେଣ୍ଡର ଉନ୍ମୋଚିତ
ନୂଆଦିଲ୍ଲୀ,୨୮ା୧୨:କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଭାରତ ସରକାରଙ୍କ ଅଫିସିଆଲ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି। ଏହି ଅବସରରେ ଅନୁରାଗ କହିଛନ୍ତି, ସରକାରୀ କ୍ୟାଲେଣ୍ଡର ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସବ୍କା ସାଥ୍ ସବ୍କା ବିକାଶ, ସବ୍କା…
Read More...
Read More...
ବହି ପଢ଼ିବା ଏକ ଅନୁଶାସନ, ଏହା ଚିନ୍ତାଧାରା ଏବଂ ବୁଝାମଣାକୁ ବ୍ୟାପକ କରିଥାଏ : ରାଷ୍ଟ୍ରପତି
ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପିଲାମାନଙ୍କୁ ଭଲ ନାଗରିକ କରିବା ପାଇଁ ମୂଲ୍ୟବୋଧ ଶିକ୍ଷା ପ୍ରଦାନ ଉପରେ ମଙ୍ଗଳବାର ଗୁରୁତ୍ୱାରୋପ କରିଛନ୍ତି। ଆତ୍ମ ବିକାଶ ପାଇଁ ପଢ଼ିିବାର ମହତ୍ତ୍ୱ ଉପରେ ଗୁରୁତ୍ୱ ଦେଇ ରାଷ୍ଟ୍ରପତି ଛାତ୍ରୀଛାତ୍ରମାନଙ୍କୁ ସେମାନଙ୍କର ବୁଝାମଣାରେ ଉନ୍ନତି…
Read More...
Read More...